ବରୀର ଟାଲି ବିଜୁ ଜନତା ଦଳରୁ ନିଲମ୍ବିତ ହେଲେ

ବିଧାୟକ ଦେବାଶିଷ ନାୟକ ପାଖଲୋକ ଥିଲେ

ଭୁବନେଶ୍ୱର:ଆଜି ବିଜୁ ଜନତା ଦଳର ରାଜ୍ୟ ସଭାପତି  ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଯାଜପୁର ଜିଲ୍ଲା ବରୀ ବ୍ଲକ ବିଜେଡି ସଭାପତି
ଏସ୍‍.କେ. ସଫିକ୍‍ଉଦ୍ଦିନ୍‍ (ଟାଲି)ଙ୍କୁ ବିଜୁ ଜନତା ଦଳରୁ ନିଲମ୍ବନ କରିଛନ୍ତି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ୍‍ ଇସ୍ତାହାରରେ ଜଣାଇଛନ୍ତି । ଶ୍ରୀ ଟାଲି ବିଧାୟକ ଦେବାଶିଷ ନାୟକ ପାଖଲୋକ ଥିଲେ ।

Categories
POLITICS

RELATED BY

  • ଆଗାମୀ ଦିନରେ ପରିସ୍ଥିତି ଭୟାଭୟ ହେବ

    ଭୁବନେଶ୍ୱର: ରାଜ୍ୟ ରାଜକୋଷ ଅର୍ଥରେ ଗଠନ ହୋଇଥିବା ବିଜୁ ଯୁବ ବାହିନୀର ସଦସ୍ୟମାନଙ୍କର ବାତ୍ୟା ୧୫ ଦିନ ବିତିଗଲେ ପରେ ମଧ୍ୟ ଦେଖା ମିଳିଲାନି । ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକ ମାନଙ୍କ ପାଇଁ କେନ୍ଦ୍ର ସରକାର ସହାୟତା ଦେଇଥିବାବେଳେ...
  • ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁରଙ୍କ ବୟାନ ସହ ଭାରତୀୟ ଜନତା ପାର୍ଟିର କୌଣସି ସମ୍ବନ୍ଧ ନାହିଁ

    ଭୁବନେଶ୍ୱର: ଗତ ୨ ଦିନ ମଧ୍ୟରେ ଅନନ୍ତ କୁମାର ହେଗଡେ, ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର ଏବଂ ନଳୀନ କଟିଲ ଦେଇଥିବା ବୟାନ ହେଉଛି ସେମାନଙ୍କର ନିଜସ୍ୱ ମନ୍ତବ୍ୟ । ଏହି ବିବାଦୀୟ ବୟାନ ସହ ଭାରତୀୟ ଜନତା ପାର୍ଟିର...
  • ତାର ପରିବାର ଲୋକମାନଙ୍କୁ ହତ୍ୟା କରିବା

    ଭୁବନେଶ୍ୱର: ସୁସ୍ଥ ଗଣତନ୍ତ୍ରରେ ପ୍ରଚାର କରିବାର ଅଧିକାର ସମସ୍ତ ରାଜନୈତିକ ଦଳ ଓ ନେତାମାନଙ୍କର ଅଛି । ଗତକାଲି ପଶ୍ଚିମବଙ୍ଗର କଲିକତା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହା ରୋଡ୍ ଶୋ କରୁଥିବା ସମୟରେ ତାଙ୍କ...
  • ବେଆଇନ ଭାବେ ୩୪ ବୁଥ୍ ସାନି ମତଦାନ ଘୋଷଣା କାହା ସ୍ୱାର୍ଥରେ

    ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଏକ ସାମ୍ବାଦିକ ସମ୍ମିଳନୀ କରି ଆସନ୍ତା ୧୯ ତାରିଖରେ ୩୪ଟି ବୁଥ୍ ରେ ସାନି ମତଦାନ ହେବ ବୋଲି ଘୋଷଣା କରିଛନ୍ତି । ହେଲେ କେନ୍ଦ୍ରୀୟ ମୁଖ୍ୟ ନିର୍ବାଚନ ଆୟୋଗ ଏହି ଘଟଣାରେ...
WhatsApp chat