ରାଜ୍ୟସଭାର ବିରୋଧି ଦଳ ନେତା ଗୁଲାମ ନବୀ ଆଜାଦ୍ ବାତ୍ୟା ଅଞ୍ଚଳ ବୁଲି ଦେଖିଲେ

ଓଡ଼ିଶା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଉପସ୍ଥିତଥିଲେ

ଭାରତୀୟ ଜାତୀୟ କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟସଭାର ବିରୋଧି ଦଳ ନେତା ଗୁଲାମ ନବୀ ଆଜାଦ୍ ଆଜି ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ପୁରୀ, କୋଣାର୍କ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଦେଖିବା ସହିତ ପ୍ରଭାବିତ ବ୍ୟକ୍ତିଙ୍କ ସହିତ ସାକ୍ଷାତ କରିଛନ୍ତି । ଏଥି ସହ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ଏବଂ ଡାକ୍ତରଖାନା ବୁଲି ଜନସାଧାରଣଙ୍କ ଅଭାବ ଅସୁବିଧା ବୁଝିଛନ୍ତି । ଶ୍ରୀ ଆଜାଦଙ୍କ ସହ ଓଡ଼ିଶା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ସାଂସଦ ରଞ୍ଜିବ ବିଶ୍ଵାଳ, ବିଧାୟକ ଚିରଞ୍ଜଜୀବୀ ବିଶ୍ଵାଳ, ପୂର୍ବତନ ସାଂସଦ ରାମଚନ୍ଦ୍ର ଖୁଣ୍ଟିଆ ଏବଂ ମିଡ଼ିଆ ବିଭାଗ ଅଧ୍ୟକ୍ଷ ସତ୍ୟପ୍ରକାଶ ନାୟକ ପ୍ରମୁଖ ଉପସ୍ଥିତଥିଲେ ।

Categories
NATIONAL

RELATED BY

  • ବାଙ୍ଗାଲୋର ମାରାଥାଳିରେ ରହୁଥିବା ଓଡ଼ିଆ ଫନି ପାଇଁ ରିଲିଫ୍ ସାମଗ୍ରୀ ପଠାଇଲେ

    ବାଙ୍ଗାଲୋର ମାରାଥାଳି ରେ ରହୁଥିବା ଓଡ଼ିଆ ଭାଇ ଭଉଣୀ ମାନେ ଓଡିଶା ରେ ହେଇଥିବ ଫନି ପାଇଁ ସହଯୋଗର ହାତ ବଢ଼ାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲଫ୍ ଫଣ୍ଡକୁ ଟଙ୍କା ଦେବାସହ ଟ୍ରକ ଏବଂ ବିମାନ ମାଧ୍ୟମରେ ରିଲିଫ୍ ପଠାଇଛନ୍ତି ।...
  • ୫୦୦ ଟଙ୍କା ଦେଇ ପ୍ରଶାସନ ବାତ୍ୟା ବିପନ୍ନଙ୍କୁ ଭୂଆଁ ବୁଲାଉଛି

    ଭୁବନେଶ୍ୱର : ବାତ୍ୟା ଫନିରେ ହଜାର ହଜାର ହେକ୍ଟର ଚାଷ ଜମି ଏବଂ ଫସଲ ନଷ୍ଟ ହୋଇଛି । ଧାନ, ଆଖୁ, ନଡିଆ, ଛତୁ ଚାଷ ଏବଂ ବିଭିନ୍ନ ପ୍ରକାରର ପନିପରିବା ଫସଲ ପୂରା ଛାରଖାର ହୋଇଛି । ଅନ୍ୟପଟେ...
  • ସରକାର ବାତ୍ୟା ମୁକାବିଲା ପ୍ରସ୍ତୁତି ଥିବାବେଳେ ୪୫ ଜଣଙ୍କର ଜୀବନ ଗଲା କେମିତି ?

    ଭୁବନେଶ୍ୱର: ବାତ୍ୟା ପରେ ୯ ଦିନ ପରେ ବି ରାଜ୍ୟସରକାର ଓ ପ୍ରଶାସନ ବାତ୍ୟା ବିପନ୍ନଙ୍କ ପାଖରେ ରିଲିଫ ସହାୟତା ପହଞ୍ଚାଇ ପାରିନାହାଁନ୍ତି । ରାଜ୍ୟସରକାର ଜିରୋ କାଜୁଆଲିଟି ପାଇଁ ପ୍ରସ୍ତୁତ ଥିବାର ଡିଣ୍ଡିମ ପିଟୁଥିବାବେଳେ ୪୫ରୁ ଅଧିକ ଲୋକଙ୍କୁ...
  • ପ୍ରଧାନମନ୍ତ୍ରୀଙ୍କ ଆଡିସିନାଲ ପ୍ରିନିସପାଲ ସେକ୍ରେଟାରୀ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

    ନୂଆଦିଲ୍ଲୀ/ଭୁବନେଶ୍ୱର: ଫନି ପୁନଃନିର୍ମାଣ କାର୍ଯ୍ୟରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଭୂମିକା ରହିବ । ଓଡିଶାର ପୁନଃନିର୍ମାଣ ପାଇଁ ଭାରତ ସରକାରଙ୍କ ଅଧିକାରୀ ମାନେ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ କାନ୍ଧକୁ କାନ୍ଧ ମିଳାଇ କାମ କରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ...
WhatsApp chat