୩ ମାସର ଦରମା ଦାନ କଲେ

ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର : ଗ୍ରାମ୍ୟ ଉନ୍ନୟନ, ସଂସଦୀୟ ବ୍ୟାପାର ଓ ସରକାରୀ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ ଆଜି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ସଂପୂର୍ଣ୍ଣ ଦରମା ପ୍ରଦାନ କରିଛନ୍ତି ।

ଆଜି ମନ୍ତ୍ରୀ ଶ୍ରୀ ଆରୁଖ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ସଚିବାଳୟସ୍ଥ ପ୍ରକୋଷ୍ଠରେ ଫନୀ ବାତ୍ୟା ପ୍ରଭାବିତଙ୍କ ସହାୟତା ନିମନ୍ତେ ୩ ମାସର ଦରମା ୩ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ।

Categories
BUSINESS

RELATED BY

  • ବିଜୁଳି ମାଗିବାରୁ ଶିଳ୍ପପତିମାନଙ୍କୁ ମାଡ

    ଭୁବନେଶ୍ୱର: ବାତ୍ୟା ଫନିର ୧୩ ଦିନ ପରେ ବି ଜଗତପୁର ଶିଳ୍ପାଚଂଳରେ ବିଦ୍ୟୁତ ଯୋଗାଣ ଏବେ ଯାଏଁ ହୋଇପାରିନାହିଁ । ବାତ୍ୟାର ୧୨ ଦିନ ପରେ ସ୍ଥିତି ଦେଖିବାକୁ ଯାଇଥିବା ଶିଳ୍ପ ବିଭାଗର ଅଧିକାରୀମାନେ ଶିଳ୍ପଦ୍ୟୋଗୀ ମାନଙ୍କ ସହ କ୍ଷୟ...
  • ୧ କୋଟି ଟଙ୍କାର କ୍ଷତି

    ଭୁବନେଶ୍ୱର:ଭୁବନେଶ୍ୱର ଗଣ୍ଡମୁଣ୍ଡାରେ ୧୨ ଏକର ପରିମିତ ଅଞ୍ଚଳରେ ଅବସ୍ଥିତ ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ଚଳିତ ଫନୀ ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଛି । ସଂଗ୍ରହାଳୟ ପରିସରରେ ଥିବା ଶତାଧିକ ଛୋଟ ଗଛ ନଷ୍ଟ ହେବା ସହ ବଡ଼ବଡ଼ ପୁରୁଣା ଗଛଗୁଡ଼ିକ...
  • ୩.୨ କୋଟି ଟଙ୍କାର କିରୋସିନ ବାତ୍ୟା ପ୍ରଭାବିତଙ୍କୁ ମାଗଣାରେ ଯୋଗାଇ ଦିଆଯିବ

    ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡିଶାର ଫନୀ ବାତ୍ୟା ପ୍ରଭାବିତ ପରିବାର ମାନଙ୍କ ପାଇଁ ମାଗଣାରେ ହଜାରେ କିଲୋ ଲିଟର କରୋସିନ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପତ୍ରକୁ ସ୍ୱୀକାର କରି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ୧ ହଜାର କିଲୋ...
  • ୭ ଦିନ ମଧ୍ୟରେ ସବୁ ପେଟ୍ରୋଲପମ୍ପ ଶତପ୍ରତିଶତ ସଚଳ ହୋଇଛି

    ଭୁବନେଶ୍ୱର:ପୁରୀ, ଖୋର୍ଧା ଓ କଟକରେ ଥିବା ୨୩୪ଟି ପେଟ୍ରୋଲପମ୍ପ ମଧ୍ୟରୁ ୨୩୨ ଟି ପେଟ୍ରୋଲପମ୍ପ କାମ ଆରମ୍ଭ କରିଛି । ଆସନ୍ତାକାଲି ଆଉ ଦୁଇଟି ପେଟ୍ରୋଲପମ୍ପ କାମ ଆରମ୍ଭ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି...
WhatsApp chat