ଜୟପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଜୟପୁରର ବିକ୍ରମଦେବ ସ୍ବୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି…
Author: ODISHA_NEWS_PRESS
ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମୁକ୍ତା ଯୋଜନାକୁ ମିଳିଛି ବିଶ୍ୱସ୍ତରୀୟ ସ୍ୱୀକୃତି
ଭୁବନେଶ୍ୱର : ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମୁକ୍ତା ଯୋଜନାକୁ ମିଳିଛି ବିଶ୍ୱସ୍ତରୀୟ ସ୍ୱୀକୃତି – ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…
ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ ,ବିଶ୍ବବିଦ୍ୟାଳୟ ହେଲା
ଭୁବନେଶ୍ୱର : ଜୟପୁରର ପ୍ରସିଦ୍ଧ ଉଚ୍ଚଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଭରସା ନାହିଁ, ସିବିଆଇ ତଦନ୍ତ ହେଉ
ଭୁବନେଶ୍ୱର : ଓଡିଶାବାସୀ ଆଜି ଆତଙ୍କିତ ଏବଂ ସରକାର ପଙ୍ଗୁ ହୋଇ ରହିଛି । ଜାନୁୟାରୀ ୨୯ ତାରିଖ (ରବିବାର ଦିନ)…
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ରହିଛି ସାଙ୍ଘାତିକ ଷଡ଼ଯନ୍ତ୍ର,ଗୃହ ବିଭାଗର ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ଏଥିପାଇଁ ଉତ୍ତରଦାୟୀ ।
ଭୁବନେଶ୍ୱର : ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନବ କିଶୋର ଦାସଙ୍କ ଜଣେ ପୋଲିସ କର୍ମଚାରୀଙ୍କ ଗୁଳି ଚୋଟରେ ମୃତ୍ୟୁ ହେବା ଘଟଣା…
ସ୍ତମ୍ଭ ଶତକ ପୁସ୍ତକ ‘ମୋହନ ମାନସ’ ସଂପ୍ରତି ସମୟର ଏକ ଦର୍ପଣ
ଭୁବନେଶ୍ୱର : ଶନିବାର ଦିନ ବିଶିଷ୍ଟ ଔପନ୍ୟାସିକ ରାଧମୋହନ ମହାପାତ୍ରଙ୍କ ସ୍ତମ୍ଭ ଶତକ ‘ମୋହନ ମାନସ’ ଲୋକାର୍ପିତ ହୋଇଛି । ଆମ…
ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲା କିଷାନ କଂଗ୍ରେସ
ଭୁବନେଶ୍ୱର:ରାଜ୍ୟର ଉତ୍ପାଦିତ ଧାନର ପ୍ରାୟ ୩୦ ପ୍ରତିଶତ ଧାନ ଚାଷୀ ଅଣ୍ଡର ରେଟ୍ରେ ବିକ୍ରି କରିବା ପରେ ସରକାର ଧାନ କିଣୁଛନ୍ତି…
ଓଡ଼ିଶାର ଅନାଲୋଚିତ ଇତିହାସକୁ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି
ସମ୍ବଲପୁର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି ବୋଲି…
୨୫ରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକ ପତ୍ର ଦେବ ବିଜେପି
ଭୁବନେଶ୍ୱର : ରାଜ୍ୟରେ ଜଣେ ହେଲେ ବାସହୀନ ରହିବେ ନାହିଁ ଏବଂ ସମସ୍ତଙ୍କୁ ପକ୍କାଘର ଯୋଗାଇ ଦେବାର ଦାୟୀତ୍ୱ ନେଇଛନ୍ତି କେନ୍ଦ୍ରରେ…
ଭୁବନେଶ୍ୱରରେ ରୋଜଗାର ମେଳାରେ ନିଯୁକ୍ତି ପତ୍ର ବାଣ୍ଟିଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ରୋଜଗାର ମେଳା ମାଧ୍ୟମରେ ନିଯୁକ୍ତି ପାଇଥିବା ଯୁବକ ଯୁବତୀମାନେ ସ୍ୱାଧୀନତା ସଂଗ୍ରାମ ସମୟର ଯୁବବର୍ଗଙ୍କ ଭଳି ସୈନିକ ଭାବରେ କାମ…