• କୋଣାର୍କ ଅଞ୍ଚଳରେ ଭିତ୍ତିଭୂମି ବିକାଶକୁ ବିଶ୍ୱସ୍ତରୀୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

    ଭୁବନେଶ୍ୱର : ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି । ଏହି କାର୍ଯ୍ୟର କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି । କୋଣାର୍କକୁ ପ୍ରତି ଦିନ ବିଶ୍ବର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକ ଆସିଥାନ୍ତି । ତେଣୁ କୋଣାର୍କ ଅଞ୍ଚଳରେ ଭିତ୍ତି ଭୂମି ବିକାଶକୁବିଶ୍ୱସ୍ତରୀୟମାନର କରିବାକୁ ମୁଖ୍ୟମନ୍ତ୍ରୀ...
  • ପିସିସି ସଭାପତିଙ୍କ ଉପରେ ଆକ୍ରମଣକୁ ନେଇ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

    ଭୁବନେଶ୍ୱର : ୧୭ ତାରିଖରେ କେନ୍ଦୁଝର ଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଯାଉଥିବା ସମୟରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛି କଂଗ୍ରେସ । କଂଗ୍ରେସ ମୁଖପାତ୍ର ତଥା ଆଇନ୍‌ଜୀବୀ ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ବିପିନ୍ ଦାସ, ମୁଖପାତ୍ର ପ୍ରଶାନ୍ତ ଶତପଥି, ଅମୀୟ ପାଣ୍ଡବ, ରଜନୀ...
  • ବିଧାୟକ ମୋହନ ମାଝୀ ମିଛୁଆ

    ଭୁବନେଶ୍ୱର : ଗତ ୧୭ ତାରିଖରେ କେନ୍ଦୁଝର ଗସ୍ତରେ ଯାଉଥିବା ବେଳେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ କିଛି ଅସାମାଜିକ ଯୁବକ ଆକ୍ରମଣ କରିଥିଲେ । ପରବର୍ତୀ ଅବସ୍ଥାରେ ସେମାନଙ୍କ ଭିତରୁ  ସଂଜୟ ମହାନ୍ତି ବିଜେପି ଦଳର କର୍ମକର୍ତା ବୋଲି ଜଣାପଡିଥିଲା । ତାଙ୍କୁ ମଧ୍ୟ ପୋଲିସ ଗିରଫ କରିସାରିଛି ଏବଂ ସେ ଯୁବକମାନେ ବ୍ୟବହାର କରୁଥିବା ଗାଡିକୁ ମଧ୍ୟ ପୋଲିସ ଜବତ କରିଛି...
  • ଓଡିଶା ସରକାର ୨୦୨୨ ମସିହା ସୁଦ୍ଧା ତଳିତଳାନ୍ତ କରିଦେବାର ନିଷ୍ପତି ନେଇଛନ୍ତି

    ଭୁବନେଶ୍ୱର : ଗୋଟିଏ ପଟେ  ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ସରକାର ୨୦୨୨ ମସିହା ସୁଦ୍ଧା ଦେଶର ଚାଷୀଙ୍କ ଆୟ ୨ ଗୁଣ କରିବାର ନିଷ୍ପତି ନେଇଥିବାବେଳେ ଅନ୍ୟପଟେ ଓଡିଶା ସରକାର ୨୦୨୨ ମସିହା ସୁଦ୍ଧା ତଳିତଳାନ୍ତ କରିଦେବାର ନିଷ୍ପତି ନେଇଛନ୍ତି । ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ଧାର୍ଯ୍ୟ ତାରିଖରୁ ମାସେ ବିଳମ୍ବରେ ମଣ୍ଡି ଖୋଲାଗଲା । ମାତ୍ର ରାଜ୍ୟ ସରକାର ଏବଂ ମିଲରଙ୍କ ଅସାଧୁ...
  • ମଣ୍ଡିରେ ଧାନ ପଡ଼ିରହିବା ମନୁଷ୍ୟକୃତ

    ସମ୍ବଲପୁର/ଭୁବନେଶ୍ୱର : ଚଷାଚାଷୀ ଅଞ୍ଚଳ ସମ୍ବଲପୁରରେ ରାଜ୍ୟ ସରକାରଙ୍କ ଅପାରଗତା ଓ ଅବ୍ୟବସ୍ଥା କାରଣରୁ ମଣ୍ଡିରେ ଧାନ ପଡ଼ିରହୁଥିବା କାରଣରୁ ଚାଷୀମାନେ ଚିନ୍ତାଗ୍ରସ୍ତ ହୋଇ ମୃତ୍ୟୁବରଣ କରୁଛନ୍ତି । ତେଣୁ ତୁରନ୍ତ ମଣ୍ଡିରୁ ଧାନ ଉଠାଇବା ଓ କଟନୀଛଟନୀ ବନ୍ଦ କରିବା ନେଇ ଗୁରୁବାର ସମ୍ବଲପୁରରେ ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ବିଶାଳ ଚାଷୀ ଅଧିକାର ରାଲିରେ ରାଜ୍ୟ ସରକାରଙ୍କ ନିକଟରେ ଦୃଢ଼ ଦାବୀ କରିଛି ବିଜେପି ।...
  • ନଗର ସଭାପତି ରୋହିତ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଗିରିଧାରୀ ପୃଷ୍ଟି ନିଲମ୍ବିତ

    ଭୁବନେଶ୍ୱର : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ମୟୁରଭଞ୍ଜ ଜିଲ୍ଲା (ରାଇରଙ୍ଗପୁର ସାଂଗଠନିକ ଜିଲ୍ଲା) କରଞ୍ଜିଆ (ବିଜ୍ଞାପିତ) ନଗର ସଭାପତି ଶ୍ରୀ ରୋହିତ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଗିରିଧାରୀ ପୃଷ୍ଟିଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।...
  • ସମଲେଶ୍ବରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ଖୁବଶୀଘ୍ର ଆରମ୍ଭ କରାଯିବ : ୫-ଟି

    ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ଦିନ ସମ୍ବଲପୁର ଯାଇ ମା ସମଲେଶ୍ବରୀଙ୍କ ମନ୍ଦିର ପରିଦର୍ଶନ କରିଥିଲେ ଏବଂ ସେ ଅଞ୍ଚଳର ବିକାଶ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ଓଡିଶାର ପ୍ରସିଦ୍ଧ ଶକ୍ତି ପୀଠମାନଙ୍କ ମଧ୍ୟରେ...
  • ମିଲର ଓ ରାଜ୍ୟ ସରକାରଙ୍କ ଅରୁଆ ଉଷୁନା ରାଜନୀତିରେ ପେଷି ହେଉଛନ୍ତି ଚାଷୀ

    ଭୁବନେଶ୍ୱର : ରାଜ୍ୟ ସରକାର ମିଲର ମାନଙ୍କ ସ୍ୱାର୍ଥରେ କାମ କରୁଛନ୍ତି । ରାଜ୍ୟ ସରକାର ଉଷୁନା ଚାଉଳ ପାଇଁ ମିଲରମାନଙ୍କ ପାଇଁ ଓକିଲାତି କରୁଛନ୍ତି । ଉଷୁନା ଚାଉଳକୁ ଉତ୍ପାଦନ କଲେ ମିଲରମାନେ ଲାଭବାନ ହୁଅନ୍ତି । ଓଡିଶାର ମିଲରମାନଙ୍କ ପାଖରେ ଉଷୁନା ଚାଉଳ ଗଚ୍ଛିତ ହୋଇଥିବାରୁ ସେମାନେ ଏହାକୁ ଆଗ ଖାଲି କରିବାକୁ ଚାହୁଁଛନ୍ତି । ଏକ କ୍ୱିଂଟାଲ ଧାନରୁ ଅରୁଆ ଅପେକ୍ଷା ଉଷୁନା ଚାଉଳ...
  • ଅଚ୍ୟୁତାନନ୍ଦ ବିଦ୍ୟାପୀଠର ୧୯୯୩ ମସିହା ଦଶମ ଶ୍ରେଣୀ ବ୍ୟାଚର ବନ୍ଧୁମିଳନ

    ଭୁବନେଶ୍ୱର: ନେମାଳ ଅଚ୍ୟୁତାନନ୍ଦ ବିଦ୍ୟାପୀଠର ୧୯୯୩ ମସିହା ଦଶମ ଶ୍ରେଣୀ ବ୍ୟାଚର ଏକ ପ୍ରାରମ୍ଭିକ ବନ୍ଧୁମିଳନ ଉତ୍ସବ ଚିତ୍ରୋତ୍ପଳା ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ଛାତ୍ର ଅଧ୍ୟାପକ ବିନୟ କୁମାର ଦାସଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ସମସ୍ତ ପୁରାତନ ଛାତ୍ର ମାନେ ଯୋଗଦେଇ ସାମାଜିକ ଉନ୍ନତି ମୁଳକ କାର୍ଯ୍ୟ କରିବା ସହିତ ବିଦ୍ୟାଳୟର ଉନ୍ନତି ସଂପର୍କରେ ଆଲୋଚନା କରିଥିଲେ । ପରେ ପୁରାତନ ଛାତ୍ରଛାତ୍ରୀ ମାନେ...