-
ଭୁବନେଶ୍ୱର : ବିଜେଡିର ୩ ଜଣ ବିଧାୟକ ଚାଷୀଙ୍କ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ପ୍ରେସମିଟରେ ୩ ଜଣ ବିଧାୟକଙ୍କ ତଥ୍ୟରେ କୌଣସି ତାଳ ମେଳ ନଥିଲା । ବିଜେଡି ବିଧାୟକମାନେ ସଠିକ୍ ତଥ୍ୟ ନଜାଣି କେବଳ ରାଜ୍ୟବାସୀଙ୍କୁ ମିଥ୍ୟା କହି ଭ୍ରମିତ କରିଛନ୍ତି । ବିଜେଡି ନେତାମାନେ ଧାନ ବିଷୟରେ ନକହି ଚାଉଳ ବିଷୟରେ କହୁଛନ୍ତି । ଚାଷୀ ଧାନ...
-
ଭୁବନେଶ୍ୱର : ରବିବାର ଦିନ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଭୁବନେଶ୍ୱର କେନ୍ଦୁଝର ଯିବା ବେଳେ ରାତି ୮ଟାରେ କେନ୍ଦୁଝର ଟାଉନସ୍ଥିତ କାଶିପୁର ନିକଟରେ ୪ରୁ ୫ଜଣ ନିଶାଶକ୍ତ ବଦମାସ ବ୍ୟକ୍ତି ପିସିସି ସଭାପତିଙ୍କ ଗାଡ଼ିକୁ ଓଭରଟେକ କରି ଆଗରେ ଗାଡ଼ି ଅଟକାଇ ଆକ୍ରମଣ କରିବାକୁ ଉଦ୍ୟମ କଲେ । ସଭାପତିଙ୍କୁ ସୁରକ୍ଷା ଦେବାକୁ ଯାଇ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭର ଆଗକୁ ଆସିବାରୁ ଉକ୍ତ ୫ଜଣ...
-
ଭୁବନେଶ୍ୱର : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଇରାସିସ ଆଚାର୍ଯ୍ୟ ସୋମବାର ଦିନ ଯୁବମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଯୁବ ମୋର୍ଚ୍ଚା ରାଜ୍ୟ ଉପସଭାପତି ଭାବେ ବିଶ୍ୱଜିତ ଷଡଙ୍ଗୀ, ମାନସ କୁମାର ଦତ, ନିଳାଦ୍ରି ପାତ୍ର, କମଳେଶ ସାହା, ପ୍ରଫୁଲ ସ୍ୱାଇଁ ଦାୟୀତ୍ୱ ଦିଆଯାଇଛି ।...
-
https://www.facebook.com/OdishaNewsPress/videos/484634429604119 ଭୁବନେଶ୍ୱର : ରାଜ୍ୟରେ ଦଣ୍ଡହାର ୪ ପ୍ରତିଶତ ଥିବା ବେଳେ ଗୁଡ଼ଗଭର୍ନାନ୍ସ ତଳ ଆଡ଼ୁ ୪ ନମ୍ବର, ନିଖୋଜ ଶିଶୁଙ୍କୁ ଉଦ୍ଧାର କରିବାରେ ରାଜ୍ୟ ପୋଲିସ୍କୁ ମାତ୍ର ୨୭ ପ୍ରତିଶତ ସଫଳତା ମିଳିଛି, ବେକାରି ବୃଦ୍ଧିରେ ୧ ନମ୍ବର, ସେହିପରି ଚାଷୀମାନଙ୍କ ପ୍ରତି ଯାହା ପ୍ରତିଶୃତି ଦେଇଥିଲେ ତାହା କରିପାରି ନାହାଁନ୍ତି । ରାଜ୍ୟରେ ଶ୍ରମିକମାନେ ହତାସ ହୋଇ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି ।...
-
କେନ୍ଦ୍ରାପଡ଼ା : କୋରାପୁଟର ଗରୀବ, ଦଳିତ, ନିସ୍ପେସିତ ଓ ଆଦିବାସୀମାନଙ୍କ ସେବାରେ ସାରା ଜୀବନ ଉତ୍ସର୍ଗ କରିଥିବା ଏବଂ ପଛୁଆ ସେମିଳିଗୁଡ଼ାକୁ ଶିକ୍ଷାକ୍ଷେତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ପ୍ରଦାନ କରିଥିବା ବର୍ଷିଆନ୍ ଭୂଦାନ ଓ ସର୍ବୋଦୟ ନେତା, ବିଶିଷ୍ଟ ଶିକ୍ଷାବିତ୍, ସାହିତ୍ୟିକ ଓ କବି ଶ୍ରୀଯୁକ୍ତ କୃଷ୍ଣ ସିଂହଙ୍କୁ ତାଙ୍କ ଜନ୍ମଭୂମି ଆଳିରେ ଭୂମିରତ୍ନ ସମ୍ମାନରେ ସମ୍ମାନିତ କରାଯିବା ସହ ନାଗରିକ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସମ୍ବାଦ...
-
ନୂଆଦିଲ୍ଲୀ/ଭୁବନେଶ୍ୱର:କରୋନା ମହାମାରୀର ସଙ୍କଟକୁ ସୁଯୋଗରେ ପରିଣତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସ୍ୱଦେଶୀ ଟିକା ପ୍ରସ୍ତୁତ କରି ସମଗ୍ର ବିଶ୍ୱ ସାମ୍ନାରେ ନିଜର ସାମର୍ଥ୍ୟ ଏବଂ ଅପାର ଶକ୍ତିର ପରିଚୟ ଦେଇଛି ତଥା ଆତ୍ମନିର୍ଭର ଭାରତର ସବୁଠୁ ବଡ଼ ଅଧ୍ୟାୟ ଲେଖିଛି ବୋଲି ଶନିବାର ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶରେ ବିଶ୍ୱର ସବୁଠୁ ବଡ ଟୀକାକରଣ ଅଭିଯାନ ଆରମ୍ଭ ହେବା ପ୍ରସଙ୍ଗରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...
-
ଝାଡ଼ଖଣ୍ଡ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦି ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟି ଝାଡ଼ଖଣ୍ଡ ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟ ଓ ଅନ୍ୟାନ୍ୟ ସମସ୍ୟା ଉପରେ ଆଲୋଚନା କରିଛନ୍ତି । ସେହିପରି ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ ଝାଡଖଣ୍ଡ ରାଜ୍ୟର ୨୧ତମ ଏବିଭିପି କ୍ଷେତ୍ରୀୟ ଅଧିବେଶନ କାର୍ଯ୍ୟକ୍ରମରେ ଯୋଗଦେଇ ସର୍ବଦା ବର୍ତମାନର ସାମାଜିକ ଦାୟିତ୍ୱ ନିଜ ହାତକୁ ନେଉଥିବା ସଂଗଠନର...
-
ଝାଡ଼ଖଣ୍ଡ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଝାଡ଼ଖଣ୍ଡର ରାଜ୍ୟପାଳ ଦ୍ରୌପଦି ମୁର୍ମୁ ଏବଂ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଭେଟି ଝାଡ଼ଖଣ୍ଡ ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟ ଓ ଅନ୍ୟାନ୍ୟ ସମସ୍ୟା ଉପରେ ଆଲୋଚନା କରିଛନ୍ତି । ସେହିପରି ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ ଝାଡଖଣ୍ଡ ରାଜ୍ୟର ୨୧ତମ ଏବିଭିପି କ୍ଷେତ୍ରୀୟ ଅଧିବେଶନ କାର୍ଯ୍ୟକ୍ରମରେ ଯୋଗଦେଇ ସର୍ବଦା ବର୍ତମାନର ସାମାଜିକ ଦାୟିତ୍ୱ ନିଜ ହାତକୁ ନେଉଥିବା...
-
ଭୁବନେଶ୍ୱର : କେନ୍ଦ୍ର ମୋଦି ସରକାର ପ୍ରଣୟନ କରିଥିବା ୩ ଗୋଟି କଳା କୃଷି ଆଇନ୍ ଯୋଗୁଁ ଦେଶର ୬୨ କୋଟି କୃଷକ ଜୀବନ ଜୀବିକା ପାଇଁ ସଂଘର୍ଷ କରୁଛନ୍ତି । ଏହି କଳା ଆଇନ୍ର ପ୍ରତ୍ୟାହାର ଦାବିରେ ଲକ୍ଷ ଲକ୍ଷ କୃଷକ ଦିଲ୍ଲୀ ସୀମାରେ ୫୦ ଦିନ ଧରି ଧାରଣା ଓ ବିକ୍ଷୋଭ ଜାରି ରଖିଛନ୍ତି । ପ୍ରବଳ ଥଣ୍ଡା, ଅଦିନିଆ ବର୍ଷା ଓ କୁଆପଥର ବୃଷ୍ଟି...