• ମନ୍ତ୍ରୀଙ୍କୁ ଅଭିଯୋଗ କଲେ ଓଡ଼ିଶାରେ ନିରୀହ, ଦଳିତ ଲୋକଙ୍କ ଉପରେ ଅତ୍ୟାଚାର କରାଯାଉଛି

    ଭୁବନେଶ୍ୱର: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଞ୍ଚାୟତର ସରପଞ୍ଚ ସନ୍ତୋଷ ସାମଲ ହତ୍ୟା ଧମକ ଦେଇ ମାଡ ମାରିଛନ୍ତି । ଏପରିକି ଶାସକ ଦଳର ନେତାମାନେ ଗତ ୯ ତାରିଖ ଦିନ ତାଙ୍କୁ ଆକ୍ରମଣ...
  • ସଚିବାଳୟର ୩ୟ ମହଲା ସହ ରାମକୋ ସିମେଣ୍ଟ ଅଧିକାରୀଙ୍କ କ’ଣ ସଂପର୍କ ରହିଛି ?

    ଭୁବନେଶ୍ୱର: ସ୍ମିତାରାଣୀର ଗଣଦୁର୍ଷ୍କମ ଏବଂ ହତ୍ୟା ସ୍ଥଳୀରେ ରଙ୍ଗଶାଳା ସାଜିଥିବା ଗେଷ୍ଟ ହାଉସରେ ମୁଖ୍ୟ ଅଭିଯୁକ୍ତ ବିଜେଡି ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ର ଓରଫ ନାଣ୍ଡୁ ବ୍ୟତୀତ ୨ ଜଣ ବିଜେଡି ସମିତି ସଭ୍ୟ, ଜଣେ ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ଏବଂ ରାମକୋ ସିମେଣ୍ଟର ଜଣେ ଉଚ୍ଚପଦସ୍ଥ ଅଧିକାରୀ ଥିଲେ । ଘଟଣାରେ ରୂପେଶ ଭଦ୍ରକୁ ଗିରଫ କରାଯାଇଥିବା ସମୟରେ ଆଉ ୪ ଜଣଙ୍କୁ ପୋଲିସ କଣ...
  • ସ୍ମିତାରାଣୀଙ୍କ ହତ୍ୟା ପୂର୍ବରୁ ହୋଇଛି ଗଣଦୁଷ୍କର୍ମ, ସିବିଆଇ ତଦନ୍ତ ହେଲେ ସତ ବାହାରିବ

    ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ଅସହାୟ ଏବଂ ଅସୁରକ୍ଷିତ ହୋଇପଡିଛନ୍ତି । ଶାସକ ଦଳର ନେତା, କର୍ମୀ ଏବଂ ସେମାନଙ୍କ ସଂର୍ପକୀୟମାନେ ମହିଳାମାନଙ୍କ ସହ ଅକଥନୀୟ ଅତ୍ୟାଚାର କରିଚାଲିଛନ୍ତି । ପ୍ରତିଦିନ ଗୋଟିଏ ପରେ ଗୋଟିଏ ପରେ ଗଣଦୁର୍ଷ୍କମ, ହତ୍ୟା ଆଦି ଘଟଣା ସାମ୍ନାକୁ ଆସୁଛି । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କୁ ଗଣଦୁର୍ଷ୍କମ ଏବଂ ପରେ ହତ୍ୟା କରିବା ପରେ...
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପଦଯାତ୍ରା

    ଭୁବନେଶ୍ୱର : ଗତ ଅକ୍ଟୋବର ୨ ତାରିଖ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଭାରତୀୟ ଜନତା ପାର୍ଟୀ ତରଫରୁ ଦେଶ ବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହୋଇଛି । ରାଜ୍ୟରେ ଏହି ପଦଯାତ୍ରାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ ଜିଲ୍ଲା ତେଲେଙ୍ଗାପେଂଠରୁ ଶୁଭାରମ୍ଭ କରିଥିଲେ । ଏହି ପଦଯାତ୍ରା ରାଜ୍ୟରେ ସମସ୍ତ ସଂସଦୀୟ ଓ ବିଧାନସଭା କ୍ଷେତ୍ରରେ ଅନୁଷ୍ଠିତ ହେଉଛି । ଶନିବାର ଦିନ ସକାଳ ୯ଟାରେ...
  • ବିଜେପିରେ ସାମିଲ ହେଲେ ବିଜେଡିର କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା

    ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କେନ୍ଦ୍ର ପେଟ୍ରୋଲିୟମ ଓ ପାକୃତିକ ଗ୍ୟାସ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା ବ୍ରହ୍ମଗିରୀ ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ଚେୟାରମ୍ୟାନ ସୌଦାମିନୀ ମାନସିଂହ ବିଜେପିରେ ସାମିଲ ହୋଇଛନ୍ତି । ତାଙ୍କ ସହ ବିଜେଡି ନେତା ସୁକାନ୍ତ ମାନସିଂହ ଏବଂ ପୁରୀ...
  • ୧୮ରେ ବିଜେପୁର ପ୍ରଚାର ପାଇଁ ଯିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଭୁବନେଶ୍ୱର : ଆସନ୍ତା ୧୮ ତାରିଖ ଦିନ ବିଜେପୁର ଉପନିର୍ବାଚନ ପ୍ରଚାର ପାଇଁ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ଷ୍ଟିଲ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ସକାଳ ୧୦ଟାରେ ବିଜେପୁର ଏନଏସି ଠାରେ ରୋଡ ସୋ ରେ ସାମିଲ ହେବେ । ଏହା ପରେ ଅପରାହ୍ନ ୨ଟାରେ ବରପାଲିର ବନ୍ଧପାଲିଠାରେ ରୋଡ ସୋ ରେ ସାମିଲ ହେବେ । ଏହା...
  • ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୪ ବର୍ଷରେ ପଦାର୍ପଣ କଲେ ,୧୨୩୨୫ ୟୁନିଟ୍‍ ରକ୍ତ ସଂଗୃହିତ ହେଲା

    ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି  ନବୀନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ବିଜୁ ଜନତା ଦଳ ନିଜର ସାମାଜିକ ପ୍ରତିବଦ୍ଧତାର ଅଂଶ ସ୍ୱରୂପ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ବିଶିଷ୍ଟ ଜନନାୟକ ବିଜୁବାବୁଙ୍କ ୯୯ତମ ଜନ୍ମ ଜୟନ୍ତୀ ୫ ମାର୍ଚ୍ଚ ୨୦୧୫ରୁ ଶୁଭାରମ୍ଭ ହୋଇ ଏହା ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି । ‘ରକ୍ତଦାନ ମହାପୂଣ୍ୟ’, ଏହାକୁ ଆଧାର କରି ବିଜୁ ଜନତା ଦଳ ପକ୍ଷରୁ ରାଜଧାନୀ...
  • ୫-ଟି ଏବଂ ମୋ ସରକାର ଯୋଜନା କେବଳ ପ୍ରହସନ

    ଭୁବନେଶ୍ୱର : ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି ପଞ୍ଚାୟତର ସରପଞ୍ଚ ସନ୍ତୋଷ ସାମଲ ହତ୍ୟା ଧମକ ଦେଇ ମାଡ ମାରିଛନ୍ତି । ଏପରିକି ଶାସକ ଦଳର ନେତାମାନେ ଗତ ୯ ତାରିଖ ଦିନ ତାଙ୍କୁ...
  • ଭ୍ରଷ୍ଟାଚାରରେ ଲିପ୍ତଥିବା ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମୁଖ୍ୟମନ୍ତ୍ରୀ ବହିଷ୍କାର କରନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ଦେଖାଦେଇଛି । ବିଶେଷ କରି ସରକାରୀ ଅଫିସରମାନେ ଶାସକ ଦଳ ସହ ସଂପର୍କ ଥିବା ଧନୀକ ବ୍ୟକ୍ତିମାନଙ୍କୁ ପକ୍କା ଘର ବଣ୍ଟନ କରିବା ସହ ସେମାନଙ୍କ ଘରକୁ ଜିଓ ଟ୍ୟାଗିଙ୍ଗ କରୁଛନ୍ତି । ଏହା ବିରୁଦ୍ଧରେ ଗତ ୧୦ ତାରିଖରେ ବିଜେପି ପକ୍ଷରୁ ରାଜଭବନ ଆଗରେ ଏକ ପ୍ରତିବାଦ ସଭା କରାଯାଇଥିଲା । ଶାସକ ଦଳ ପକ୍ଷରୁ ପଞ୍ଚାୟତରାଜ...
Newsroll