• ଋଷ ସରକାର ଭାରତ ସରକାରଙ୍କ ସହ କାମ କରିବାକୁ ଇଚ୍ଛୁକ:ଧର୍ମେନ୍ଦ୍ର ପ୍ରଧାନ

    ୠଷ/ନୂଆଦିଲ୍ଲୀ/ଭୁବନେଶ୍ୱର:  ଋଷର ପୂର୍ବାଞ୍ଚଳରେ ଅପର୍ଯ୍ୟାପ୍ତ ଖଣିଜର ସମ୍ଭାବନା ରହିଥିବା ବେଳେ ଋଷ ସରକାର ଭାରତ ସରକାରଙ୍କ ସହ କାମ କରିବାକୁ ଇଚ୍ଛୁକ ରଖିଛନ୍ତି ।  ଭାରତ ଓ ଋଷ ମଧ୍ୟରେ ପ୍ରସ୍ତାବିତ ଏହି ଯୁଗ୍ମ ପ୍ରକଳ୍ପ ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କକୁ ଆହୁରି ମଜବୁତ କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅକ୍ଟୋବର ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ୫ଦିନିଆ ଋଷ ଓ...
  • ମଙ୍ଗୋଲିଆର ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ୍ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ମଙ୍ଗୋଲିଆ/ନୂଆଦିଲ୍ଲୀ/ଭୁବନେଶ୍ୱର:ଚଳିତବର୍ଷ ସେପ୍ଟେମ୍ବର ମାସରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତ ୬ ତାରିଖରୁ ଭାରତର ଉଚ୍ଚ ସରକାରୀ ଅଧିକାରୀ ତଥା ଏକ ବ୍ୟବସାୟିକ ପ୍ରତିନିଧି ମଣ୍ଡଳି ସହ ତିନିଦିନିଆ ମଙ୍ଗୋଲିଆ ଗସ୍ତରେ ଅଛନ୍ତି । ଏହି ଗସ୍ତକାଳରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ମଙ୍ଗୋଲିଆର ପ୍ରଧାନମନ୍ତ୍ରୀ ଉଖନାଗି୍ନ୍ ଖୁରେଲସୁଖଙ୍କୁ ଭେଟି ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଉର୍ଜା କ୍ଷେତ୍ରକୁ ମଜବୁତ୍ କରିବା ଉପରେ ଆଲୋଚନା...
  • ପ୍ରଧାନମନ୍ତ୍ରୀଙ୍କୁ ‘ଗ୍ଲୋବାଲ ଗୋଲକିପର ପୁରସ୍କାର’

    ସ୍ୱଚ୍ଛ ଭାରତ ଅଭିଯାନ ପାଇଁ ବିଲ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ତରଫରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଗ୍ଲୋବାଲ ଗୋଲକିପର’ ପୁରସ୍କାର ପ୍ରଦାନ କରାଯାଇଛି । ନ୍ୟୁୟର୍କରେ ୨୪ ସେପ୍ଟେମ୍ବର, ୨୦୧୯ରେ ଜାତିସଂଘର ସାଧାରଣ ଅଧିବେଶନ ସମୟରେ ଏହି ପୁରସ୍କାର ପ୍ରଦାନ ସମାରୋହ ଆୟୋଜନ ହୋଇଥିଲା । ଯେଉଁ ଭାରତୀୟମାନେ ସ୍ୱଚ୍ଛ ଭାରତ ଅଭିଯାନକୁ ଏକ ଜନ ଆନ୍ଦୋଳନରେ ପରିଣତ କରିଛନ୍ତି ଏବଂ ଏହାକୁ ତାଙ୍କ ଦୈନଦିନ...
  • ଭାରତ-ମଙ୍ଗୋଲିଆ ବ୍ୟବସାୟିକ ବୈଠକରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର:୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଙ୍ଗୋଲିଆ ଗସ୍ତ ପରେ ପରେ ଭାରତ ଓ ମଙ୍ଗୋଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ଆହୁରି ମଜବୁତ୍ ହୋଇଛି । ଦୁଇ ଦେଶର ଋଣନୈତିକ ସହଯୋଗ ଦ୍ୱିାକ୍ଷିକ ସମ୍ପର୍କକୁ ନୂଆ ଶକ୍ତି ଦେଇଥିବା ବେଳେ ଭାରତ-ମଙ୍ଗୋଲିଆ ଦ୍ୱିପାକ୍ଷିକ ସହଯୋଗ ଦୁଇ ଦେଶର ଅର୍ଥନୀତିକୁ ମଜବୁତ୍ କରିବ ବୋଲି ନୂଆଦିଲ୍ଲୀ ଠାରେ ଏଫ୍ଆଇସିସିଆଇ ଓ ବିଭିନ୍ନ ସଂଗଠନ ପକ୍ଷରୁ ଆୟୋଜିତ ବ୍ୟବସାୟିକ ବୈଠକରେ ମଙ୍ଗୋଲିଆର ରାଷ୍ଟ୍ରତି...
  • ଭାରତର ଗ୍ୟାସ ଭିତିଭୂମି କାମରେ କତାରର ପୁଞ୍ଜିନିବେଶ ନେଇ ଆଲୋଚନା

    ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ର ବିଶେଷ ଭାବରେ ହାଇଡ୍ରୋକାର୍ବନ କ୍ଷେତ୍ରରେ ଭାରତ ଓ କତାର ମଧ୍ୟରେ ପାରସ୍ପରିକ ସହଯୋଗକୁ ମଜବୁତ୍ କରିବା ପାଇଁ କତାରର ପ୍ରଧାନମନ୍ତ୍ରୀ ସମ୍ମତି ଜଣାଇବା ଫଳରେ ଏବେ ଭାରତ ଓ କତାର ମଧ୍ୟରେ ହାଇଡ୍ରୋକାର୍ବନ ସମ୍ପର୍କ ଆହୁରି ମଜବୁତ ହେବ ବୋଲି ପାଞ୍ଚଦିନିଆ ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗସ୍ତର ଅନ୍ତିମ ଦିନରେ କତାରର ପ୍ରଧାନମନ୍ତ୍ରୀ ଶେଖ୍ ଅବଦୁଲ୍ଲା ବିନ୍ ନାଜିର୍...
  • ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତର ଚତୁର୍ଥ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବି/ଭୁବନେଶ୍ୱର : ପାଞ୍ଚ ଦିନିଆ ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆବୁଧାବି ସ୍ଥିତ ଭାରତୀୟ ତୈଳ ମନ୍ତ୍ରାଳୟର ରାଷ୍ଟ୍ରାୟତ ଉଦ୍ୟୋଗ କମ୍ପାନୀ ଇଞ୍ଜିନିୟର ଇଣ୍ଡିଆ ଲିମିଟେଡ୍ (ଇଆଇଏଲ୍)କୁ ପରିଦର୍ଶନ କରିବା ସହ ବିଭିନ୍ନ ବୈଦେଶିକ ମନ୍ତ୍ରୀଙ୍କୁ ଭେଟି ତୈଳ, ପେଟ୍ରୋଲିୟମ ଓ ଇସ୍ପାତ କ୍ଷେତ୍ରରେ ଭାରତର ପୁଞ୍ଜିନିବେଶ ନେଇ ଆଲୋଚନା କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ବିଭିନ୍ନ ରାଷ୍ଟ୍ର ସହ...
  • ଭାରତ ଉର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି – ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବୀ/ଭୁବନେଶ୍ୱର : ଭାରତରେ ଉର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି ବୋଲି ସୋମବାର ଆବୁଧାବୀରେ ଅନ୍ତର୍ଜାତୀୟ ଶକ୍ତି ଫୋରମର ୮ତମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗ ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ବୈଠକରେ ଶ୍ରୀ ପ୍ରଧାନ ନିଜ ଅଭିଭାଷଣରେ ଏସିଆ ତଥା ବିଶ୍ୱର ବିକାଶ ପାଇଁ ଉର୍ଜା ସୁରକ୍ଷା ଏବଂ ଟିକ୍ନୋଲୋଜିର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ...
  • ୟୁଏଇର ପ୍ରମୁଖ ତୈଳ, ଗ୍ୟାସ ଓ ପେଟ୍ରୋଲିୟମ ଏବଂ ଇସ୍ପାତ୍ କମ୍ପାନୀଙ୍କ ସହ ବୈଠକ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ କରିଛନ୍ତି । ଉଭୟେ ଏହି ବନ୍ଧୁତ୍ୱକୁ ଆଗକୁ ନେବା ସହ ପରସ୍ପର ସହଯୋଗୀ ହୋଇ ଉକ୍ତ କାର୍ଯ୍ୟକୁ ପ୍ରାଥମିକତା ଦେଇ କାମ କରୁଛନ୍ତି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
  • ସାଉଦିଆରବରେ ଧର୍ମେନ୍ଦ୍ର ପ୍ରଧାନ

    ସାଉଦିଆରବ/ନୂଆଦିଲ୍ଲୀ: ପାଞ୍ଚଦନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସାଉଦିଆରବର ଜିଦ୍ହା ଠାରେ ସେଠାକାର ଶକ୍ତି ମନ୍ତ୍ରୀ ଏଚ୍ଆର୍ଏଚ୍ ପ୍ରିନ୍ସ ଅବଦୁଲ ଅଜୀଜ ସଲମାନଙ୍କୁ ସାକ୍ଷାତ୍ କରିଛନ୍ତି । ଏହି ଅବସରରେ ସାଉଦି ମନ୍ତ୍ରୀ ହାଇଡ୍ରୋକାର୍ବନ ରପ୍ତାନୀ ଦିଗରେ ସାଉଦିଆରବ ଭାରତ ସହ ଏକ ବିଶ୍ୱାସନୀୟ ଏବଂ ସ୍ଥାୟୀ ଭାଗିଦାରୀ ହୋଇ ରହିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ସେହିପରି ସାଉଦିଆରବ ଭାରତରେ ପୁଞ୍ଜିନିବେଶ କରିବା...
Newsroll