• ଆମେରିକା ଠାରୁ ଭାରତ ୩.୫୮ ବିଲିୟନର ଅଶୋଧିତ ତୈଳ ଆମଦାନୀ କରିଛି:ଧର୍ମେନ୍ଦ୍ର

    ନୂଆଦିଲ୍ଲୀ/ ଭୁବନେଶ୍ୱର: ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟିକ ସମ୍ବନ୍ଧକୁ ମଜବୁତ୍ କରିବାରେ ଉର୍ଜା କ୍ଷେତ୍ର ପ୍ରମୁଖ ଭୂମିକା ଗ୍ରହଣ କରିଛି ବୋଲି ସୋମବାର ନୂଆଦିଲ୍ଲୀ ଠାରେ ଆୟୋଜିତ ଭାରତ-ଆମେରିକା ରଣନୈତିକ ସହଯୋଗୀ ଫରୋମ(ୟୁଏସ୍ଆଇଏସପିଏଫ୍ର)ର ବାର୍ଷିକ ନେତୃତ୍ୱ ସମ୍ମିଳନୀରେ ଆମେରିକାର ରାଷ୍ଟ୍ରଦୂତଙ୍କ ସହ ସର୍ବଜନୀନ ଆଲୋଚନା କରିବା ସମୟରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆମେରିକାର ରାଷ୍ଟ୍ରଦୂତ ଟିମ୍ ରୋଏମର୍ଙ୍କ ସହ ସାକ୍ଷାତକାରରେ ବିଭିନ୍ନ ପ୍ରଶ୍ନର ଉତରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ...
  • ବାର୍ଷିକ ମୃତ୍ତିକା ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ

    ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ୟୁନିଟ୍‌ ୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ, ଓଡ଼ିଶା ଆନୁକୂଲ୍ୟରେ ବାର୍ଷିକ ‘ମୃତ୍ତିକା’ ହସ୍ତଶିଳ୍ପ(ଟେରାକୋଟା) ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଯାଇଛି । ଏହି ପ୍ରଦର୍ଶନୀକୁ ବିକାଶ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଛନ୍ତି । ଟେରାକୋଟା ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ଅବସରରେ ଉନ୍ନୟନ କମିଶନର ଶ୍ରୀ ମହାପାତ୍ର...
  • ୧୯ ତାରିଖରୁ ଜାତୀୟ ସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ

    ଭୁବନେଶ୍ୱର : ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କର ଏକ ବର୍ଷ ବ୍ୟାପି ଅନୁଷ୍ଠିତ ହେଉଥିବା ୧୫୦ ତମ ଜୟନ୍ତୀ ପାଳନ ଅବସରେ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଏକ ଜାତୀୟ ସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ଖଦି ବଜାର ଆସନ୍ତ ତା ୧୯. ୧୦ .୨୦୧୯ ଠାରୁ ତା ୨୮ ୧୦ ୨୦୧୯ ପର୍ଯ୍ୟନ୍ତ ସ୍ଥାନୀୟ ଇୟୁନିଟ୍ – ୩ ସ୍ଥିତ ଇଡକୋ...
  • ୨୦୩୦ ସୁଦ୍ଧା ଅକ୍ଷୟ ଉର୍ଜା କ୍ଷମତାକୁ ୪୫୦ ଜିଗା ୱାଟ୍ ବୃଦ୍ଧି କରାଯିବ

    ନୂଆଦିଲ୍ଲୀ/ଭୁବନେଶ୍ୱର: ସଂପ୍ରତି ଦ୍ୱିପାକ୍ଷିକ ବ୍ୟବସାୟିକ ସମ୍ପର୍କ ଗଢିବାରେ ଉର୍ଜା ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିବା ବେଳେ ବିଶ୍ୱ ଉର୍ଜା ଦୃଶ୍ୟପଟ୍ଟରେ ଭାରତ ଏକ ମହତ୍ୱପୂର୍ଣ୍ଣ ଋଣନୈତିକ ଭୂମିକାରେ ଉଭା ହେଉଛି ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଆୟୋଜିତ ଇଣ୍ଡିଆନ୍ ଏନର୍ଜି ଫୋରମର ତୃତୀୟ ସଂସ୍କରଣରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଗାମୀ ଦିନରେ ଭାରତ ଦାୟିତ୍ୱସମ୍ପନ୍ନ ଭାବେ ନିଜ...
  • ସାରା ଦେଶ ପାଇଁ ଏକକ ଇଲେକଟ୍ରୋନିକ ଟୋଲ ଆଦାୟ ବ୍ୟବସ୍ଥା

    କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ଏବଂ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ନିତିନ ଗଡ଼କରୀ ନୂଆଦିଲ୍ଲୀଠାରେ ‘ଏକ ରାଷ୍ଟ୍ର ଏକ ଟ୍ୟାଗ-ଫାଷ୍ଟ ଟ୍ୟାଗ’ ଉପରେ ଏକ ସମ୍ମିଳନୀର ଉଦଘାଟନ କରିଛନ୍ତି । ସାରା ଦେଶରେ ଗୋଟିଏ ବୈଦ୍ୟୁତିକ ଟୋଲ ଆଦାୟ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ରାଷ୍ଟ୍ର ମନ୍ତ୍ରୀ...
  • ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ର ବିନ୍ଦୁ ହେବ : ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର:  ଆଗାମୀ ଦଶକ ଗୁଡିକରେ ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ର ବିନ୍ଦୁ ହେବ ବୋଲି ନୂଆଦିଲ୍ଲୀ ଠାରେ ଇଣ୍ଡିଆନ୍ ଏନର୍ଜୀ ଫୋରମ୍ ର ଅନ୍ତରାଷ୍ଟ୍ରୀୟ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଆଜି ଦିନରେ ଆମେରିକା ଓ ଚୀନ୍ ପରେ ଭାରତ ବିଶ୍ୱର ତୃତୀୟ ବୃହତ ଉର୍ଜା ବ୍ୟବହାରକାରୀ ରାଷ୍ଟ୍ର । ଭାରତ ବିଶ୍ୱର ଷଷ୍ଠ ବୃହତ୍...
  • ଭାରତ ୮୪ ପ୍ରତିଶତ ଅଶୋଧିତ ତୈଳ ଓ ୪୫ ପ୍ରତିଶତ ପ୍ରାକୃତିକ ଗ୍ୟାସ୍ ଆମଦାନୀ କରୁଛି:ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର : ଭାରତକୁ ୨୦୨୪ ସୁଦ୍ଧା ୫ ଟ୍ରିଲିୟନ ଆମେରିକୀୟ ଡ଼ଲାର ଅର୍ଥନୀତିରେ ପରିଣତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଚ୍ଚାଭିଳାଷୀ ଯୋଜନାରେ ଭାରତର ତୈଳ ଓ ଗ୍ୟାସ୍ କ୍ଷେତ୍ରରେ ଏକ ବଡ ଭୂମିକା ରହିବ ବୋଲି ତୈଳ ଓ ଗ୍ୟାସ୍ କ୍ଷେତ୍ର ପାଇଁ ଅନ୍ତରାଷ୍ଟ୍ରିୟ ଥିଙ୍କ୍ ଟ୍ୟାଙ୍କର ତୃତୀୟ ସମ୍ମିଳନୀରେ ନିଜର ପ୍ରାରମ୍ଭିକ ବକ୍ତବ୍ୟରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି,...
  • ମତ୍ସ୍ୟ ଚାଷ କ୍ଷେତ୍ରରେ ଓଡ଼ିଶାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ହେଲେ ପଥପ୍ରଦର୍ଶକ

    ଭୁବନେଶ୍ୱର: ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ପାଇଁ ପର୍ଯ୍ୟାପ୍ତ ସୁଯୋଗ ଥିବାରୁ ରାଜ୍ୟ ସରକାର ମିଶନ ଶକ୍ତି ନିର୍ଦ୍ଦେଶାଳୟ ମାଧ୍ୟମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ମାଛ ଚାଷରେ ନିୟୋଜିତ କରି ସେମାନଙ୍କୁ ସଶକ୍ତ କରିବା ସହ ଆମ ରାଜ୍ୟରେ ମାଛର ଆବଶ୍ୟକୀୟ ଚାହିଦା ମେଣ୍ଟାଇବା ଲକ୍ଷ୍ୟ ରଖିଛନ୍ତି । ଏଥିପାଇଁ ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଥିବା ପ୍ରାୟ ୬୪,୦୦୦ଟି ଗ୍ରାମ ପଞ୍ଚାୟତ ପୋଖରୀର ୫୧,୦୦୦ହେକ୍ଟର ଅଞ୍ଚଳରେ ମାଛ...
  • କୁକୁଡ଼ା ପାଳନ ଓ ଅଣ୍ଡା ଉତ୍ପାଦନ ବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି

    ଭୁବନେଶ୍ୱର: ରାଜ୍ୟରେ କୁକୁଡ଼ା ପାଳନ ଓ ଅଣ୍ଡା ଉତ୍ପାଦନ ବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି । ଏହା ଦ୍ୱାରା ଚାଷୀମାନଙ୍କର ଆୟ ବହୁଗୁଣିତ ହେବା ସହିତ ବ୍ୟାପକ କର୍ମନିଯୁକ୍ତିର ସୁଯୋଗ ସୃଷ୍ଟି ହୋଇପାରିବ । ଏଥି ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ କୁକୁଡ଼ା ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ରିହାତି ଯୋଗାଇ ଦେଉଛନ୍ତି । ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନାର ସୁଫଳ ଯେପରି ସିଧାସଳଖ...
Newsroll