• SUSTAINABLE TOURISM

    New Delhi : Sustainable tourism is a responsible way of traveling and trying to make a positive impact on the destinationstravelled.  Recently, with the ban on non-essential travel and complete lockdown, we have seen the environmental benefits like cleaner air, clear water, reduced carbon emissions and respite for wildlife....
  • ଆମେରିକୀୟ କମ୍ପାନୀଙ୍କୁ ନିମନ୍ତ୍ରଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର: ଆମେରିକା – ଭାରତ ସାମରିକ ଭାଗିଦାରୀ ଫୋରମ (ୟୁଏସଆଇଏସପିଏଫ୍‌)ର ତୃତୀୟ ବାର୍ଷିକ ନେତୃତ୍ୱ ଶିଖର ସମ୍ମିଳନୀରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆତ୍ମନିର୍ଭର ଭାରତ ଅଭିଯାନରେ ସହଯୋଗୀ ହେବାକୁ ଆମେରିକୀୟ କମ୍ପାନୀ ଗୁଡ଼ିକୁ ନିମନ୍ତ୍ରଣ କରିଛନ୍ତି । ‘ନୂଆ ଆହ୍ୱାନକୁ ସାମ୍ନା କରିବା’ ଥିମ ଉପରେ ଆୟୋଜିତ ସମ୍ମିଳନୀରେ ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଆତ୍ମନିର୍ଭର...
  • ପୂର୍ବାଞ୍ଚଳରେ କାର୍ଯ୍ୟ ଆରମ୍ଭ କଲା ଜେଏସଡବ୍ଲୁ ୱାନ୍‍

    ଭୁବନେଶ୍ୱର : ୧୨ ବିଲିଅନ ଆମେରିକୀୟ ଡଲାରର ଭାରତୀୟ ଉଦ୍ୟୋଗସଂଗୋଷ୍ଠୀ ଜେଏସଡବ୍ଲୁ ଗ୍ରୁପ୍‍ ଏକ ସମନ୍ୱିତ ଜେଏସଡବ୍ଲୁ ୱାନ ପ୍ରୟାସ ଅଧୀନରେ ଇସ୍ପାତ ଓ ସିମେଣ୍ଟ ବ୍ୟବସାୟରେ ଏହାର ଆବଣ୍ଟନ ଏବଂ ଯୋଗାଣ ଶୃଙ୍ଖଳ ଅଭିଜ୍ଞତାର ସମ୍ମିଶ୍ରଣ ଘଟାଉଛି । ଜେଏସଡବ୍ଲୁ ଗ୍ରୁପ୍‍ର ଭାରତରେ ଇସ୍ପାତ, ସିମେଣ୍ଟ ଏବଂ ରଙ୍ଗ ବ୍ୟବସାୟରେ ଉପସ୍ଥିତି ରହିଛି । ଏହି ସମସ୍ତ ତିନିଟି ଉତ୍ପାଦର ସମାନ ଗ୍ରାହକ ରହିଛନ୍ତି, ଯେହେତୁ ସେଗୁଡିକ...
  • ଜିଓ ନ୍ୟୁଜ୍ ଏବେ ଜିଓ ଫାଇବର୍ ସେଟ୍ ଅପ୍ ବକ୍ସରେ

    ମୁମ୍ବାଇ / ଭୁବନେଶ୍ୱର : ଜିଓ ଫାଇବର ଉପଭୋକ୍ତାଙ୍କ ପାଇଁ ପୁଣି ଏକ ରୋମାଂଚକର ସେବା ଉପଲବ୍ଧ ହୋଇଛି । ଲୋକପ୍ରିୟ ନ୍ୟୁଜ୍ ଆପ୍ ଜିଓ ନ୍ୟୁଜ୍ ବର୍ତମାନ ଜିଓ ଫାଇବର ଉପଭୋକ୍ତାଙ୍କ ପାଇଁ ଜିଓ ସେଟ୍‌-ଟପ୍‌-ବକ୍ସରେ ଉପଲବ୍ଧ ହୋଇଛି । ବ୍ରେକିଂ ନ୍ୟୁଜ୍‌, ଭିଡିଓ, ମାଗାଜିନ (ପତ୍ରିକା), ଖବରକାଗଜ, ଏବଂ ଫଟୋ ଗ୍ୟାଲେରୀ ସହିତ ଅନ୍ୟାନ୍ୟ ବହୁ ସେବା ପାଇଁ ଜିଓ ନ୍ୟୁଜ୍ ଆପ୍ ଏକକ ସମାଧାନର...
  • ପ୍ରବାସୀ ଶ୍ରମିକଙ୍କ ପାଇଁ କମ୍ ମୂଲ୍ୟର ଘର ନିର୍ମାଣରେ ଭାରତ ସରକାରଙ୍କ ସହଯୋଗୀ ହୁଅନ୍ତୁ ଇସ୍ପାତ ଶିଳ୍ପ

    ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରବାସୀ ଶ୍ରମିକଙ୍କ ଘର ସମସ୍ୟାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଅଭିନବ ପଦକ୍ଷେପ ନେଇଛନ୍ତି । ଇସ୍ପାତ୍ କ୍ଷେତ୍ରର ନେତୃତ୍ୱମାନେ ଭାରତ ସରକାରଙ୍କ ସହ ହାତ ମିଳାଇ ପ୍ରବାସୀ ଶ୍ରମିକଙ୍କୁ କମ୍ ମୂଲ୍ୟରେ ଘର ଯୋଗାଇବା କାମରେ ସହଯୋଗୀ ହେବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଇସ୍ପାତ୍ ମନ୍ତ୍ରଣାଳୟ ଏବଂ...
  • ୧୪୦ କୋଟି ଟଙ୍କାର ପ୍ରବେଶ କର ଘୋଟାଲା

    ଭୁବନେଶ୍ୱର:୨୦୧୬ ନଭେମ୍ବର ୧୧ରେ ପ୍ରବେଶ କର ଆଇନ ବୈଧତାକୁ ସୁପ୍ରିମକୋର୍ଟଙ୍କ ୯ଜଣିଆ ଖଣ୍ଡପୀଠଙ୍କ ସ୍ଵୀକୃତି ଦେବା ପରେ କେତେଟି ସଂସ୍ଥା ଠାରୁ କେତେ ପରିମାଣର ପ୍ରବେଶ କର ଆଦାୟ ପାଇଁ ରାଜ୍ୟ ସରକାର ନୋଟିସ କରିଥିଲେ ଏବଂ ପରେ ଏବାବଦରେ କେତେ ପରିମାଣର ରାଜସ୍ୱ ଆଦାୟ ହୋଇଛି, ରାଜ୍ୟବାସୀଙ୍କ ଅବଗତି ନିମନ୍ତେ ସଂପୃକ୍ତ ସଂସ୍ଥାର ନାମ ଓ ଆଦାୟ ରାଶି ପରିମାଣର ଏକ ସବିସ୍ତୃତ ତାଲିକା ତୁରନ୍ତ ପ୍ରକାଶ...
  • ପୂର୍ବ ଭାରତକୁ ଇସ୍ପାତ୍‌ର ପେଣ୍ଠସ୍ଥଳି କରିବା ପାଇଁ ରୋଡମ୍ୟାପ୍

    ଭୁବନେଶ୍ୱର: ପୂର୍ବ ଭାରତକୁ ଇସ୍ପାତ୍‌ର ପେଣ୍ଠସ୍ଥଳି କରିବା ପାଇଁ ଭବିଷ୍ୟତର ରୋଡମ୍ୟାପ୍ ଉପରେ ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) କୃଷ୍ଣମୂର୍ତି ସୁବ୍ରମଣିଅନଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିରେ ପୂର୍ବ ଭାରତକୁଆଗେଇ ନେବାର ଲକ୍ଷ୍ୟ ରହିଛି । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ପୂର୍ବଦୋୟ ଯୋଜନା ପୂର୍ବ ଭାରତକୁ ଜାତୀୟ ଅଭିବୃଦ୍ଧିରେ ଆଗେଇ ନେବ...
  • ସବୁଜ ଶକ୍ତି ଉତ୍ପାଦନ ପାଇଁ ଯେ କେହି ଆସିଲେ ସ୍ୱାଗତ କରାଯିବ

    ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଏଚ୍‌ପିସି ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ଓଡ଼ିଶା ସବୁଜ ଶକ୍ତି ବିକାଶ ନିଗମ (ଜେଡ଼୍‌କୋଲ୍‌) ଏବଂ ଜାତୀୟ ଜଳବିଦ୍ୟୁତ ନିଗମ (ଏନ୍‌ଏଚ୍‌ପିସି) ମଧ୍ୟରେ ରାଜ୍ୟରେ ସୌରଶକ୍ତି ଉତ୍ପାଦନ ନିମନ୍ତେ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କରମିଶ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ରକୁ ଜେଡ୍‌କଲ୍‌ ତରଫରୁ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜି. ଆର୍‌. ଦାଶ...
  • ଗୁଗୁଲ୍ ନିବେଶ କରିବ ୩୩,୭୩୭ କୋଟି ଟଙ୍କା,ଜିଓ ଓ ଗୁଗୁଲ୍ ମିଳିତ ଭାବେ ପ୍ରବେଶ ସ୍ତରର ସୁଲଭ ମୂଲ୍ୟର ସ୍ମାର୍ଟଫୋନ୍ ବିକଶିତ କରିବେ

    ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌), ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ଓ ଗୁଗୁଲ୍ ଏଲ୍‌ଏଲ୍‌ସି (ଗୁଗୁଲ୍‌) ପକ୍ଷରୁ ଏକ ନିର୍ଦିଷ୍ଟ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିବା ବୁଧବାର ଦିନ ଘୋଷଣା କରାଯାଇଛି । ଏହି ଘୋଷଣା ଅନୁଯାୟୀ ଜିଓ ପ୍ଲାଟଫର୍ମସ୍‌ରେ ଗୁଗୁଲ୍ ପକ୍ଷରୁ ୩୩,୭୩୭ କୋଟି ଟଙ୍କା ପୁଞ୍ଜିନିବେଶ କରାଯିବ । ଜିଓ ପ୍ଲାଟ୍‌ଫର୍ମସ୍‌ର ମୋଟ ଇକ୍ୱିଟି ମୂଲ୍ୟ ୪.୩୬ ଲକ୍ଷ...
  • ଭୁବନେଶ୍ୱର: “ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା – ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ ଯୋଗାଣ...
  • New Delhi/Bhubaneswar : Dr. Brajraj Das, Senior Cardiologist, Apollo Hospitals, Bhubaneswar has been recognised internationally and got fellowship from prestigious Royal College of Physicians of London in 2020. He...
  • ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ ନିଜେ ୬୦...
  • ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛି । ଦୀର୍ଘ ୨୦ ବର୍ଷ ଶାସନରେ ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇ ପାରୁନଥିବା ଶାସକ ଦଳ ଏବେ ନିର୍ବାଚନ...
  • ବିହାର/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାରର ବିକାଶ ଏବଂ ଲୋକଙ୍କ କଲ୍ୟାଣ ପାଇଁ ନିରନ୍ତର ଉଦ୍ୟମ କରୁଥିବା ବେଳେ ବିହାରବାସୀ ଏହି ନିର୍ବାଚନରେ ପୁଣି ଥରେ ମୋଦି-ନୀତିଶଙ୍କ ଡବଲ ଇଞ୍ଜିନ ସରକାରକୁ ନିଶ୍ଚିତ ସମର୍ଥନ...