• ଜିଓ ନ୍ୟୁଜ୍ ଏବେ ଜିଓ ଫାଇବର୍ ସେଟ୍ ଅପ୍ ବକ୍ସରେ

    ମୁମ୍ବାଇ / ଭୁବନେଶ୍ୱର : ଜିଓ ଫାଇବର ଉପଭୋକ୍ତାଙ୍କ ପାଇଁ ପୁଣି ଏକ ରୋମାଂଚକର ସେବା ଉପଲବ୍ଧ ହୋଇଛି । ଲୋକପ୍ରିୟ ନ୍ୟୁଜ୍ ଆପ୍ ଜିଓ ନ୍ୟୁଜ୍ ବର୍ତମାନ ଜିଓ ଫାଇବର ଉପଭୋକ୍ତାଙ୍କ ପାଇଁ ଜିଓ ସେଟ୍‌-ଟପ୍‌-ବକ୍ସରେ ଉପଲବ୍ଧ ହୋଇଛି । ବ୍ରେକିଂ ନ୍ୟୁଜ୍‌, ଭିଡିଓ, ମାଗାଜିନ (ପତ୍ରିକା), ଖବରକାଗଜ, ଏବଂ ଫଟୋ ଗ୍ୟାଲେରୀ ସହିତ ଅନ୍ୟାନ୍ୟ ବହୁ ସେବା ପାଇଁ ଜିଓ ନ୍ୟୁଜ୍ ଆପ୍ ଏକକ ସମାଧାନର...
  • ପ୍ରବାସୀ ଶ୍ରମିକଙ୍କ ପାଇଁ କମ୍ ମୂଲ୍ୟର ଘର ନିର୍ମାଣରେ ଭାରତ ସରକାରଙ୍କ ସହଯୋଗୀ ହୁଅନ୍ତୁ ଇସ୍ପାତ ଶିଳ୍ପ

    ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରବାସୀ ଶ୍ରମିକଙ୍କ ଘର ସମସ୍ୟାର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଅଭିନବ ପଦକ୍ଷେପ ନେଇଛନ୍ତି । ଇସ୍ପାତ୍ କ୍ଷେତ୍ରର ନେତୃତ୍ୱମାନେ ଭାରତ ସରକାରଙ୍କ ସହ ହାତ ମିଳାଇ ପ୍ରବାସୀ ଶ୍ରମିକଙ୍କୁ କମ୍ ମୂଲ୍ୟରେ ଘର ଯୋଗାଇବା କାମରେ ସହଯୋଗୀ ହେବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଇସ୍ପାତ୍ ମନ୍ତ୍ରଣାଳୟ ଏବଂ...
  • ୧୪୦ କୋଟି ଟଙ୍କାର ପ୍ରବେଶ କର ଘୋଟାଲା

    ଭୁବନେଶ୍ୱର:୨୦୧୬ ନଭେମ୍ବର ୧୧ରେ ପ୍ରବେଶ କର ଆଇନ ବୈଧତାକୁ ସୁପ୍ରିମକୋର୍ଟଙ୍କ ୯ଜଣିଆ ଖଣ୍ଡପୀଠଙ୍କ ସ୍ଵୀକୃତି ଦେବା ପରେ କେତେଟି ସଂସ୍ଥା ଠାରୁ କେତେ ପରିମାଣର ପ୍ରବେଶ କର ଆଦାୟ ପାଇଁ ରାଜ୍ୟ ସରକାର ନୋଟିସ କରିଥିଲେ ଏବଂ ପରେ ଏବାବଦରେ କେତେ ପରିମାଣର ରାଜସ୍ୱ ଆଦାୟ ହୋଇଛି, ରାଜ୍ୟବାସୀଙ୍କ ଅବଗତି ନିମନ୍ତେ ସଂପୃକ୍ତ ସଂସ୍ଥାର ନାମ ଓ ଆଦାୟ ରାଶି ପରିମାଣର ଏକ ସବିସ୍ତୃତ ତାଲିକା ତୁରନ୍ତ ପ୍ରକାଶ...
  • ପୂର୍ବ ଭାରତକୁ ଇସ୍ପାତ୍‌ର ପେଣ୍ଠସ୍ଥଳି କରିବା ପାଇଁ ରୋଡମ୍ୟାପ୍

    ଭୁବନେଶ୍ୱର: ପୂର୍ବ ଭାରତକୁ ଇସ୍ପାତ୍‌ର ପେଣ୍ଠସ୍ଥଳି କରିବା ପାଇଁ ଭବିଷ୍ୟତର ରୋଡମ୍ୟାପ୍ ଉପରେ ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) କୃଷ୍ଣମୂର୍ତି ସୁବ୍ରମଣିଅନଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିରେ ପୂର୍ବ ଭାରତକୁଆଗେଇ ନେବାର ଲକ୍ଷ୍ୟ ରହିଛି । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ପୂର୍ବଦୋୟ ଯୋଜନା ପୂର୍ବ ଭାରତକୁ ଜାତୀୟ ଅଭିବୃଦ୍ଧିରେ ଆଗେଇ ନେବ...
  • ସବୁଜ ଶକ୍ତି ଉତ୍ପାଦନ ପାଇଁ ଯେ କେହି ଆସିଲେ ସ୍ୱାଗତ କରାଯିବ

    ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଏଚ୍‌ପିସି ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ଓଡ଼ିଶା ସବୁଜ ଶକ୍ତି ବିକାଶ ନିଗମ (ଜେଡ଼୍‌କୋଲ୍‌) ଏବଂ ଜାତୀୟ ଜଳବିଦ୍ୟୁତ ନିଗମ (ଏନ୍‌ଏଚ୍‌ପିସି) ମଧ୍ୟରେ ରାଜ୍ୟରେ ସୌରଶକ୍ତି ଉତ୍ପାଦନ ନିମନ୍ତେ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟ ଶଙ୍କରମିଶ୍ରଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ରକୁ ଜେଡ୍‌କଲ୍‌ ତରଫରୁ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଜି. ଆର୍‌. ଦାଶ...
  • ଗୁଗୁଲ୍ ନିବେଶ କରିବ ୩୩,୭୩୭ କୋଟି ଟଙ୍କା,ଜିଓ ଓ ଗୁଗୁଲ୍ ମିଳିତ ଭାବେ ପ୍ରବେଶ ସ୍ତରର ସୁଲଭ ମୂଲ୍ୟର ସ୍ମାର୍ଟଫୋନ୍ ବିକଶିତ କରିବେ

    ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌), ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ଓ ଗୁଗୁଲ୍ ଏଲ୍‌ଏଲ୍‌ସି (ଗୁଗୁଲ୍‌) ପକ୍ଷରୁ ଏକ ନିର୍ଦିଷ୍ଟ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିବା ବୁଧବାର ଦିନ ଘୋଷଣା କରାଯାଇଛି । ଏହି ଘୋଷଣା ଅନୁଯାୟୀ ଜିଓ ପ୍ଲାଟଫର୍ମସ୍‌ରେ ଗୁଗୁଲ୍ ପକ୍ଷରୁ ୩୩,୭୩୭ କୋଟି ଟଙ୍କା ପୁଞ୍ଜିନିବେଶ କରାଯିବ । ଜିଓ ପ୍ଲାଟ୍‌ଫର୍ମସ୍‌ର ମୋଟ ଇକ୍ୱିଟି ମୂଲ୍ୟ ୪.୩୬ ଲକ୍ଷ...
  • DHARMENDRA PRADHAN-01-07-2020

    ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା – ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ କୋଭିଡ୍ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ପାଇଁ ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିଛନ୍ତି । ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ପ୍ରାକୃତିକ ଗ୍ୟାସର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ବୁଧବାର ଆନ୍ତର୍ଜାତିକ ଉର୍ଜା ଏଜେନ୍ସି (ଆଇଇଏ) ଏବଂ ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ଥର ପାଇଁ ଆୟୋଜିତ ୱେବିନାରରେ ସାମିଲ ହୋଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରିବର୍ତିତ ବିଶ୍ୱ ଗ୍ୟାସ ବଜାରର ଦୃଶ୍ୟପଟ୍ଟରେ...
  • ଇସ୍ପାତ୍ ଉତ୍ପାଦନରେ ଭାରତ ଦ୍ୱିତୀୟ ସର୍ବବୃହତମ ଦେଶ:ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ଇସ୍ପାତ ବ୍ୟବହାରକୁ ବଢାଇବା ପାଇଁ ଉଭୟ ସୁଯୋଗ ଏବଂ ଚ୍ୟାଲେଞ୍ଜକୁ ଚିହ୍ନଟ କରିବା ଦରକାର ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୁଧବାର ଇସ୍ପାତ୍ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ୱେବିନାର ‘ଇସ୍ପାତି ଇରାଦା: ନିର୍ମାଣ ଓ ଭିତିଭୂମି କ୍ଷେତ୍ରକୁ ଧ୍ୟାନରେ ରଖି ଇସ୍ପାତ୍‌ର ବ୍ୟବହାରକୁ ବଢାଇବା’ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ ଏହା କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶର ଅର୍ଥନୀତିକୁ...
  • ଭାରତକୁ ପେଟ୍ରୋକେମିକାଲ୍ ପେଣ୍ଠସ୍ଥଳିରେ ପରିଣତ କରିବା ପାଇଁ ଶିଳ୍ପସଂସ୍ଥା ଗୁଡିକୁ ଆହ୍ୱାନ

    ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହରିୟାଣା ମୁଖ୍ୟମନ୍ତ୍ରୀ ମୋନହର ଲାଲ୍ ଖଟ୍ଟରଙ୍କ ସହ ଫରିଦାବାଦ ଠାରେ ଇଣ୍ଡିଆନ ଅଏଲ ଟେକ୍ନୋଲୋଜି ଡେଭଲପମେଣ୍ଟ ଆଣ୍ଡ୍ ଡିପ୍ଲୋଏମେଟ୍ ସେଣ୍ଟର ଦ୍ୱିତୀୟ ଆର୍ ଏବଂ ଡି କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି । ଉଦଘାଟିତ ହୋଇଥିବା ଦ୍ୱିତୀୟ ଆର ଏବଂ ଡି ସେଣ୍ଟର ଆଗାମୀ ଦିନରେ ସ୍ୱଚ୍ଛ, ବିକଳ୍ପ ଓ ସ୍ୱଦେଶୀ ଉର୍ଜା ସମାଧାନର ମାର୍ଗ ଖୋଜବାର ଲାବରୋଟୋରି...