• ଦିଲ୍ଲୀପ କୁମାର ବିଶୋୟୀ ରାଜ୍ୟ ସୂଚନା କମିଶନର ଭାବେ ଶପଥ ନେଲେ

    ଭୁବନେଶ୍ୱର: ରାଜ୍ୟ ସୂଚନା କମିଶନର ଭାବେ ଶ୍ରୀ ବିକ୍ରମ ସେନାପତି ଓ ଶ୍ରୀ ଦିଲ୍ଲୀପ କୁମାର ବିଶୋଇ ବୁଧବାର ଦିନ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୂଚନା କମିଶନର ଦ୍ୱୟଙ୍କୁ ଶପଥ ପାଠ କରାଇଛନ୍ତି ।  ରାଜଭବନର ଅଭିଷେକ ହଲ୍‌ରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ଆରମ୍ଭରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ଓଡ଼ିଆ ଭାଷା,...
  • ଗ୍ରାମାଞ୍ଚଳ ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ପ୍ରଧାନମନ୍ତ୍ରୀଙ୍କ ନୂଆ ଶିକ୍ଷା ନୀତି:ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ୱତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ ଥିବା ଶିକ୍ଷାର ପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ ଏବଂ ଓଡ଼ିଶା ସମେତ ଦେଶର ଭିନ୍ନକ୍ଷମ ଶ୍ରେଣୀଙ୍କ ପାଇଁ ଶିକ୍ଷା କ୍ଷେତ୍ରରେ ସମାନ ସୁଯୋଗ ପ୍ରଦାନ କରିବ ବୋଲି ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି । ମୋଦି...
  • ଜାତୀୟ ଶିକ୍ଷାନୀତି ପାଇଁ କେନ୍ଦ୍ର ସରାକର ଅଧିକ ଅର୍ଥ ବରାଦ କରନ୍ତୁ : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

    ଭୁବନେଶ୍ୱର : ଜାତୀୟ ଶିକ୍ଷାନୀତି ୨୦୨୦ ଏକ ସ୍ୱାଗତଯୋଗ୍ୟ ପଦକ୍ଷେପ । ତେବେ ଏହାକୁ କାର୍ଯ୍ୟକାରୀ କରିବା ଲାଗି କେନ୍ଦ୍ର ସରକାର ରାଜ୍ୟ ପାଇଁ ଅଧିକ ବ୍ୟୟ ବରାଦ କରିବା ସହିତ ଆବଶ୍ୟକ ଅର୍ଥର ୮୦ ଭାଗ ଯୋଗାଇଦେବା ଆବଶ୍ୟକ । ଏହା କହିଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ସ୍ୱେଚ୍ଛାସେବୀ ଅନୁଷ୍ଠାନ ପିପୁଲସ କଲଚରାଲ ସେଣ୍ଟର (ପିକକ), ଓଡିଶା ଆଲାଏନ୍ସ...
  • ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ମହାକାଶ ଗବେଷଣା କ୍ଷେତ୍ର ସମେତ ବିଭିନ୍ନ କ୍ଷେତ୍ରରେ ଆଣିଥିବା ସଂସ୍କାର ଓଡିଶା ଭଳି ରାଜ୍ୟ ପାଇଁ ସହାୟକ ହୋଇଥିବା ବେଳେ ଓଡ଼ିଶା ଭାରତର ମହାକାଶ ଗବେଷଣାରେ ମୁଖ୍ୟ ଭୂମିକା ଗ୍ରହଣ କରିଆସୁଛି । ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଭଳି କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ଭାରତର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି...
  • Central University of Odisha Introduces Executive MBA

     Bhubaneswar: The Central University of Odisha (CUO) has embarked on a Two Year Executive MBA programme for offering it in September 2020. Frontline Public Sector organisations like HAL, NALCO, DRDO, NAD, NMDC, RSPL, VSPL, among others, and Private Sector organisations like JK Pater Mills, Utkal Alumina International Limited would...
  • କୋଭିଡ ଭ୍ୟାକସିନ କେବେ ଆସିବ ତାହା ନିର୍ଦ୍ଦିଷ୍ଟ ଭାବେ କହିହେବ ନାହିଁ:ପୂର୍ବତନ ନିର୍ଦ୍ଦେଶକ(ଏମ୍ସ) ଡ. ଅଶୋକ କୁମାର ମହାପାତ୍ର

    ଭୁବନେଶ୍ୱର:କରୋନା ପାଇଁ ଅଧିକ ଆତଙ୍କିତ ନ ହୋଇ ସାମାଜିକ ଦୂରତା ରକ୍ଷା, ମାସ୍କ ପରିଧାନ ଓ ବାରମ୍ବାର ହାତ ଧୋଇବା ଭଳି ପ୍ରତିଷେଧକ ଅନୁସରଣ କରିବା ସହ ଭୂତାଣୁ ସମ୍ପର୍କରେ ଜନସଚେତନତା ହିଁ ସମାଜକୁ ସୁସ୍ଥ ରଖିବ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ଆଜି ଅନୁଷ୍ଠିତ ୱେବିନାରରେ ଯୋଗଦେଇ ବିଶେଷଜ୍ଞମାନେ ଏହି ମତ ବ୍ୟକ୍ତ କରିଛନ୍ତି । ଏଥିରେ ଅଂଶଗ୍ରହଣ...
  • ସୁଦର୍ଶନ ଦାସ ରାଜୀବ ଗାନ୍ଧୀ ପଞ୍ଚାୟତରାଜ ସଂଗଠନର ଅଧ୍ୟକ୍ଷ ହେଲେ

    ଭୁବନେଶ୍ୱର : ଏଆଇସିସି ଅଧିନରେ କାର୍ଯ୍ୟକରୁଥିବା ରାଜୀବ ଗାନ୍ଧୀ ପଞ୍ଚାୟତରାଜ ସଂଗଠନର ରାଷ୍ଟ୍ରୀୟ ଅଧ୍ୟକ୍ଷା ସୁଶ୍ରୀ ମିନାକ୍ଷୀ ନଟରାଜନ ଓଡ଼ିଶା ପାଇଁ ଶ୍ରୀ ସୁଦର୍ଶନ ଦାସଙ୍କୁ ରାଜୀବ ଗାନ୍ଧୀ ପଞ୍ଚାୟତୀରାଜ ସଂଗଠନର ଅଧ୍ୟକ୍ଷ ଭାବରେ ନିଯୁକ୍ତି ଦେଇଛନ୍ତି । ରାଜୀବ ଗାନ୍ଧୀ ପଞ୍ଚାୟତୀରାଜ ସଂଗଠନ ଭାରତୀୟ ଜାତୀୟ କଂଗ୍ରେସ ଦଳର ଏକ ଛାମୁଆ ସଂଗଠନ ଭାବରେ କାର୍ଯ୍ୟକରି ଆସୁଛି । ବିଶେଷକରି ଦେଶରେ ପଞ୍ଚାୟତରାଜ ବ୍ୟବସ୍ଥାକୁ ସଶକ୍ତ କରାଇବା...
  • ନବକୃଷ୍ଣ ଚୌଧୁରୀ ଥିଲେ ଏକ ଆଦର୍ଶବାଦୀ ବ୍ୟକ୍ତିତ୍ୱ

    ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ, ଆଦର୍ଶବାଦୀ ରାଜନୀତିଜ୍ଞ ତଥା ସମାଜର ଅବହେଳିତ ବ୍ୟକ୍ତିମାନଙ୍କ ପାଇଁ କାମ କରି ଆସୁଥିବା ଓଡ଼ିଆ ସ୍ୱାଭିମାନର ପ୍ରତୀକ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୩୬ତମ ଶ୍ରାଦ୍ଧବାର୍ଷିକୀ ବିଧାନସଭା ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ତରଫରୁ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଭିଯାନର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ...
  • ଲୋଭ ଏବଂ ଭୟକୁ ତ୍ୟାଗ କଲେ ମହାମାରୀ କରୋନା ଆମକୁ ଡରାଇ ପାରିବ ନାହିଁ

    ମାନବକୁ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ଓ ପ୍ରଗତି କରିବା ପାଇଁ ଧାର୍ମିକ ଏବଂ ନୈତିକ ଶିକ୍ଷା ନିତ୍ୟାନ୍ତ ଆବଶ୍ୟକ । ଏହାର ଅଭାବରେ ଶିକ୍ଷା ଅପୂର୍ଣ୍ଣ ରହିଯାଏ । ସଦାଚାର, ନୈତିକତା ଓ ଧାର୍ମିକ ଶିକ୍ଷାର ସମାବେଶ ବିନା ବିଦ୍ୟାଳୟର ତଥାକଥିତ ଶିକ୍ଷା ନିଃସାର । ଧର୍ମ ଓ ନୈତିକତାର ସମ୍ବନ୍ଧ ଅଭିନ୍ନ । ଧର୍ମ ହିଁ ନୈତିକତାର ଜନ୍ମଦାତ୍ରୀ । ଧର୍ମବିନା ନୈତିକତାର କୌଣସି ଅସ୍ତିତ୍ୱ ନଥାଏ...