24×7 Live
ଭୁବନେଶ୍ଵର: ଲୋକସେବା ଭବନ ଠାରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ ପୁରସ୍କାରକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଦର୍ଶନ କରୁଛନ୍ତି ।