ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି, ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ଉପରେ ଜିଏସ୍ଟି ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ କଂଗ୍ରେସ ଦଳ ପକ୍ଷରୁ ଆସନ୍ତା ଅଗଷ୍ଟ ୫ ତାରିଖ ଦିନ ୧୦ ଘଟିକା ସମୟରେ “ରାଜଭବନ ଘେରାଉ” କରାଯିବ ବୋଲି କଂଗ୍ରେସ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ପିସିସି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ କହିଛନ୍ତି । ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ୨୦୧୪ ମସିହାରେ ନରେନ୍ଦ୍ର ମୋଦି ସରକାର ଭାରତବର୍ଷର ଜନସାଧାରଣଙ୍କୁ “ଅଛେଦିନ”ର ସ୍ୱପ୍ନ ଦେଖାଇଥିଲେ । କିନ୍ତୁ ଏହି ୮ବର୍ଷ ଭିତରେ “ଅଛେଦିନ” ପରିବର୍ତେ ଭାରତର ଜନସାଧାରଣର ଦୁର୍ବିସହ ଜୀବନ ବିତାଉଛନ୍ତି । ୨୦୧୪ ମସିହାରେ ୧୫.୨ କେଜି ଘରୋଇ ରନ୍ଧନ ଗ୍ୟାସର ଦାମ ଓଡ଼ିଶାରେ ୪୧୦ ଟଙ୍କା ଥିବାବେଳେ ଆଜି ଏହା ୧୦୮୦ ଟଙ୍କା ପାର ହୋଇ ସାରିଲାଣି । ପେଟ୍ରୋଲ, ଡିଜେଲର ଦାମ ୧୦୦ ଟଙ୍କାକୁ ଅତିକ୍ରମ କରିସାରିଛି । ଲୋକଙ୍କୁ ପେଟକୁ ଲାତମାରି କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲରୁ ୨୫ ଲକ୍ଷ ୫୦ ହଜାର କୋଟିରୁ ଅଧିକ ରାଜସ୍ୱ ଆୟ କରିସାରିଛନ୍ତି । ସେହିଭଳି ଭାବରେ ରାଜ୍ୟ ସରକାର ପେଟ୍ରୋଲ ଓ ଡିଜେଲ ଉପରୁ ଭାଟ ଲଗାଇ ହଜାର ହଜାର କୋଟି ଟଙ୍କା ରାଜସ୍ୱ ଆୟ କରୁଛନ୍ତି । କିନ୍ତୁ ଜନସାଧାଣରଙ୍କୁ ଏଭଳି ମହଙ୍ଗାମାଡ଼ରୁ ରକ୍ଷା କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କୌଣସି ଠୋସ ପଦକ୍ଷେପ ନେଉନାହାନ୍ତି । ତରବରିଆ ଭାବରେ କେନ୍ଦ୍ର ସରକାର ଜିଏସଟି ଲାଗୁ କଲେ ଏବଂ ସ୍ୱପ୍ନ ଦେଖାଇଲେ ଜିଏସଟି ଦ୍ୱାରା ଜିନିଷପତ୍ରର ଦରଦାମ ବହୁ ମାତ୍ରାରେ କମିଯିବ, ଖାଉଟିମାନେ ଲାଭ ପାଇବେ । କିନ୍ତୁ ଶେଷରେ ଲୋକଙ୍କର ସର୍ବନିମ୍ନ ଆବଶ୍ୟକତା ଚୂଡ଼ା, ମୁଢ଼ି, ଗୁଡ଼, ଚାଉଳ, ଚୂନା, ପନିର, ଅଟା, ପେନସିଲ, କଟର ଖାତା ଇତ୍ୟାଦି ଉପରେ ମଧ୍ୟ ୫% ଜିଏସଟି ଲଗାଇବାକୁ ଭୁଲିଲେ ନାହିଁ । ନରେନ୍ଦ୍ର ମୋଦି ମା’ ମାନଙ୍କ ଆଖିରୁ ଲୁହ ପୋଛିବାପାଇଁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ଗ୍ୟାସର ଦରବୃଦ୍ଧି ଓ ନିତ୍ୟବ୍ୟବହାର୍ଯ୍ୟ ଖାଦ୍ୟ ପଦାର୍ଥର ଅହେତୁକ ଦରବୃଦ୍ଧି ଯୋଗୁଁ ମା ମାନେ ଚୁଲି ମୁଣ୍ଡରେ ଲୁହ ଗଡ଼ାଉଛନ୍ତି । ସବୁଠାରୁ ଦୁଃଖର କଥା ଯେତେବେଳେ ୫% ଜିଏସଟି ସାଧାରଣ ଖାଦ୍ୟପଦାର୍ଥ ଉପରେ ଲାଗୁ କରାଗଲା, ହେଲେ ଓଡ଼ିଶାର ଅର୍ଥମନ୍ତ୍ରୀ ଏ ବାବଦରେ ଥରୁଟିଏ ପ୍ରତିବାଦ କଲେ ନାହିଁ । ଓଡ଼ିଶାର ସାଧାରଣ ଲୋକଙ୍କର ମୂଢ଼ି, ଚୁଡ଼ା ନିତିଦିନିଆ ଖାଦ୍ୟ । ଏ ସରକାର କେନ୍ଦ୍ର ସରକାରଙ୍କୁ ଏଥିରେ ମଧ୍ୟ ଜିଏସଟି ଲାଗୁ କରିବାପାଇଁ ସହଯୋଗ କଲେ । ମୋଦି ସରକାର ପ୍ରତିବର୍ଷ ୨ କୋଟି ଚାକିରି ଦେବାରେ ପ୍ରତିଶ୍ରୁତି ଦେଇଥିଲା ୮ ବର୍ଷରେ ୧୬ କୋଟି ଚାକିରି ଦେବା ପରିବର୍ତେ ଆଜି ପାଖାପାଖି ୧୩ କୋଟିରୁ ଅଧିକ ଲୋକ ନିଜର ଚାକିରି ଓ ରୋଜଗାର ହରାଇଛନ୍ତି । ସବୁଠାରୁ ବଡ଼ କଥା ହେଲା ୨୨ କୋଟି ଶିକ୍ଷିତ ଯୁବକଯୁବତୀ ଏହି ୮ବର୍ଷ ଭିିତରେ ସରକାରୀ ଚାକିରି ପାଇଁ ଆବେଦନ କରିଥିଲା ବେଳେ ମାତ୍ର ୭ଲକ୍ଷ ୨୨ ହଜାରଙ୍କୁ ନିଯୁକ୍ତି ମିଳିଛି । ଠିକ୍ ସେହିଭଳି ଭାବେ ରାଜ୍ୟ ସରକାର ମଧ୍ୟ ପ୍ରତିବର୍ଷ ୨ଲକ୍ଷ ରୋଜଗାର ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ମଞ୍ଜୁରୀପ୍ରାପ୍ତ ମୂଳ ପଦବୀର ୫୦% ହ୍ରାସକରି କେବଳ ଠିକା ନିଯୁକ୍ତି ଓ ସଂପର୍କୀୟ ମାନଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା କମ୍ପାନୀ ମାଧ୍ୟମରେ ଆଉଟସୋର୍ସିଂ କରି ଏ ରାଜ୍ୟର ଶିକ୍ଷିତ ଯୁବକଯୁବତୀଙ୍କ ସହିତ ପ୍ରତାରଣା କରୁଛି । କେନ୍ଦ୍ର ସରକାରରଙ୍କ ତୃଟିପୂର୍ଣ୍ଣ ଜିଏସଟି ନୀତି ଯୋଗୁ ଭାରତବର୍ଷର ଅଣସଂଗଠିତ କ୍ଷେତ୍ର ଆଜି ସଂପୂର୍ଣ୍ଣ ଉଜୁଡ଼ି ଗଲା । ଯଦ୍ୱରାକି ଭାରତବର୍ଷର ୪୨ କୋଟି ଲୋକ ରୋଜଗାର ହରାଇ ଗରିବି ଭିତରକୁ ଠେଲି ହୋଇଗଲେ । ପ୍ରତିରକ୍ଷାକୁ ଶକ୍ତିଶାଳି କରିବା ପରିବର୍ତେ ନରେନ୍ଦ୍ର ମୋଦି ସରକାର ଭାରତବର୍ଷ ମିଲିଟାଲିରେ ଅଗ୍ନିପଥ ଯୋଜନା ମାଧ୍ୟମରେ ଠିକା ନିଯୁକ୍ତି କରିବାପାଇଁ ନିଷ୍ପତି ନେଇଛନ୍ତି । ଏହାଦ୍ୱାରା ବହୁ ଶିକ୍ଷିତ ଯୁବକଯୁବତୀଙ୍କର ଭବିଷ୍ୟତ ଅନ୍ଧକାର ଆଡକୁ ଠେଲି ହୋଇଯିବ । ସେନାବାହିନୀରେ ସୈନିକ ସଂଖ୍ୟବି ବର୍ଷକୁ ବର୍ଷ ହ୍ରାସ ପାଇବରେ ଲାଗିବ । ଏ ସବୁକୁ ନେଇ ଆସନ୍ତା ଅଗଷ୍ଟ ୫ ତାରିଖ ରାଜ୍ୟ କଂଗ୍ରେସ ରାଜଭବନ ଘେରାଉ କରାଯିବ । ସେହିଭଳି ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କ ଅଫିସ ବା ଅତିରିକ୍ତ ଜିଲ୍ଲାପାଳଙ୍କ ଅଫିସକୁ ଘେରାଉ କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଏହି ଅବସରରେ ଶ୍ରୀ ପଟ୍ଟନାୟକ ରାଜଭବନ ଘେରାଉ କାର୍ଯ୍ୟକ୍ରମର ସଫଳତା ପାଇଁ ରାଜ୍ୟବାସୀ ଓ କଂଗ୍ରେସ ନେତୃବର୍ଗଙ୍କ ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ପ୍ରସାଦ ହରିଚନ୍ଦନ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ କଟୁ ସମାଲୋଚନା କରିଥିଲେ । ଏହି ସାମ୍ବାଦିକ ସମ୍ମିଳନୀକୁ ମିଡିଆ ସେଲର ଆବାହକ ସତ୍ୟପ୍ରକାଶ ନାୟକ ସଂଯୋଜନା କରିଥିଲେ ।
Und man muss einfach auch zugeben, dass es viel mehr Nervenkitzel erzeugt, wenn es bei dem Spiel um echtes Geld geht und wir eben auch echtes Geld verlieren oder vor
allem gewinnen können. Warum also nicht unterwegs einfach ein Spiel wagen? Denn das gesamte Platincasino ist in moderner HTML5 – Technologie programmiert und vom Design her so aufgebaut, dass sich das Casino an Dein Endgerät und an die
Größe des Displays anpasst. Der sehr große Vorteil im
Platincasino liegt darin, dass Du keine eigene App benötigst,
um das Casino auch auf Deinem Smartphone oder Deinem Tablet zu nutzen. Für die Einzahlungen im Platincasino stehen Dir viele
unterschiedliche Zahlungsanbieter zur Verfügung. Wenn Du die aktuell angesagtesten Slots kennenlernen möchtest, dann schau Dir im Platincasino die
Liste der Top Spiele an.
Zudem ist es jedem Spieler jederzeit möglich sich für eine
bestimmte Dauer oder sogar dauerhaft im Platincasino zu sperren. Und auch hier zeichnet
sich das Platincasino aus, da es unter anderem dafür sorgt, dass sich Spieler selbst Limits setzen können und
diese auch eingehalten werden. Somit kannst Du sichergehen, dass die Abläufe
im Casino den höchsten Standards entsprechen. Wie jedes gute Online
Casino hält das Platincasino alle Auflagen ein, welche für eine EU-Lizenz benötigt werden.
Vor allem bei Zahlungsdaten ist dies besonders wichtig und gehört zu den Standards der
Branche. Und hier überzeugt das Platincasino zudem auf ganzer Linie.
References:
https://online-spielhallen.de/my-empire-casino-bonus-code-alle-infos-fur-ihr-imperium-des-spiels/
Our experienced customer support agents are ready to assist you 24 hours a day, 7 days
a week. Contact our support team directly from
the app via live chat or email. Track your rewards, tier progress, and personalized offers wherever you are.
At the Wrest Point Hotel Casino, blackjack table betting minimums start at $10 per hand and reach up to $100.00 (and
higher stakes in the VIP gaming rooms). Longhorn Smokehouse restaurant offers a unique
culinary experience that combines the best of American-style BBQ with locally-sourced ingredients.
Download Chrome on your mobile device or tablet and sign into your account
for the same browser experience, everywhere. For employees, Microsoft also operates a commuter bus service called “The Connector” that provides
non-stop service to neighborhoods in Seattle, the Eastside, and Snohomish
County from the Redmond campus. Wrest Point offers breakfast and dinner in-room
dining service. Step into the glitz of our Hollywood-themed celebration, sip themed cocktails, and
enjoy live entertainment across our venues.
References:
https://blackcoin.co/win2aud-australia-online-casino-pokies-sports-betting/
The fourth deposit offers the largest potential bonus in the entire welcome package at this premier online casino.
Boost your gaming experience with generous multi-deposit bonus structures.
The crash games at sky crown casino stand out with sharp graphics showing every player’s moves in real
time.
All the deposits with these options are instant.
Choose whatever suits your current mood and enjoy not
just the thrilling atmosphere of games, but also real money winnings!
SkyCrown Casino counts more than 10,000 titles of games.
Always remember to read all the terms and conditions before gambling at SkyCrown Casino.
Finally, the validity of each welcome bonus
part is 14 days. Moreover, maximum win and cashout is FS wins
cap A$300; bonus cashout cap A$5,000.
References:
https://blackcoin.co/crown-perth-in-depth-guide/
online american casinos that accept paypal
References:
qalmsecurity.nl
online poker real money paypal
References:
https://divyangrojgar.com/