ରକ୍ତଦାନ ଶିବିର ଅନୁଷ୍ଠିତ

ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ

Share this:

ଭୁବନେଶ୍ୱର :ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ କଂଗ୍ରେସଭବନରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଆଜିର ଏହି କରୋନା ମହାମାରୀ ସମୟରେ ସାଧାରଣ ରୋଗୀ ଙ୍କ ପାଇଁ ରକ୍ତର ଆବଶ୍ୟକତା ଜରୁରୀ ହୋଇପଡିଛି ସେତିକିବେଳେ ଯେତିକି ସଂଖ୍ୟକ ରକ୍ତ ମିଳିବା କଥା ଆବଶ୍ୟକତା ମୁତାମକ ସେତିକି ରକ୍ତଭଣ୍ଡାରରେ ମିଳୁନାହିଁ । ସେହି ଅସୁବିଧାକୁ ଦୃଷ୍ଟିରେ ରଖି ଆଜି ଓଡିଶା ଛାତ୍ର କଂଗ୍ରେସର ରାଜ୍ୟ ସଂଯୋଯକ ଆଦିତ୍ୟ ପ୍ରିତମ ଦାସଙ୍କ ନେତୃତ୍ୱରେ ରକ୍ତଦାନ ଶିବିରରେ ମୁଖ୍ୟଅତିଥି ଭାବେ ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ଯୋଗ ଦେଇ ରକ୍ତ ଦାନ କରି ଏକ ମହତ କାମ କରିଥିବାରୁ ଛାତ୍ରନେତା ମାନଙ୍କୁ ଧନ୍ୟବାଦ ଓ ସାଧୁବାଦ ଜଣାଇବା ସହ ପ୍ରଂଶସା କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ସୁରେଶ କୁମାର ରାଉତରାୟ,ଶୁଭେନ୍ଦୁ ମହାନ୍ତି ,ଜ୍ଞାନଦେବ ବେଉରା,ମନୋରଞ୍ଜନ ଦାସ ,ଅଭିଷେକ ମହାନନ୍ଦ,ଦୀପକ ମହାପାତ୍ର ,ନରେଶ ମହାନ୍ତି ଯୋଗଦେଇଥିବା ବେଳେ ଆଦିତ୍ୟ ପ୍ରିତମ ଦାସ ,ନିରଞ୍ଜନ ନାୟକ ,ସମ୍ଭବ ପଟ୍ଟନାୟକ,ସୌମ୍ୟରଂଜନ ଜେନା,ଦେବଶ୍ରୀ ବଳ ପ୍ରମୁଖ ୧୯ ଜଣ ଛାତ୍ର ନେତା ରକ୍ତ ଦାନ କରିଥିଲେ ।

  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ  ଅଦ୍ୟ ମକର ରାଶିର ଘାତବାର । ସୂର୍ଯ୍ୟଉଦୟ – ପ୍ରାଘ ୦୫/୧୪/୩୩ ସୂର୍ଯ୍ୟଅସ୍ତ – ସଂଘ ୦୬/୨୮/୧୧ ରାହୁକାଳ – ଦିବା ଘ ୦୩/୧୦ ରୁ ଦିବା ଘ ୦୪/୪୯...
  • Share this:ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ପୁରା ଅସୁରକ୍ଷିତ ହୋଇପଡିଛନ୍ତି । ରକ୍ଷକ ଏଠି ଭକ୍ଷକ ପାଲଟିଛି । ଖୋଦ୍‌ ପୋଲିସ ମହିଳାମାନଙ୍କୁ ସୁରକ୍ଷା ଦେବା ପରିବର୍ତେ ସେମାନଙ୍କ ସହ ଦୁଷ୍କର୍ମ କରିଚାଲିଛି । ଗତ ମେ ୭ ତାରିଖ ଦିନ...
  • Share this:ଭୁବନେଶ୍ୱର : ବହୁମୂଲ୍ୟ ସର୍ବସାଧାରଣ ଜମିକୁ ଉତ୍କଳ ଗ୍ୟାଲେରିଆ ମଲ୍‌କୁ ଟେକିଦେବା ଓ ଏହାର ପ୍ରତିବାଦ କଲେ ମହାମାରୀ ନିୟନ୍ତ୍ରଣର କଡା ଆଇନ ଲଗାଇ ଜନ ଆନ୍ଦୋଳନକୁ ଚାପିଦେବାକୁ ଚେଷ୍ଟା କରୁଥିବା ବିଏମସି କମିଶନର ପ୍ରେମଚାନ୍ଦ ଚୌଧୁରୀଙ୍କ ତୁରନ୍ତ...
  • Share this:ଭୁବନେଶ୍ୱର : କରୋନା ମହାମାରୀ ସମୟରେ ଓଡ଼ିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତି ଓ କେଳେଙ୍କାରୀ ଗୁଡ଼ିକୁ କଂଗ୍ରେସ ଲୋକଲୋଚନକୁ ଆଣିବାସହିତ ଲୋକାୟୁକ୍ତଙ୍କର ଦ୍ୱାରସ୍ଥ ହୋଇଛି । ମାକ୍ସ, ପିପିଇ, ସାନିଟାଇଜର, ରିଏଲଟାଇମ ପିସିଆର, ରେପିଡ୍ କୋଭିଡ୍...
  • Share this:ଜୟମାମଙ୍ଗଳା.ଜୟ ଶନି ଦେବ  ଅଦ୍ୟ ମିଥୁନ ରାଶିର ଘାତବାର ।  ସୂର୍ଯ୍ୟଉଦୟ – ପ୍ରାଘ ୦୫/୧୪/୧୨,ସୂର୍ଯ୍ୟଅସ୍ତ – ସଂଘ ୦୬/୨୮/୧୩ ରାହୁକାଳ – ପ୍ରାତଃ ଘ ୦୬/୫୩ ରୁ ଦିବାଘ ୦୮/୩୩ ମଧ୍ଯରେ ।  ଆଜି ବାଇଗଣ ଖାଇବା...

RELATED BY

EDITOR
OFFICE