ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅଧିକରୁ ଅଧିକ ସଂଖ୍ୟକ ବୃକ୍ଷରୋପଣ କରିବାକୁ ପରାମର୍ଶ

Share this:

ନୂଆଦିଲ୍ଲୀ/ଭୁବନେଶ୍ୱର:ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ବାସଭବନ ପରିସରରେ ପରିବାର ସଦସ୍ୟଙ୍କ ସହ ବୃକ୍ଷରୋପଣ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଗଛ ଗୁଡିକ ସୁନ୍ଦର ଏବଂ ଜୀବନ ମଧ୍ୟ ଦେଇଥାଏ । ବିଶ୍ୱକୁ ଅଧିକ ସୁନ୍ଦର କରିବା ପାଇଁ ବୃକ୍ଷରୋପଣ କରିବାର ଆବଶ୍ୟକତା ରହିଛି । ତେଣୁ ଗୋଟିଏ ଗଛ ଲଗାଇ ଗୋଟିଏ
ଜୀବନ ଦେବାକୁ ସେ ଜନସାଧାରଣ ମାନଙ୍କୁ ପରାମର୍ଶ ଦେଇଛନ୍ତି ।

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY

  • ଦେଶରେ ଜିମ୍ ଏବଂ ଜିମ୍ନାସିୟମ୍ ଖୋଲିବା ଉଚିତ

    Share this:ନୂଆଦିଲ୍ଲୀ: କରୋନା ସଙ୍କଟ କାଳରେ ଅନେକ ଯୁବକ ଚାକିରି ହରାଇଛନ୍ତି । ବର୍ତମାନ ଦେଶବ୍ୟାପୀ ତାଲା ଖୋଲାଯାଇ ଆର୍ଥିକ କାର୍ଯ୍ୟକଳାପ ଆରମ୍ଭ ହୋଇଛି । ଏଭଳି ପରିସ୍ଥିତିରେ ସାରା ଦେଶରେ ଜିମ୍ ଏବଂ ଜିମ୍ନାସିୟମ୍ ବନ୍ଦ ହେବା ଠିକ୍...
  • ଅଁଳାର ଉପକାରୀତା

    Share this:ଅଁଳାଗଛ ଓଡ଼ିଶାର ଉଦ୍ୟାନ ଓ ପାହାଡ଼ ଅଞ୍ଚଳରେ ଦେଖିବାକୁ ମିଳିଥାଏ । ଗାଁମାନଙ୍କରେ ମଧ୍ୟ ଏହି ଗଛ ଦେଖିବାକୁ ମିଳେ । ଏହି ଗଛକୁ କାର୍ତ୍ତିକ ମାସ ଅଁଳା ନବମୀ ଦିନ ସ୍ତ୍ରୀ ଲୋକମାନେ ପୂଜା କରନ୍ତି ।...
  • ଔଷଧୀୟ ବୃକ୍ଷ ଚାଷ ପାଇଁ ୪ହଜାର କୋଟି ଟଙ୍କାର ସହାୟତା

    Share this:ନୂଆଦିଲ୍ଲୀ:ଆତ୍ମ ନିର୍ଭର ଭାରତ ଯୋଜନାରେ କେନ୍ଦ୍ର ସରକାର ଘୋଷଣା କରିଥିବା ୨୦ ଲକ୍ଷ କୋଟି ଟଙ୍କାର ପ୍ୟାକେଜରେ ଔଷଧୀୟ ବୃକ୍ଷ ଚାଷ କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ୪ ହଜାର କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଛି ।...
  • ଭୁବନେଶ୍ୱର ଏମ୍ସରେ ୬ହଜାର ରୋଗୀଙ୍କୁ ଟେଲି ମେଡ଼ିସିନ ଜରିଆରେ ଚିକିତ୍ସା ପରାମର୍ଶ

    Share this:ଭୁବନେଶ୍ୱର  : କୋଭିଡ-୧୯ ମହାମାରୀ ସମୟରେ ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ) ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଇଡଲାଇନକୁ ପାଳନ କରାଯାଇ କରୋନା ସଂକ୍ରମିତଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯାଇଆସୁଛି । ଏହାବ୍ୟତୀତ ଅଣକୋଭିଡ...