ନଭେମ୍ବର ୩୦ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ରାଉରକେଲା : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ସୁରେଶ ଚନ୍ଦ୍ର ମହାପାତ୍ର ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହିତ ରାଉରକେଲା ବିମାନ ବନ୍ଦର ଏବଂ ବିଭିନ୍ନ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଏହି ସଚିବସ୍ତରୀୟ ଟିମରେ କ୍ରୀଡ଼ା ଏବଂ ଯୁବ ସେବା ବିଭାଗର ସଚିବ ଶ୍ରୀଯୁକ୍ତ ଆର୍ ଭିନିଲକ୍ରୀଷ୍ଣା ଏବଂ ଇଡକୋର ପରିଚାଳନା ନିର୍ଦ୍ଦେଶକ ଶ୍ରୀଯୁକ୍ତ ଭୁପେନ୍ଦ୍ର ସିଂ ପୁନିଆ ରାଉରକେଲା ଆସିଥିଲେ । ଏହି ସଚିବସ୍ତରୀୟ ଟିମ୍ ରାଉରକେଲାରେ ବିପିୟୁଟି କ୍ୟାମ୍ପସରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ କାର୍ଯ୍ୟର ଅଗ୍ରଗତି ଅନୁଧ୍ୟାନ କରିଥିଲେ। ଏହାସହ ରାଉରକେଲା ବିମାନ ବନ୍ଦରର ଚାଲିଥିବା ସଂପ୍ରସାରଣ କାର୍ଯ୍ୟ ମଧ୍ୟ ସମୀକ୍ଷା କରିଥିଲେ । ନଭେମ୍ବର ୩୦ ତାରିଖ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦରର ସମସ୍ତ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । କ୍ଷେତ୍ରସ୍ତରୀୟ ଅନୁଧ୍ୟାନ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଅଭ୍ୟାସ ପଡ଼ିଆ ସହିତ ମୁଖ୍ୟ ଷ୍ଟାଡିୟମରେ ଟର୍ଫ ପଡ଼ି ଯାଇଛି । ଦର୍ଶକ ଗ୍ୟାଲେରି ସହିତ ଖେଳାଳି ଏବଂ ଅଫିସିଆଲମାନଙ୍କ ପାଇଁ କରାଯାଉଥିବା ରହଣୀସ୍ଥଳର କାମ ମଧ୍ୟ ଖୁବଶୀଘ୍ର ଶେଷ ହେବାକୁ ଯାଉଛି । ଷ୍ଟାଡିୟମ କାମ ଶେଷ ହେବା ପରେ ସେଠାରେ ଅଭ୍ୟାସ ମ୍ୟାଚ ଆୟୋଜନ କରାଯିବ । ରାଉରକେଲାରେ ପ୍ରଥମ ଥର ପାଇଁ ହକି ବିଶ୍ୱକପ ହେବାକୁ ଯାଉଛି । ତେଣୁ ହକି ମ୍ୟାଚ ଦେଖିବା ଲାଗି ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଦର୍ଶକ ରାଉରକେଲାକୁ ଆସିବେ । ତେଣୁ ଦର୍ଶକମାନଙ୍କ ଗାଡ଼ିଗୁଡ଼ିକୁ ସୁବିଧାରେ ରଖିବା ପାଇଁ ଷ୍ଟାଡିୟମ ଚାରିପଟେ ଆଧୁନିକ ପାର୍କିଂ ସ୍ଥଳ କରାଯାଉଛି । ତା’ଛଡ଼ା ଷ୍ଟାଡିୟମ ଭିତରେ ପାନୀୟ ଜଳ ଏବଂ ଶୌଚାଳୟ ଆଦି ସୁବିଧା କରାଯାଉଛି । ଯେଉଁ ଦର୍ଶକମାନେ ଷ୍ଟାଡିୟମ ବାହାରେ ରହିଥିବେ ସେମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ଏଲଇଡି ଲଗାଇବାର ବ୍ୟବସ୍ଥା କରାଯାଉଛି । ଏହା ମାଧ୍ୟମରେ ସେମାନେ ହକି ମ୍ୟାଚ ଦେଖିପାରିବେ ବୋଲି ଶ୍ରୀ ମହାପାତ୍ର କହିଥିଲେ । ରାଉରକେଲା ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଅନୁଧ୍ୟାନ କରି ଶ୍ରୀ ମହାପାତ୍ର କହିଥିଲେ ଯେ, ୨୦୨୩ ଜାନୁଆରି ମାସ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସହିତ ରାଉରକେଲାରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରାଯିବ । ରାଉରକେଲାରେ ପ୍ରାୟ ୨୦ଟି ମ୍ୟାଚ ଖେଳାଯିବ । ତେଣୁ ଖେଳାଳିମାନଙ୍କ ଯାତାୟତ ସୁବିଧା ଲାଗି ଭୁବନେଶ୍ୱରରୁ ରାଉରକେଲାକୁ ସିଧାସଳଖ ଚାର୍ଟର ବିମାନ ଚଳାଚଳ କରିବ । ଏହାକୁ ଦୃଷ୍ଟିରେ ରଖି ବିମାନ ବନ୍ଦରର ସଂପ୍ରସାରଣ କାର୍ଯ୍ୟ ଜୋରସୋରରେ ଚାଲିଛି । ନଭେମ୍ବର ୩୦ ସୁଦ୍ଧା ସମସ୍ତ କାମ ସାରିବାକୁ ଲକ୍ଷ୍ୟ ରହିଛି । ବିମାନ ବନ୍ଦରରୁ ରାଉରକେଲା ସହରକୁ ସଂଯୋଗ କରୁଥିବା ବିଭିନ୍ନ ରାସ୍ତାର ଉନ୍ନତିକରଣ କରାଯାଉଥିବା ମୁଖ୍ୟ ଶାସନ ସଚିବ କହିଥିଲେ । କ୍ଷେତ୍ର ପରିଦର୍ଶନ ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବର୍ତ୍ତମାନ ରାଉରକେଲାରେ ନିର୍ମାଣାଧୀନ ଥିବା ଭିତ୍ତିଭୂମି ପ୍ରକଳ୍ପର କାର୍ଯ୍ୟାନ୍ୱୟନ ଓ ସହରର ସୌନ୍ଦର୍ଯ୍ୟକରଣ ଆଦି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରାଯାଇଥିଲା । ଏହି ବୈଠକରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ କମିଶନର ଡାକ୍ତର ଶୁଭଙ୍କର ମହାପାତ୍ରଙ୍କ ସହିତ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ, ୨୦୨୩ ପୁରୁଷ ହକି ବିଶ୍ୱକପ ଓଡ଼ିଶାରେ ଖେଳାଯିବ । ଏହି ବିଶ୍ୱକପ୍ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ସହିତ ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ହେବାକୁ ଯାଉଛି । ଏହି କ୍ରୀଡ଼ା ଭିତ୍ତିଭୂମି ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମର ରୂପ ନେବାକୁ ଯାଉଛି । ଏହି ଷ୍ଟାଡିୟମରେ ଏକାସାଙ୍ଗରେ ୨୦ ହଜାରରୁ ଅଧିକ ଦର୍ଶକ ବସି ଖେଳ ଉପଭୋଗ କରିପାରିବେ ।

5 thoughts on “ନଭେମ୍ବର ୩୦ ସୁଦ୍ଧା ହକି ଷ୍ଟାଡିୟମ ଏବଂ ବିମାନ ବନ୍ଦର ନିର୍ମାଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ”

  1. Ein gutes Online Casino wie das Vulkan Vegas Casino
    bietet natürlich Roulette. 30 Free Spins für Big Bass
    Bonanza erhalten neue Vulkan Vegas Casino Kunden zur ersten Einzahlung.
    Bei der zweiten Einzahlung bis zu 500€ zu
    erhalten sowie 30 Free Spins könnte unter Umständen für
    die genannte Gruppe passen. Eine umständliche Freischaltung via Bonuscode
    oder andere technische Hindernisse existieren für das Vulkan Vegas Bonus Guthaben nicht.
    Denn diese besondere Promotion erhalten Sie nur auf dieser Seite über den exklusiv verfügbaren Link.

    Und zwar bekommen neue Spieler im Casino Freispiele als
    Teil des Willkommensbonus. Die oben aufgeführten Boni sind nicht die einzigen Bonusangebote, die Sie als Spieler bei Vulkan Vegas erhalten können. Wenn
    Sie also kostenloses Geld zum Spielen von Automaten und Tischspielen haben wollen, dann lesen Sie weiter.
    Wer einfach nur ein bisschen gratis spielen will, kann sich hier gut austoben.
    Unterm Strich ist der Vulkan Spiele 70 Freispiele Bonus ein empfehlenswerter Einstieg für alle, die neugierig auf Online-Slots
    sind. Ohne eigene Einzahlung erhalten neue Spieler die Chance, echtes Geld zu gewinnen – das ist in der Branche eher selten und daher besonders interessant.
    Die 70 Freispiele sind nur für einen begrenzten Zeitraum verfügbar.
    Nach erfolgreicher Registrierung und Handynummer-Verifizierung
    dauert es meist nur wenige Minuten, bis die Freispiele auf Ihrem Spielerkonto erscheinen.

    References:
    https://online-spielhallen.de/frumzi-casino-auszahlung-ein-umfassender-leitfaden-fur-reibungslose-gewinnauszahlungen/

  2. The platform uses encryption technology to protect player data.
    There are also specialty games for extra fun. Ozwin offers classic slots, video slots,
    and progressive jackpots.
    Complementing these classics is a range of video poker options for a blend of slots
    and poker. For those chasing bigger wins, Ozwin features a selection of progressive jackpot pokies,
    where the prize pool grows with every bet. Players can dive into classic 3-reel pokies for a nostalgic feel, or explore the
    more complex and visually rich 5-reel pokies. Clicking the link in that email
    confirms your address and activates your account.
    Choose a strong, memorable password to keep your account
    secure. It’s a straightforward process designed to
    get you playing quickly, but let’s walk through it to ensure a smooth start.

    If you hit a snag during login, support is just an email away at , ready
    to assist with payment options including Visa, MasterCard, or Bitcoin. Remember, all bonuses come with fair terms—like 30x wagering on deposit
    matches—to keep things transparent. Simply head
    to the site, enter your credentials, and dive straight into
    a world of thrilling slots and bonuses—all powered by Real Time Gaming software.
    If you’re going to throw real money around online, you want to know the house is playing by the rules.
    Beyond pokies, there’s a tidy selection of table favourites like blackjack, baccarat, and
    roulette, plus video poker variations for players who love strategy.

    References:
    https://blackcoin.co/all-caesars-properties-in-las-vegas-2025-list/

  3. The challenge is to cash out before the game “crashes,” locking in your winnings at the displayed multiplier.
    With titles from leading providers and a variety of themes,
    volatility levels, and bonus mechanics, Leon Casino
    ensures there’s a pokie to suit every taste and playing style.
    The platform also features pokies with progressive jackpots, where top
    prizes can exceed six figures, adding extra excitement for those chasing big wins.

    Players can enjoy popular Australian favourites like Wolf Gold,
    5 Dragons, and Lightning Link, all known for their high return-to-player
    (RTP) percentages and engaging bonus features.

    Game selections at Leon Casino are tailored to meet the diverse preferences of Australian players,
    offering a vast and engaging portfolio.
    Navigation is clean, payouts are fast and mobile play mirrors
    desktop quality without compromise. Welcome to Leon Casino, a
    premium gaming space built for Australian players who want speed, clarity and serious
    entertainment. Always review the bonus terms — including wagering requirements and eligible games — to ensure you understand
    how to use it.

    References:
    https://blackcoin.co/the-top-online-casinos-in-the-us-november-2025/

Leave a Reply

Your email address will not be published. Required fields are marked *