ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି । ଶ୍ରୀ ଲୋକନାଥ ମନ୍ଦିରର ବିକାଶ ପାଇଁ ୨୮ କୋଟି ଟଙ୍କା ଅଟକଳ ରଖାଯାଇଥିବା ବେଳେ, ଅଲାରନାଥଙ୍କ ପାଇଁ ୮ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି । ଉଭୟ ମନ୍ଦିରର ପୁନଃ-ଉନ୍ନୟନ କାର୍ଯ୍ୟ ୧ ବର୍ଷ ମଧ୍ୟରେ ସଂପୂର୍ଣ୍ଣ ହେବ । ଶ୍ରୀ ଲୋକନାଥ ମନ୍ଦିର ରାଜ୍ୟର ଏକ ଗୁରୁତ୍ବପୂର୍ଣ୍ଣ ଶୈବପୀଠ। ପୁରାଣ ଅନୁଯାୟୀ, ପ୍ରଭୁ ଶ୍ରୀରାମଚନ୍ଦ୍ର ମାତା ସୀତାଙ୍କ ଅନ୍ବେଷଣରେ ଆସି ଏଠାରେ ପ୍ରଭୁ ଲୋକନାଥ ସ୍ଥାପନା କରି ପୂଜାଅର୍ଚ୍ଚନା କରିଥିଲେ । ଶ୍ରୀ ଲୋକନାଥଙ୍କୁ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ରକ୍ଷକ ବୋଲି ବିଶ୍ବାସ ରହିଛି । ଶ୍ରୀ ଲୋକନାଥ ମନ୍ଦିରର ମାଷ୍ଟରପ୍ଲାନ ଅନୁଯାୟୀ ମନ୍ଦିରର ଭିତର ବେଢା, ବାହାର ବେଢାର ଉନ୍ନତିକରଣ ହେବା ସହିତ ସେବାୟତ ଓ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧାର ବ୍ୟବସ୍ଥା କରାଯିବ । ଏହାବ୍ୟତୀତ ପାର୍କିଂ, ଆଧୁନିକ ଧାଡି ପରିଚଳନା ବ୍ୟବସ୍ଥା, ଆପ୍ରୋଚ ରୋଡର ଉନ୍ନତିକରଣ ଏବଂ ପଶ୍ଚିମ ଦ୍ବାରରେ ସେବାୟତ ମାନଙ୍କ ସୁବିଧା ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ । ଭିତର ବେଢାରେ ପୁରୁଣା ମାର୍ବଲ ପଥର ସବୁ କଢାଯାଇ ଖଣ୍ଡାଲାଇଟ୍ସ ପଥର ଲଗାଯିବ । ମନ୍ଦିରର ବଗିଚାର ଉନ୍ନତିକରଣ କରାଯାଇ ଲ୍ୟାଣ୍ଡ ସ୍ଲେପିଂ କରାଯିବ । ଏହାଛଡା ମନ୍ଦିର ପାଚେରୀର ମରାମତି ସହିତ ଆଲୋକୀକରଣର ବ୍ୟବସ୍ଥା କରାଯିବ । ବାହାର ବେଢାକୁ ସଂପ୍ରସାରିତ କରାଯିବା ସହିତ ଭାଙ୍ଗିଯାଇଥିବା ସ୍ଥାନ ଗୁଡିକର ମରାମତି, ନୂତନ ରାସ୍ତା, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ, ବସାଉଠା କରିବାପାଇଁ ସ୍ଥାନ ଓ ଦୁଇଟି ମୁଣ୍ଡନ ମଣ୍ଡପର ବିକାଶ କରାଯିବ । ଡ୍ରେନେଜ ଏକ ମୁଖ୍ୟ ସମସ୍ୟା ହୋଇଥିବାରୁ, ମନ୍ଦିର ଭିତର ଓ ବାହାର, ଉଭୟ ପାର୍ଶ୍ବରେ ଡ୍ରେନେଜ ବ୍ୟବସ୍ଥାକୁ ସୁଦୃଢ କରାଯିବ । ମନ୍ଦିରର ପୁଷ୍କରଣୀ ପାର୍ବତୀସାଗରର ମଧ୍ୟ ଉନ୍ନତିକରଣ କରାଯିବ । ଏହାର ଚାରିପଟେ ୨୬୭ ମିଟରର ସୁଉନ୍ନତ ପାଚେରୀ, ପୁଷ୍କରଣୀର ବିଶୋଧନ, ପାହାଚ, ଲ୍ୟାଣ୍ଡ ସ୍କେପିଂ, ଆଲୋକୀକରଣ ଓ ବସାଉଠା ପାଇଁ ସ୍ଥାନ ରହିବ । ପାର୍କିଂ ପାଇଁ ମଧ୍ୟ ବ୍ୟବସ୍ଥା କରାଯିବ । ମନ୍ଦିରକୁ ଯାଇଥିବା ୪୦୦ ମିଟର ଆପ୍ରୋଚ ରୋଡର ଉନ୍ନତିକରଣ କରାଯିବା ସହିତ ୪ଟି ରାସ୍ତାର ବିକାଶ କରାଯିବ । ମନ୍ଦିରକୁ ସଂଯୋଗ ହୋଇଥିବା ୪ଟି ପ୍ରମୁଖ ରାସ୍ତାର ଉନ୍ନତିକରଣ ମଧ୍ୟ କରାଯିବ । ସେହିପରି ବ୍ରହ୍ଣଗିରିର ପ୍ରସିଦ୍ଧ ଅଲାରନାଥ ମନ୍ଦିରର ମଧ୍ୟ ବିକାଶ କରାଯିବ । ପୁରୀ ଠାରୁ ୨୪ କି.ମି ଓ ସାତପଡା ଠାରୁ ୨୫ କି.ମି ଦୂରରେ ଥିବା ଏହି ପୀଠ ପଞ୍ଚଦଶ ଓ ଷୋଡଶ ଶତାଦ୍ଦୀର ନିର୍ମିତ ହୋଇଥିବା ବିଶ୍ବାସ କରାଯାଏ । ଶ୍ରୀ ଅଲାରନାଥଙ୍କୁ ଶ୍ରୀ ଜଗନ୍ନାଥଙ୍କର ପ୍ରତିରୂପ ବୋଲି ବିଶ୍ବାସ ରହିଛି । ଶ୍ରୀ ଜଗନ୍ନାଥଙ୍କ ଅଣସର ସମୟରେ ଅଲାରନାଥ ଦର୍ଶନ ପାଇଁ ଭକ୍ତମାନେ ଯାଇଥାନ୍ତି ।ମାଷ୍ଟରପ୍ଲାନ ଅନୁଯାୟୀ ଏହାର ପ୍ରବେଶ ଓ ପ୍ରସ୍ଥାନ ସ୍ଥାନ, ସ୍ଥାନୀୟ ଭିତର ରାସ୍ତା, ଅରୁଣ ସ୍ତମ୍ଭ, ଚନ୍ଦନ ପୋଖରୀ ଆଦିର ବିକାଶ ଓ ସୌନ୍ଦର୍ଯ୍ୟକରଣ ସହିତ ପୁରା ଅଞ୍ଚଳକୁ ବିକଶିତ କରାଯାଇ ଏକ ଆକର୍ଷଣୀୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରାଯିବ। ଏହାର ପ୍ରବେଶ ଦ୍ବାରକୁ ପ୍ରଶସ୍ତ କରାଯାଇ ୪୦ ଫୁଟ ଚଉଡା ଓ ୧୮ ଫୁଟ ଉଚ୍ଚ କରାଯିବ । ଏଥିରେ ଖଣ୍ଡାଲାଇଟସ ପଥର ଲଗାଯିବ । ମନ୍ଦିରକୁ ଯାଇଥିବା ରାସ୍ତାକୁ ୪୦ ଫୁଟ ଚଉଡା କରାଯାଇ ଏଥିରେ ପେଭର ବ୍ଲକ ଲଗାଯିବ ଏବଂ ଦୁଇପଟେ ଡ୍ରେନର ବ୍ୟବସ୍ଥା ରହିବ । ଏହାସହିତ ୨ ଚକିଆ ଓ ୪ ଚକିଆ ଗାଡି ପାଇଁ ପାର୍କିଂ ବ୍ୟବସ୍ଥା କରାଯିବ । ମନ୍ଦିର ସମ୍ମୁଖ ସ୍ଥାନକୁ ଏକ ସୁନ୍ଦର ପ୍ଲାଜାରେ ପରିଣତ କରାଯାଇ ସେଥିରେ ଖଣ୍ଡାଲାଇଟ୍ସ ଓ ପେଭର ବ୍ଲକ ଲଗାଯିବା ସହିତ ଡ୍ରେନର ବ୍ୟବସ୍ଥା ମଧ୍ୟ କରାଯିବ । ମନ୍ଦିରର ସବୁ ସ୍ଥାନରୁ ମାର୍ବଲ କଢାଯାଇ ଖଣ୍ଡାଲାଇଟ୍ସ ଲଗାଯିବ। ପୁରୁଣା କବାଟ ବଦଳରେ ନୂଆ କାଠ କବାଟ ଲଗାଯିବ । ଚନ୍ଦନ ପୋଖରୀ ଓ ତୁଳସୀ ବନର ସୌନ୍ଦର୍ଯ୍ୟକରଣ କରାଯାଇ ଲ୍ୟାଣ୍ଡ ସ୍କେପିଂ କରାଯିବ । ଡ୍ରେନ ବ୍ୟବସ୍ଥାକୁ ସୁଦୃଢ କରାଯିବ । ଏହି ପୀଠର ବିକାଶ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ ହେବ ଓ କାମ ସଂପୂର୍ଣ୍ଣ ହେବା ପାଇଁ ୧ ବର୍ଷ ସମୟ ଲାଗିବ । ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ନିକଟରେ ଉଭୟ ଲୋକନାଥ ମନ୍ଦିର ଓ ଅଲାରନାଥ ମନ୍ଦିର ଗସ୍ତ କରି ଏହାର ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଉଭୟ ମନ୍ଦିରର ପୂଜକମାନେ ପୁରୀ ଜିଲ୍ଲାପାଳଙ୍କ ସହିତ ଭିଡିଓ କନ୍ଫରେନ୍ସିଂ ଜରିଆରେ ମନ୍ଦିରର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ମନ୍ଦିର ଗସ୍ତ କରି ଠାକୁରଙ୍କୁ ଦର୍ଶନ କରିବା ପାଇଁ ନିମନ୍ତ୍ରଣ କରିଥିଲେ । ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ଉଭୟ ମନ୍ଦିର ଦର୍ଶନ କରିବେ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଉଭୟ ମନ୍ଦିର ଗସ୍ତ ସମୟରେ ସେବାୟତ ମାନଙ୍କ ସହିତ ହୋଇଥିବା ତାଙ୍କର ଆଲୋଚନା ଓ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ବିଷୟ ସଂପର୍କରେ ଏହି ବୈଠକରେ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆୟୋଜିତ ଏକ ବୈଠକରେ ପୂର୍ତ୍ତ ବିଭାଗ ସଚିବ ଶ୍ରୀ ଭି.ଭି.କେ ଯାଦବ ଏଥିପାଇଁ ଉପସ୍ଥାପନା ରଖିଥିଲେ । ଓଡିଶା ବ୍ରିଜ କନ୍ଷ୍ଟ୍ରକସନ କର୍ପୋରେସନ ଦ୍ବାରା ଉଭୟ ମନ୍ଦିରର ଉନ୍ନତିକରଣ କାର୍ଯ୍ୟର କାର୍ଯ୍ୟାନ୍ବୟନ କରାଯିବ ।
Limits, Sperrabfragen und Feature Verbote bremsen den Spielfluss, während OASIS-freie Casinos mehr Geschwindigkeit, mehr Spiele und flexiblere Boni bieten. Durch den GlüStV unterscheiden sich deutsche
Casinos stark von internationalen Angeboten. Unsere beste Casinos ohne OASIS bieten viele interessante Boni,
die richtig Wumms haben. Beste Casinos ohne OASIS bieten deutlich mehr Freiheit, weil sie nicht an die strengen Vorgaben der GGL gebunden sind.
Ohne Sperrdatei können Casinos ohne OASIS ihr volles
Spieleportfolio anbieten. Hier brennt es an über 9.000 Games, mehr als
1.000 Live Tische und ein Willkommensbonus, der bis zu
5.000€ reicht.
Ja, DrückGlück bietet OASIS Standards und innovative
iGaming Features, die es zu einer beliebten Marke im
deutschen Markt machen. Es ist jedoch wichtig, die damit verbundenen Risiken zu verstehen und verantwortungsbewusst zu spielen.
Es ist daher ratsam, nur bei Anbietern zu spielen, die über gültige
Lizenzen aus anerkannten Jurisdiktionen verfügen. PayPal ist in diesen Casinos jedoch aufgrund der fehlenden deutschen Lizenz nicht weit verbreitet.
Diese live dealer spiele umfassen moderierte Spieltische, Glücksräder und
live spiele, die das Spielerlebnis noch spannender machen.
Casinos ohne OASIS bieten nicht den standardisierten deutschen Spielerschutz.
Dies ist oft niedriger als bei deutschen lizenzierten Anbietern.
Online Casinos ohne OASIS bieten deutlich mehr Flexibilität bei Zahlungsmethoden und Auszahlungen als deutsche lizenzierte Anbieter.
Bei Streitigkeiten haben Spieler weniger Rechtsschutz als bei
lizenzierten deutschen Anbietern. Deutsche
Spieler sollten nur bei lizenzierten Anbietern spielen.
References:
https://online-spielhallen.de/vulkan-vegas-deutschland-test-angebote/
Always remember to play for fun, stay safe, and gamble responsibly.
Gambling can become addictive, so it’s important to set limits and get professional support if you need help.
This guide shares my journey, packed with honest reviews, expert opinions, insider tips, and
everything I needed to play with confidence. However,
we cannot be held responsible for the content of third-party
sites.
Use our list of the top 5 casinos and get the best welcome bonuses available on Australia’s most popular
real money online gambling sites. Most real money online casinos in Australia offer some kind of
bonus, especially when you’re just starting out. After
weeks of testing, depositing, spinning, and cashing out, I’ve narrowed down the top-rated real money online casinos Australia has to offer.
Yes, Australians can play pokies at licensed offshore online casinos
in Australia for real money. Yes, you can play for real money at online casinos in Australia through
licensed offshore sites. Australian online casinos offer a wide variety of games, catering to both casual players and seasoned
gamblers.
Here’s what to focus on while exploring casino websites on your own.
Australian players usually use the following methods to load their accounts and withdraw winnings.
Some of the top RTG games are Naughty or Nice,
Goblins Treasure, Aztec’s Millions, and Jackpot Pinatas. RTG operates under the motto of “take gaming seriously.”
Since its focus is on game design and development, it
leaves its licensees to handle compliance issues.
No reservations required. Situated in the heart of Woodcut, Hickory Bar enable
guests to experience vibrant restaurant atmosphere or
enjoy a drink with a side of harbour views on the outdoor terrace.
Hickory Bar offers a boutique bar experience with an elemental ethos.
Take in the vibrant energy of the restaurant with a table in our elegant dining
room. Dining becomes an experience with guests drawn to order from what they see harvested by the Chefs
in the open kitchen well before they see a menu. For more of Melbourne’s best
restaurants, head this way.
Junction Grill is an exciting, great-value restaurant right in the
heart of the action at Crown Casino. Man Tong Kitchen requests for all guests to notify our staff
of any food allergies or intolerances prior to ordering.
Our skilful team of chefs use the finest and freshest ingredients to create dazzling foods
and flavours, all delivered with the highest standards of service.
Explore Rockpool Bar & Grill Melbourne with our virtual tour
and discover the space behind the experience. Our in-house retailer offers a range of luxury Crown products available for
purchase, including a select range of Crown linen and At Home products.
And dive into world-class gaming and entertainment experiences.
References:
https://blackcoin.co/sg-casino-a-comprehensive-review/
casino with paypal
References:
jobs.ethio-academy.com
online slots uk paypal
References:
http://www.azena.co.nz