24×7 Live
ଭୁବନେଶ୍ୱର : ନୂଆ ବର୍ଷ ୨୦୨୬ର ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନଙ୍କ ସହିତ ଚଳିତ ବର୍ଷର ଆଭିମୁଖ୍ୟ ଓ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରୁଛନ୍ତି ।