ଆଜିର ରାଶିଫଳ:ବୁଧବାର

୨୯ ଜୁଲାଇ ୨୦୨୦ 

Share this:

ଜୟ ମା ମଙ୍ଗଳା ଜୟ ଶନି ଦେବ

ସୂର୍ଯ୍ୟଉଦୟ- ପ୍ରାଘ୦୫/୨୨/୩୨, ସୂର୍ଯ୍ୟଅସ୍ତ – ସଂଘ ୦୬/୨୩/୦୨

ଅଦ୍ୟ କର୍କଟରାଶିର ଘାତବାର୍ ରାହୁକାଳ – ଦିବା ଘ ୧୧/୫୩ ରୁ ଦିବା ଘ ୦୧/୩୦ ମଧ୍ଯରେ ।

ଆଜି କଳମ୍ବି ଶାଗ ଖାଇବା ମନା ।

ଅମୃତବେଳା : ରାତ୍ର ୦୮/୩୬ ଗତେ ଦି ଘ ୧୧/୩୧ ମଧ୍ଯରେ ସଂଧ୍ଯ ଘ ୦୬/୧୪ ଗତେ ରାତ୍ର ଘ ୧୦/୩୫ ମଧ୍ୟରେ ।

ସତର୍କତା – ଦିବା ଘ ୦୮/୩୬ ଗତେ ୨/୪/୬/୮/୧୧/୧୩/୧୭/୨୦/ ୨୪/୨୬ ନକ୍ଷତ୍ରଙ୍କ ପାଇଁ ଅଶୁଭ ।

ମେଷ: କୌଣସି ନା କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିବ, ଏକାଗ୍ରତାର ସହିତ କାମ କରନ୍ତୁ, ପରିଶ୍ରମର ଫଳ ପାଇବେ । ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ। ସାର୍ବଜନିକ ଜୀବନରେ ଯଶ, ମାନ ଓ ପ୍ରତିଷ୍ଠା ପାଇବେ । 

ବୃଷ: ନିଜର ମହତ୍ତ୍ଵ ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ । ଆମଦାନି ଲାଗି ନୂଆ ମାଧ୍ୟମ ଦୃଷ୍ଟି ଗୋଚର ହେବ । ଶରୀରର ଯେ କୌଣସି ସ୍ଥାନରେ ଆଘାତ ଲାଗିପାରେ । ରାଜନୀତିକ ନେତା ମାନଙ୍କ ଲାଗି ଦିନଟି ଶୁଭ ।

ମିଥୁନ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ । ଜ୍ଞାନ ଓ ବୁଦ୍ଧିବଳ ପ୍ରୟୋଗ କରନ୍ତୁ; ସଫଳତା ପାଇବେ । କ୍ୟାରିୟର ପାଇଁ ନୂଆ ରାସ୍ତା ଉନ୍ମୁକ୍ତ ହେବ । ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ ।

କର୍କଟ: ଦିନଟି ଆପଣଙ୍କ ଲାଗି ମହତ୍ତ୍ଵପୂର୍ଣ୍ଣ ରହିବ ଆୟ ବୃଦ୍ଧି ହେବ । ଅଫିସରେ ଆପଣଙ୍କର ସ୍ଥିତି ଭଲ ରହିବ । ରାଜନୀତିରେ ଯେଉଁମାନେ ସକ୍ରିୟ ଅଛନ୍ତି ସେମାନଙ୍କୁ ଲାଭ ପ୍ରାପ୍ତ ହେବ ।

ସିଂହ: ଆଜି ଦିନଟି ଅଶାନ୍ତି ରେ କଟିବ । ବ୍ୟୟ ବହୁଳ ହେବ, କିଛି ଦ୍ରବ୍ଯ ଚୋରି ହୋଇପାରେ, ଅଫିସରେ ଆପଣଙ୍କ କାମକୁ ଅପନିନ୍ଦା କରିବେ ।  ଧର୍ମାନୁଷ୍ଠାନକୁ ଯାତ୍ରାରେ ଯାଇପାରନ୍ତି ।

କନ୍ୟା: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ । ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ । ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ସୁଧାର ଆସିବ । ମହିଳାଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ । ଆଜି ଦିନଟି ମହତ୍ତ୍ଵପୂର୍ଣ୍ଣ ରହିବ । 

ତୁଳା: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ । ଲାଗିରହିଥିବା କୌଣସି ସମସ୍ୟାର ସମାଧାନ ହେବ । ନୂଆ କାମ ମିଳିବାର ପୂର୍ବାଭାସ ପାଇବେ । ପରିଧାନ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ ।

ବିଛା: ଜରୁରୀ କାମ ପୁରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ । ଅନ୍ୟମାନଙ୍କ କଥା ଉପରେ ଧ୍ୟାନ ଦିଅନ୍ତୁ, ଲାଭ ହେବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଅଳସୁଆ ରହିବେ, ସାମାନ୍ୟ ଶାରୀରିକ ପୀଡା ଅନୁଭବ କରିବେ ।

ଧନୁ: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ । ଜୀବନରେ ଲାଗିରହିଥିବା ସଂଘର୍ଷ ସମାପ୍ତ ହେବ । ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ । ଧନଲାଭର ନୂଆ ରାସ୍ତା ଖୋଲିବ । ପତି ପତ୍ନୀ ଙ୍କ ମଧ୍ୟରେ ଆହୁରି ମଧୁରତା ଆସିବ ।

ମକର: ଦିନଟି ଆପଣଙ୍କ ଲାଗି ଭଲ ରହିବ ନାହିଁ । ସବୁ କାମ ଆପଣଙ୍କ ମନମୁତାବକ ହେବ ନାହିଁ । ଯେ କୌଣସି ବ୍ୟବସାୟଙ୍କ ପାଇଁ ଦିନଟି ଭଲ ହେବନାହିଁ । ପ୍ରେମ ଆଳାପରେ ସଫଳତା ଅନୁଭବ କରିବେ ।

କୁମ୍ଭ :ଦିନଟି ବହୁତ ଭଲରେ କଟିବ । ଅଫିସ୍‌ରୁ ଘରକୁ ଫେରିବା ସମୟରେ ନୂଆ ବନ୍ଧୁଙ୍କ ସହିତ ସାକ୍ଷାତ ହୋଇ ପାରେ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ପାରିବାରିକ ଶାନ୍ତି ମିଳିବ  ।

ମୀନ : ଅଫିସ୍ ରେ ଆପଣଙ୍କ କାମକୁ ପ୍ରଶଂସା ମିଳିବ । ଆପଣ ବନ୍ଧୁମାନଙ୍କ ସଙ୍ଗରେ ରହି ଶାନ୍ତି ଅନୁଭବ କରିବେ । ବେକାରଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ । ମହିଳାମାନେ ଜୀବନରେ ଆଗକୁ ବଢ଼ିବେ ।

ପଣ୍ଡିତ ମଙ୍ଗରାଜ କର ,ସୋମନାଥପୁର, କାକଟପୁର ,ଫୋନ: ୯୪୩୮୬୪୪୪୭୫

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY

  • ଆଜିର ରାଶିଫଳ:ଶନିବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • ଆଜିର ରାଶିଫଳ:ଶୁକ୍ରବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ  ଅଦ୍ୟ ବିଛା, ଧନୁ ଓ ମୀନ ରାଶିରେ ଘାତବାର । ସୂର୍ଯ୍ୟଉଦୟ – ପ୍ରାଘ ୦୫/୨୫/୩୭ ସୂର୍ଯ୍ୟଅସ୍ତ – ସଂଘ ୦୬/୧୮/୩୦ ରାହୁକାଳ – ଦିବା ଘ ୧୦/୧୫ ରୁ...
  • ଆଜିର ରାଶିଫଳ:ଗୁରୁବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ସୂର୍ଯ୍ୟଉଦୟ- ପ୍ରାଘ୦୫/୨୨/୫୫, ସୂର୍ଯ୍ୟଅସ୍ତ – ସଂଘ ୦୬/୨୨/୩୬ ଅଦ୍ୟ ତୁଳା ଓ କୁମ୍ଭ ରାଶିର ଘାତବାର । ରାହୁକାଳ – ଦିବା ଘ ୦୧/୩୦ ରୁ ଦିବା ଘ ୦୩/୦୮...
  • ଆଜିର ରାଶିଫଳ:ମଙ୍ଗଳବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ । ଅଦ୍ୟ ମକର ରାଶିର ଘାତବାର  ସୂର୍ଯ୍ୟଉଦୟ – ପ୍ରାଘ ୦୫/୨୪/୩୮ ସୂର୍ଯ୍ୟଅସ୍ତ – ସଂଘ ୦୬/୨୦/୦୯ ରାହୁକାଳ – ଦିବା ଘ ୦୩/୦୬ ରୁ ଦିବା ଘ ୦୪/୪୩...