ଆଜିର ରାଶିଫଳ:ଶୁକ୍ରବାର  

୩୧ ଜୁଲାଇ  ୨୦୨୦

Share this:

ଜୟ ମା ମଙ୍ଗଳା ଜୟ ଶନି ଦେବ 

ଅଦ୍ୟ ବିଛା, ଧନୁ ଓ ମୀନ ରାଶିରେ ଘାତବାର । 

ସୂର୍ଯ୍ୟଉଦୟ – ପ୍ରାଘ ୦୫/୨୩/୧୬
ସୂର୍ଯ୍ୟଅସ୍ତ – ସଂଘ ୦୬/୨୨/୦୯

ରାହୁକାଳ – ଦିବା ଘ ୧୦/୧୫ ରୁ ଦିବା ଘ ୧୧/୫୩ ମଧ୍ୟରେ । 

ଆଜି ପୋଇ ଖାଇବା ମନା ।

ଅମୃତବେଳା :ଦି ଘ ୦୭/୦୦ ଗତେ ଦି ଘ ୧/୧୦ ମଧ୍ୟରେ, ଦି ଘ ୦୪/୧୫ ଗତେ ଦି ଘ ୦୫/୦୧ ମଧ୍ୟରେ ।

ସତର୍କତା – ଦିବା ଘ ୦୭/୦୮ ଗତେ ୧/୪/୬/୮/୧୦/୧୩/୧୫/୧୭/୧୯/୨୨/୨୪/୨୬ ନକ୍ଷତ୍ରଙ୍କ ପାଇଁ ଅଶୁଭପ୍ରଦ ।

ମେଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ଭାବନା ଜାତ ହେବ । ମହତ୍ତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ । ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ପରିଯୋଜନା ମିଳିବ ।

ବୃଷ: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ । ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ । ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ । ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ ।

ମିଥୁନ: ଭାଗ୍ୟ ବଦଳାଇବା ପାଇଁ ସମୟ ଭଲ । ବ୍ୟବସାୟରେ ଭଲ ସୁଯୋଗ ପାଇବେ । ଅଚାନକ ଧନଲାଭ ହେବ । ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ ।

କର୍କଟ: ଆଜି ଆପଣ ନିଜର ଊର୍ଜାକୁ ଠିକ ରୂପେ ବ୍ୟବହାର କରିବେ । ଆର୍ଥିକ ସ୍ଥିତିରେ ସୁଧାର ହେବ । ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ । ଅଫିସରେ ଦିନଟି ଭଲରେ କଟିବ । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ ।

ସି˚ହ: ଦିିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ । ସବୁ ସମସ୍ୟାର ସମାଧାନ ହୋଇଯିବ । କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ । ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ । ପ୍ରିୟ ବନ୍ଧୁଙ୍କଠାରୁ ଉପହାର ପାଇବେ ।

କନ୍ୟା: ଆପଣ ଶାନ୍ତ ଓ ଚିନ୍ତାମୁକ୍ତ ରହିବେ । ବନ୍ଧୁଙ୍କ ମାଧ୍ୟମରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ । ରାଜନୀତିରେ ଖ୍ୟାତି ବଢ଼ିବ ।

ତୁଳା: ପରିଶ୍ରମର ଫଳ ଦ୍ବିଗୁଣ ପାଇବେ । ସମାଜରେ ଲୋକପ୍ରିୟତା ବଢ଼ିବ । ଅଫିସ କାମରେ ଲାଗି ରହିଥିବା ବାଧା ଦୂର ହେବ । ପ୍ରିୟବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ । ପ୍ରେମ ଆଳାପ ପାଇଁ ଭଲ ଦିନଟିଏ ।

ବିଛା: ଦିନଟି ମହତ୍ତ୍ବପୂର୍ଣ୍ଣ ରହିବ । ଉନ୍ନତି ପାଇଁ ବିଭିନ୍ନ ବାଟ ଆପଣଙ୍କ ସାମନାକୁ ଆସିବ । ସାମାଜିକ ସମାରୋହକୁ ଯାଆନ୍ତୁ; ମାନସମ୍ମାନ ବୃଦ୍ଧି ହେବ । ଆପଣଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିପାରେ ।

ଧନୁ: ପୁରାଦିନ ଖୁସି ମନରେ ରହିବେ । ଜୀବନସାଥୀଙ୍କ ଠାରୁ ସୁଖ ପାଇବେ । ଆୟର ନୂଆ ସ୍ରୋତ ମିଳିପାରେ । ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ । ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ ।

ମକର: ରାଜନୈତିକ ପ୍ରଭାବ ବୃଦ୍ଧି ହେବ । ସାହସ ବଢ଼ିବ; ସମ୍ମାନ ମିଳିବ ଓ ପଇସା ଆସିବ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ବନ୍ଧୁ ଓ ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ ।

କୁମ୍ଭ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବେ । ଦୀର୍ଘ ଦିନର ଅଟକିଥିବା ପଇସା ମିଳିବ । ଅଫିସରେ ପଦୋନ୍ନତିର ସୁଯୋଗ ରହିଛି । ପ୍ରେମ ସାଗରରେ ବୁଡ଼ ପକାଇବେ ।

ମୀନ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ । ଆର୍ଥିକ ସ୍ଥିତିରେ ଲାଗି ରହିଥିବା ଚିନ୍ତା ଦୂର ହେବ । ବ୍ୟବସାୟରୁ ଆଶାନୁରୂପ ଫଳ ପାଇବେ । ଜୀବନସାଥୀଙ୍କ ପ୍ରେମ ଓ ସୁଖ ପାଇବେ ।

ପଣ୍ଡିତ ମଙ୍ଗରାଜ କର
ସୋମନାଥ ପୁର କାକଟପୁର
ଫୋନ :୯୪୩୮୬୪୪୪୭୫

  • Share this:ଭୁବନେଶ୍ୱର :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଗୁରୁବାର ଦିନ ଜାତୀୟ ହସ୍ତତନ୍ତ ଦିବସ ଅବସରରେ କହିଛନ୍ତି ଯେ, ଓଡ଼ିଶା ହେଉଛି କୁଶଳୀ ଶିଳ୍ପୀ ଓ କାରିଗରମାନଙ୍କ ଦ୍ୱାରା ପିଢ଼ି ପିଢ଼ି ଧରି ସମୃଦ୍ଧ ହୋଇ ଚାଲିଥିବା ଆକର୍ଷଣୀୟ ହସ୍ତତନ୍ତ...
  • Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • Share this:ଭୁବନେଶ୍ୱର:କରୋନା ମହାମାରୀ ସମୟରେ ଓଡିଶା ଔଷଧ ନିଗମରେ ହୋଇଥିବା ବ୍ୟାପକ ଦୁର୍ନୀତିକୁ ନେଇ କଂଗ୍ରେସର ବରିଷ୍ଟ ନେତା ସୁଦର୍ଶନ ଦାସ ଗତ ଜୁନ ୭ ତାରିଖରେ ଲୋକାୟୁକ୍ତଙ୍କ ପାଖରେ  ଯେଉଁଠି ପିଟିସନ ଦାଖଲ କରିଥିଲେ ତାର ଆଜି ଶୁଣାଣି...
  • Share this:ଭୁବନେଶ୍ୱର : କେନ୍ଦ୍ରସରକାର ଚଳିତ ବର୍ଷ ଖରିଫ ଚାଷ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରିମିୟମର ଅବଧି ଜୁଲାଇ ୩୧ ଯାଏଁ ରଖିଥିଲେ । କିନ୍ତୁ ଏବେ କରୋନା ସମୟରେ ଚାଷୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି କେନ୍ଦ୍ରସରକାର ଏହି...
  • Share this:ଭୁବନେଶ୍ୱର: ଆଜି ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ଆଂଚଳିକ ଜନ ସମ୍ପର୍କ କାର୍ଯ୍ୟାଳୟ (ଆରଓବି) ପକ୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ସମ୍ପର୍କିତ ଏକ ୱେବିନାର ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଭାଗ ନେଇଥିବା...

RELATED BY

  • ଆଜିର ରାଶିଫଳ:ଶନିବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ଅଦ୍ୟ ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ସୂର୍ଯ୍ୟଉଦୟ -ପ୍ରାଘ ୦୫/୨୫/୫୬ ସୂର୍ଯ୍ୟଅସ୍ତ – ସଂଘ ୦୬/୧୭/୫୫ ରାହୁକାଳ – ଦିବା ଘ ୦୮/୩୮ ରୁ ଦିବା...
  • ଆଜିର ରାଶିଫଳ:ଶୁକ୍ରବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ  ଅଦ୍ୟ ବିଛା, ଧନୁ ଓ ମୀନ ରାଶିରେ ଘାତବାର । ସୂର୍ଯ୍ୟଉଦୟ – ପ୍ରାଘ ୦୫/୨୫/୩୭ ସୂର୍ଯ୍ୟଅସ୍ତ – ସଂଘ ୦୬/୧୮/୩୦ ରାହୁକାଳ – ଦିବା ଘ ୧୦/୧୫ ରୁ...
  • ଆଜିର ରାଶିଫଳ:ଗୁରୁବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ ସୂର୍ଯ୍ୟଉଦୟ- ପ୍ରାଘ୦୫/୨୨/୫୫, ସୂର୍ଯ୍ୟଅସ୍ତ – ସଂଘ ୦୬/୨୨/୩୬ ଅଦ୍ୟ ତୁଳା ଓ କୁମ୍ଭ ରାଶିର ଘାତବାର । ରାହୁକାଳ – ଦିବା ଘ ୦୧/୩୦ ରୁ ଦିବା ଘ ୦୩/୦୮...
  • ଆଜିର ରାଶିଫଳ:ମଙ୍ଗଳବାର

    Share this:ଜୟ ମା ମଙ୍ଗଳା ଜୟ ଶନି ଦେବ । ଅଦ୍ୟ ମକର ରାଶିର ଘାତବାର  ସୂର୍ଯ୍ୟଉଦୟ – ପ୍ରାଘ ୦୫/୨୪/୩୮ ସୂର୍ଯ୍ୟଅସ୍ତ – ସଂଘ ୦୬/୨୦/୦୯ ରାହୁକାଳ – ଦିବା ଘ ୦୩/୦୬ ରୁ ଦିବା ଘ ୦୪/୪୩...