ଦେଶରେ ଗ୍ୟାସ ଭିତିଭୂମିକୁ ବିକଶିତ କରିବା ପାଇଁ ଆମେରିକୀୟ କମ୍ପାନୀଙ୍କୁ ନିମନ୍ତ୍ରଣ କଲେ ଧର୍ମେନ୍ଦ୍ର ପ୍ରଧାନ

ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

Share this:

ନୂଆଦିଲ୍ଲୀ/ଭୁବନେଶ୍ୱର: ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ କେନିଥ୍ ଜଷ୍ଟରଙ୍କ ସହ ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶରେ ଗ୍ୟାସ ଭିତିଭୂମିକୁ ବିକଶିତ କରିବା ପାଇଁ ଆମେରିକୀୟ କମ୍ପାନୀ ମାନଙ୍କୁ ଆଗେଇ ଆସିବାକୁ ନିମନ୍ତ୍ରଣ କରିଛନ୍ତି । ଆଲୋଚନା କାଳରେ ଭାରତ ଓ ଆମେରିକା ଦ୍ୱିପାକ୍ଷିକ ସାମରିକ ଉର୍ଜା ଉପରେ ଉଭୟ ଆଲୋଚନା କରିଛନ୍ତି । ଦ୍ୱିପାକ୍ଷିକ ସାମରିକ ଭାଗିଦାରୀରେ ଉର୍ଜା ଏକ ମହତ୍ୱପୂର୍ଣ୍ଣ ଭୂମିକାରେ ଅବତୀର୍ଣ୍ଣ ହୋଇଛି ବୋଲି ଆମେରିକାର ରାଷ୍ଟ୍ରଦୂତ ମତପ୍ରକାଶ କରିଥିଲେ । ଏହାସହ ପ୍ରାକୃତିକ ଗ୍ୟାସ କ୍ଷେତ୍ରକୁ କିପରି ଅଧିକ ମଜବୁତ୍ କରାଯିବ ସେ ଦିଗରେ ଆଲୋଚନାରେ ଗୁରୁତ୍ୱାରୋପ କରାଯାଇଥିଲା । ଏହାବ୍ୟତିତ ଚଳିତବର୍ଷ ଜୁନରେ ଆରମ୍ଭ ହୋଇଥିବା ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ ଭଣ୍ଡାର କର୍ପୋରେସନ ଉପରେ ଉଭୟ ସମୀକ୍ଷା କରିଥିଲେ ।

  • Share this:ଭୁବନେଶ୍ୱର: “ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା – ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ...
  • Share this:New Delhi/Bhubaneswar : Dr. Brajraj Das, Senior Cardiologist, Apollo Hospitals, Bhubaneswar has been recognised internationally and got fellowship from prestigious Royal College of Physicians of London in 2020....
  • Share this: ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ...
  • Share this:ଭୁବନେଶ୍ୱର: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛି । ଦୀର୍ଘ ୨୦ ବର୍ଷ ଶାସନରେ ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇ ପାରୁନଥିବା ଶାସକ ଦଳ ଏବେ...
  • Share this:ବିହାର/ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାରର ବିକାଶ ଏବଂ ଲୋକଙ୍କ କଲ୍ୟାଣ ପାଇଁ ନିରନ୍ତର ଉଦ୍ୟମ କରୁଥିବା ବେଳେ ବିହାରବାସୀ ଏହି ନିର୍ବାଚନରେ ପୁଣି ଥରେ ମୋଦି-ନୀତିଶଙ୍କ ଡବଲ ଇଞ୍ଜିନ ସରକାରକୁ ନିଶ୍ଚିତ...

RELATED BY

  • RARE HONOUR

    Share this:New Delhi/Bhubaneswar : Dr. Brajraj Das, Senior Cardiologist, Apollo Hospitals, Bhubaneswar has been recognised internationally and got fellowship from prestigious Royal College of Physicians of London in 2020....
  • ନୀଳଶୈଳ ବିଶ୍ୱଭରି ଓଡ଼ିଆଙ୍କୁ ଯୋଡ଼ିବ

    Share this:କଟକ/ ଭୁବନେଶ୍ୱର/ଚେନ୍ନାଇ/ବେଙ୍ଗାଳୁରୁ/ ନୂଆଦିଲ୍ଲୀ/ୱାସିଂଟନ/ : ନୀଳଶୈଳ ବିଶ୍ୱ ଭରି ଓଡ଼ିଆଙ୍କୁ ଯୋଡ଼ିବା ପାଇଁ ସଂକଳ୍ପବଦ୍ଧ ବୋଲି ଘୋଷଣା କରାଯାଇଛି ।  ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ସଂଗଠନ ନୀଳଶୈଳର ୪୮ ତମ ବାର୍ଷିକ ଭରଚୁଆଲ ସମାରୋହର ଶୁଭାରମ୍ଭ...
  • Global western Odisha hosts International Online Nuakhai

    Share this:London/ Dubai/ New Delhi: Union Minister for Petroleum, Natural Gas and Steel Dharmendra Pradhan underlined the dire need of the worldwide exposure of the rich Art, Culture, tradition...
  • Odia Samaj Nigeria Hosts Webinar

    Share this:Lagos :  Odia Samaj Nigeria (OSAN) hosted and international webinar on the philosophy and cult of Lord Jagannath recently. Organized in association with Shree Jagannath chetana chintan Antarashtriya...