କବିତା ସଂକଳନ “ବିମ୍ବସ୍ନାନ”

ଉନ୍ମୋଚନ ହେଲା

Share this:

ଭୁବନେଶ୍ବର: ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କବି ରକ୍ଷକ ନାୟକଙ୍କ ସଦ୍ୟତମ କବିତା ସଂକଳନ “ବିମ୍ବସ୍ନାନ”କୁ ଉନ୍ମୋଚନ କରିଛନ୍ତି । ରାଜ୍ୟପାଳଙ୍କ ପାଖରେ ପ୍ରକାଶକ ବନୋଜ ତ୍ରିପାଠୀ ଓ କବି ତଥା ରାଜ୍ୟପାଳଙ୍କ ପିଆରଓ ରକ୍ଷକ ନାୟକ ଉପସ୍ଥିତ ଅଛନ୍ତି ।

RELATED BY

  • ବରିଷ୍ଠ ପ୍ରଶାସିକା ତଥା ସୁଲେଖିକା ଶୁଭା ଶର୍ମାଙ୍କ ନୂତନ ଉପନ୍ୟାସ ଉନ୍ମୋଚିତ

    Share this:ଭୁବନେଶ୍ୱର: ବରିଷ୍ଠ ପ୍ରଶାସିକା ତଥା ସୁଲେଖିକା ଶୁଭା ଶର୍ମାଙ୍କ ନୂତନ ଉପନ୍ୟାସ ‘ଦି ଆୱାସ୍ଥିସ୍‌ ଅଫ୍‌ ଆମ୍‌ନଗ୍ରି’ ଉନ୍ମୋଚିତ ହୋଇଯାଇଛି । ଗୁରୁବାର ଦିନ ଭୁବନେଶ୍ୱରଠାରେ ଆୟୋଜିତ ଅନ୍‌ଲାଇନ୍‌ ଉତ୍ସବରେ ଜ୍ଞାନପୀଠ ଓ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଲେଖିକା ଡ....
  • ‘ଶ୍ରେଷ୍ଠ ଷାଠିଏ’ ଉନ୍ମୋଚିତ

    Share this: ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ...
  • ପ୍ରତ୍ୟାବର୍ତ୍ତନ ଏକ ଅଧୂରା ପ୍ରେମର

    Share this: ଦୁଇଟି ମନ ଓ ହୃଦୟର ମିଳନରେ ଏକ ଅଜଣା ସଂପର୍କ ସୃଷ୍ଟି ହୁଏ ଏବଂ ତାହା କ୍ରମେ ପ୍ରେମରେ ପରିଣତ ହୁଏ । ସେହି ପ୍ରେମ ଦେହରେ ଏକ ନୂତନ ଆନନ୍ଦର ଶିହରଣ ସୃଷ୍ଟି କରେ ।...
  • ପ୍ରେମ ଏକ ବିଚ୍ଛେଦର

    Share this:ଜୀବନରେ ଏପରି କେତେକ ଘଟଣା ଘଟେ, ଯାହା କେବେ ଭୁଲିହୁଏ ନାହିଁ । ସେହିପରି ଜୀବନରେ ଘଟିଥିବା ପ୍ରେମ ମଧ୍ୟ ଅବିସ୍ମରଣୀୟ ହୋଇ ରହିଯାଏ । ଦୁଇଟି ଆଖିର ଆକର୍ଷଣରେ ପ୍ରେମ ସୃଷ୍ଟି ହୁଏ ଏବଂ ସେହି ପ୍ରେମ...