ଡକ୍ଟର ଏ.ଚେଲ୍ଲା କୁମାରଙ୍କ ଓଡିଶା ଗସ୍ତର କାର୍ଯ୍ୟସୂଚୀ

ଓଡିଶା କଂଗ୍ରେସ ପ୍ରଭାରୀ

Share this:

ଭୁବନେଶ୍ୱର : ଓଡିଶା କଂଗ୍ରେସ ପ୍ରଭାରୀ ଡକ୍ଟର ଏ. ଚେଲ୍ଲା କୁମାରଙ୍କ ୪ ଦିନିଆ ଓଡିଶା ଗସ୍ତର କାର୍ଯ୍ୟସୂଚୀ ।

★  ୨୧ ତାରିଖ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ନୂତନ ଜିଲ୍ଲା ସଭାପତି ମାନଙ୍କ ବୈଠକରେ ଯୋଗଦେବେ ।

★ ୨୨ ତାରିଖ ଦିନ ବାଲେଶ୍ୱର ଗସ୍ତରେ ଯାଇ  ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବେ ।

★  ୨୩ ତାରିଖ ଦିନ ତିର୍ତୋଲ ଗସ୍ତରେ ଯାଇ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେବେ ।

  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର :   ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ଅର୍ଥ ରାଶି...
  • Share this:ଭୁବନେଶ୍ଵର:ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ଶୁଶୀଳା ଦେବୀଙ୍କ ପରଲୋକରେ ରାଜ୍ୟ ଜଳ ସଂପଦ ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଗଭୀର ଶୋକ ପ୍ରକାଶ । ସ୍ବର୍ଗତ ଅମର ଆତ୍ମାର ସଦଗତି...
  • Share this:ଭୁବନେଶ୍ଵର: କେନ୍ଦ୍ରରେ ବିଜେପି ନେତୃତ୍ୱରେ ଏନ୍‌.ଡି.ଏ. ସରକାର ଗଠନ ହେବା ପରଠାରୁ ଜନଗଣଙ୍କର ମୌଳିକ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ଅଧିକାର ଓ ସାମ୍ବିଧାନିକ ସଂସ୍ଥା ଗୁଡିକ ଉପରେ ନିର୍ମମ ଆକ୍ରମଣ ଆରମ୍ଭ ହୋଇଛି । ସରକାରଙ୍କ ଏକଛତ୍ରବାଦୀ ଆକ୍ରମଣକୁ...
  • Share this:ଭୁବନେଶ୍ଵର : ଗୁରୁବାର ଦିନ ପୁରୀରେ କେ. ରମେଶ୍ ୩୦ବର୍ଷ ବୟସର ଜଣେ ଯୁବକର ପୋଲିସ ହେପାଜତରେ ମୃତ୍ୟୁ ହୋଇଛି । ତାହାପରେ ତାଙ୍କୁ ଅମାନବୀୟ ଭାବରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ୍‌ ସ୍ୱର୍ଗଦ୍ୱାରଠାରେ ଶବ ଦାହ...
  • Share this:ଭୁବନେଶ୍ଵର : ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା । ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ...

RELATED BY