‘ଶ୍ରେଷ୍ଠ ଷାଠିଏ’ ଉନ୍ମୋଚିତ

ଗଳ୍ପ ସଂକଳନ

Share this:

ଭୁବନେଶ୍ୱର:ବିଶିଷ୍ଟ ଗାଳ୍ପିକ ତଥା ପ୍ରଶାସକ ଶ୍ରୀ ବିଜୟ ନାୟକଙ୍କ ଦ୍ୱାରା ଲିଖିତ ଗଳ୍ପଗୁଡ଼ିକୁ ନେଇ ପ୍ରସ୍ତୁତ ଗଳ୍ପ ସଂକଳନ ‘ଶ୍ରେଷ୍ଠ ଷାଠିଏ’ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଗାଳ୍ପିକ ଶ୍ରୀ ନାୟକ ନିଜେ ୬୦ ବର୍ଷରେ ପଦାର୍ପଣ କରିଥିବାବେଳେ ତାଙ୍କ ଦ୍ୱାରା ଲିଖିତ ସୁନିର୍ବାଚିତ ୬୦ଟି ଗଳ୍ପକୁ ନେଇ ଏହି ଗଳ୍ପ ସଂକଳନ ପ୍ରକାଶ ପାଇଛି । ରାଜଭବନଠାରେ ଏକ ନିରାଡ଼ମ୍ବର ପରିବେଶ ମଧ୍ୟରେ ଆୟୋଜିତ ହୋଇଥିବା ଏହି ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମରେ ପ୍ରସିଦ୍ଧ କବି ପଦ୍ମଭୂଷଣ ଡ. ଶ୍ରୀ ରମାକାନ୍ତ ରଥ ଉପସ୍ଥିତ ଥିଲେ । କଟକର ବିଦ୍ୟାପୁରୀ ପ୍ରକାଶନ ସଂସ୍ଥା ଦ୍ୱାରା ୪୫୦ ପୃଷ୍ଠା ସମ୍ବଳିତ ଏହି ଗଳ୍ପ ପୁସ୍ତକ ପାଠକୀୟ ଶ୍ରଦ୍ଧା ଲାଭ କରିବ ବୋଲି ଆଶା
କରାଯାଇଛି ।

  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର :   ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ଅର୍ଥ ରାଶି...
  • Share this:ଭୁବନେଶ୍ଵର:ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ଶୁଶୀଳା ଦେବୀଙ୍କ ପରଲୋକରେ ରାଜ୍ୟ ଜଳ ସଂପଦ ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଗଭୀର ଶୋକ ପ୍ରକାଶ । ସ୍ବର୍ଗତ ଅମର ଆତ୍ମାର ସଦଗତି...
  • Share this:ଭୁବନେଶ୍ଵର: କେନ୍ଦ୍ରରେ ବିଜେପି ନେତୃତ୍ୱରେ ଏନ୍‌.ଡି.ଏ. ସରକାର ଗଠନ ହେବା ପରଠାରୁ ଜନଗଣଙ୍କର ମୌଳିକ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ଅଧିକାର ଓ ସାମ୍ବିଧାନିକ ସଂସ୍ଥା ଗୁଡିକ ଉପରେ ନିର୍ମମ ଆକ୍ରମଣ ଆରମ୍ଭ ହୋଇଛି । ସରକାରଙ୍କ ଏକଛତ୍ରବାଦୀ ଆକ୍ରମଣକୁ...
  • Share this:ଭୁବନେଶ୍ଵର : ଗୁରୁବାର ଦିନ ପୁରୀରେ କେ. ରମେଶ୍ ୩୦ବର୍ଷ ବୟସର ଜଣେ ଯୁବକର ପୋଲିସ ହେପାଜତରେ ମୃତ୍ୟୁ ହୋଇଛି । ତାହାପରେ ତାଙ୍କୁ ଅମାନବୀୟ ଭାବରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ୍‌ ସ୍ୱର୍ଗଦ୍ୱାରଠାରେ ଶବ ଦାହ...
  • Share this:ଭୁବନେଶ୍ଵର : ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା । ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ...

RELATED BY

  • କବିତା ସଂକଳନ “ବିମ୍ବସ୍ନାନ”

    Share this: ଭୁବନେଶ୍ବର: ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କବି ରକ୍ଷକ ନାୟକଙ୍କ ସଦ୍ୟତମ କବିତା ସଂକଳନ “ବିମ୍ବସ୍ନାନ”କୁ ଉନ୍ମୋଚନ କରିଛନ୍ତି । ରାଜ୍ୟପାଳଙ୍କ ପାଖରେ ପ୍ରକାଶକ ବନୋଜ ତ୍ରିପାଠୀ ଓ କବି ତଥା ରାଜ୍ୟପାଳଙ୍କ ପିଆରଓ ରକ୍ଷକ...
  • ପ୍ରତ୍ୟାବର୍ତ୍ତନ ଏକ ଅଧୂରା ପ୍ରେମର

    Share this: ଦୁଇଟି ମନ ଓ ହୃଦୟର ମିଳନରେ ଏକ ଅଜଣା ସଂପର୍କ ସୃଷ୍ଟି ହୁଏ ଏବଂ ତାହା କ୍ରମେ ପ୍ରେମରେ ପରିଣତ ହୁଏ । ସେହି ପ୍ରେମ ଦେହରେ ଏକ ନୂତନ ଆନନ୍ଦର ଶିହରଣ ସୃଷ୍ଟି କରେ ।...
  • ପ୍ରେମ ଏକ ବିଚ୍ଛେଦର

    Share this:ଜୀବନରେ ଏପରି କେତେକ ଘଟଣା ଘଟେ, ଯାହା କେବେ ଭୁଲିହୁଏ ନାହିଁ । ସେହିପରି ଜୀବନରେ ଘଟିଥିବା ପ୍ରେମ ମଧ୍ୟ ଅବିସ୍ମରଣୀୟ ହୋଇ ରହିଯାଏ । ଦୁଇଟି ଆଖିର ଆକର୍ଷଣରେ ପ୍ରେମ ସୃଷ୍ଟି ହୁଏ ଏବଂ ସେହି ପ୍ରେମ...
  • ପ୍ରତାରଣା ଏକ ପ୍ରେମର

    Share this:ମନୁଷ୍ୟ ଜୀବନରେ ବହୁତ କିଛି ଆଶା କରିଥାଏ, ବହୁତ ସୁନ୍ଦର ସୁନ୍ଦର ସ୍ୱପ୍ନ ଦେଖିଥାଏ । ସେହିପରି ତା ଜୀବନରେ ମଧ୍ୟ ପ୍ରେମ ଘଟିଥାଏ, ପ୍ରେମ ଆପେ ଆପେ ହୋଇଯାଇଥାଏ । କିନ୍ତୁ ସେହି ପ୍ରେମ ଯେ ତାର...