ନବ ନିର୍ବାଚିତ ବିଧାୟକ ଶପଥ ନେଲେ

ସ୍ୱରୂପ କୁମାର ଦାଶ ଏବଂ ବିଜୟ ଶଙ୍କର ଦାସ

Share this:


ଭୁବନେଶ୍ୱର: ବାଲେଶ୍ୱର ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ବିଧାୟକ ସ୍ୱରୂପ କୁମାର ଦାଶ ଏବଂ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ବିଧାୟକ ବିଜୟ ଶଙ୍କର ଦାସ ବୁଧବାର ଦିନ  ବିଧାୟକ ରୂପେ ଶପଥପାଠ କରିଛନ୍ତି ।  ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଏହି ନବନିର୍ବାଚିତ ବିଧାୟକ ଦ୍ୱୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ । ଉକ୍ତ ଶପଥ ପାଠ ଉତ୍ସବରେ ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମଧ୍ୟ ଉପସ୍ଥିତ ଥିଲେ ।

  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର :   ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ଅର୍ଥ ରାଶି...
  • Share this:ଭୁବନେଶ୍ଵର:ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ଶୁଶୀଳା ଦେବୀଙ୍କ ପରଲୋକରେ ରାଜ୍ୟ ଜଳ ସଂପଦ ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଗଭୀର ଶୋକ ପ୍ରକାଶ । ସ୍ବର୍ଗତ ଅମର ଆତ୍ମାର ସଦଗତି...
  • Share this:ଭୁବନେଶ୍ଵର: କେନ୍ଦ୍ରରେ ବିଜେପି ନେତୃତ୍ୱରେ ଏନ୍‌.ଡି.ଏ. ସରକାର ଗଠନ ହେବା ପରଠାରୁ ଜନଗଣଙ୍କର ମୌଳିକ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ଅଧିକାର ଓ ସାମ୍ବିଧାନିକ ସଂସ୍ଥା ଗୁଡିକ ଉପରେ ନିର୍ମମ ଆକ୍ରମଣ ଆରମ୍ଭ ହୋଇଛି । ସରକାରଙ୍କ ଏକଛତ୍ରବାଦୀ ଆକ୍ରମଣକୁ...
  • Share this:ଭୁବନେଶ୍ଵର : ଗୁରୁବାର ଦିନ ପୁରୀରେ କେ. ରମେଶ୍ ୩୦ବର୍ଷ ବୟସର ଜଣେ ଯୁବକର ପୋଲିସ ହେପାଜତରେ ମୃତ୍ୟୁ ହୋଇଛି । ତାହାପରେ ତାଙ୍କୁ ଅମାନବୀୟ ଭାବରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ୍‌ ସ୍ୱର୍ଗଦ୍ୱାରଠାରେ ଶବ ଦାହ...
  • Share this:ଭୁବନେଶ୍ଵର : ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା । ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ...

RELATED BY