ମିଳିତ ମଞ୍ଚର ଧର୍ମଘଟ ଡାକରାକୁ ସମର୍ଥନ ଦେଲା କଂଗ୍ରେସ

୨୬.୧୧.୨୦୨୦ ତାରିଖରେ ଧର୍ମଘଟ

Share this:

ଭୁବନେଶ୍ୱର :  କେନ୍ଦ୍ର ବିଜେପି ସରକାର ଶ୍ରମିକମାନଙ୍କ ସ୍ୱାର୍ଥକୁ ଅଣଦେଖା କରି ସଂସଦରେ ଆଣିଥିବା ଶ୍ରମକୋର୍ଡକୁ ବାତିଲ, କୃଷକ ବିରୋଧି ଆଇନ୍ ଏବଂ ରାଷ୍ଟ୍ରୀୟ ସଂପତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ୨୬.୧୧.୨୦୨୦ତାରିଖ  ଦିନ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା – INTUC, AITUC, HMS, CITU, AIUTUC, AICCTU  ପ୍ରଭୃତି ଧର୍ମଘଟ ଡାକରା ଦେଇଛନ୍ତି । ଏହି ଧର୍ମଘଟ ଡାକରାକୁ ସଫଳ କରିବା ପାଇଁ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନର ମିଳିତ ମଞ୍ଚର ନେତୃବୃନ୍ଦ ରାମଚନ୍ଦ୍ର ଖୁଂଟିଆ, ରାମକୃଷ୍ଣ ପଣ୍ଡା, ବିରେନ୍ଦ୍ର ଦାସ, ମହେନ୍ଦ୍ର ପରିଡା ଓ କିଶୋର ଜେନା ପ୍ରମୁଖ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କୁ ଭେଟି ସମର୍ଥନ ଲୋଡିଥିଲେ । ପିସିସି ସଭାପତି ଶ୍ରୀ ପଟ୍ଟନାୟକ ସେମାନଙ୍କ ସହିତ ଆଲୋଚନା କରିବା ପରେ ରାଜ୍ୟର ଜନସାଧାରଣଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି ଧର୍ମଘଟ ଡାକରାକୁ କଂଗ୍ରେସ ଦଳ ସଂପୂର୍ଣ୍ଣ ସମର୍ଥନ କରିବ ବୋଲି ଘୋଷଣା କରିବା ସହିତ ଏହାକୁ ସଫଳ କରିବା ପାଇଁ ସମସ୍ତ ଜିଲ୍ଲା କଂଗ୍ରେସ କମିଟି ରାଜ୍ୟର ଛାମୁଆ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ସାହାଯ୍ୟ ଓ ସହଯୋଗ କାମନା କରିଛନ୍ତି ।

 

  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର :   ପୂର୍ବ ସରକାର ତୁଳନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରରେ ‘ଅନ୍ନଦାତା’ଙ୍କ ହାତମୁଠାକୁ ଅଧିକ ମଜବୁତ୍ କରାଯାଇଛି । ବିଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ବିଭିନ୍ନ କୃଷି ଯୋଜନା ତଥା ଡିବିଟି ଜରିଆରେ ଅର୍ଥ ରାଶି...
  • Share this:ଭୁବନେଶ୍ଵର:ଓଡିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଧର୍ମପତ୍ନୀ ଶୁଶୀଳା ଦେବୀଙ୍କ ପରଲୋକରେ ରାଜ୍ୟ ଜଳ ସଂପଦ ,ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଗଭୀର ଶୋକ ପ୍ରକାଶ । ସ୍ବର୍ଗତ ଅମର ଆତ୍ମାର ସଦଗତି...
  • Share this:ଭୁବନେଶ୍ଵର: କେନ୍ଦ୍ରରେ ବିଜେପି ନେତୃତ୍ୱରେ ଏନ୍‌.ଡି.ଏ. ସରକାର ଗଠନ ହେବା ପରଠାରୁ ଜନଗଣଙ୍କର ମୌଳିକ ଗଣତାନ୍ତ୍ରିକ ଓ ସାମ୍ବିଧାନିକ ଅଧିକାର ଓ ସାମ୍ବିଧାନିକ ସଂସ୍ଥା ଗୁଡିକ ଉପରେ ନିର୍ମମ ଆକ୍ରମଣ ଆରମ୍ଭ ହୋଇଛି । ସରକାରଙ୍କ ଏକଛତ୍ରବାଦୀ ଆକ୍ରମଣକୁ...
  • Share this:ଭୁବନେଶ୍ଵର : ଗୁରୁବାର ଦିନ ପୁରୀରେ କେ. ରମେଶ୍ ୩୦ବର୍ଷ ବୟସର ଜଣେ ଯୁବକର ପୋଲିସ ହେପାଜତରେ ମୃତ୍ୟୁ ହୋଇଛି । ତାହାପରେ ତାଙ୍କୁ ଅମାନବୀୟ ଭାବରେ ତାଙ୍କ ଘର ଲୋକଙ୍କୁ ନଜଣାଇ ପୋଲିସ୍‌ ସ୍ୱର୍ଗଦ୍ୱାରଠାରେ ଶବ ଦାହ...
  • Share this:ଭୁବନେଶ୍ଵର : ଧାରା ୩୭୦ ଏବଂ ୩୫(କ) ଭାରତୀୟ ସମ୍ବିଧାନର ଅସ୍ଥାୟୀ ଅଙ୍ଗ ଥିଲା । ଉଭୟ ଲୋକସଭା ଏବଂ ରାଜ୍ୟସଭାରେ ବିସ୍ତୃତ ଆଲୋଚନା କରାଯାଇ ଗତ ବର୍ଷ ଅଗଷ୍ଟ ୫ ତାରିଖ ଦିନ ଏହି ଦୁଇଟି ଧାରାକୁ...

RELATED BY