ଆରମ୍ଭ ହେଲା କଟନଫ୍ୟାବ୍

୧୨ତମ

Share this:

ଭୁବନେଶ୍ଵର: ପ୍ରଦର୍ଶନୀ ପଡ଼ିଆଠାରେ ଏକ ବଡ଼ଧରଣର ରେଶମ ଓ ସୂତାବସ୍ତ୍ର ପ୍ରଦର୍ଶନୀ କଟନଫ୍ୟାବ୍-୨୦୨୦ ଶନିବାର ଦିନ ଠାରୁ ଆରମ୍ଭ ହୋଇଛି । ଏହି ପ୍ରଦର୍ଶନୀ ଭୁବନେଶ୍ଵରର ମଧ୍ୟମ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଦ୍ଵାରା ଉଦଘାଟନ ହୋଇଛି । ଏହି ପ୍ରଦର୍ଶନୀ ଜାନୁଆରୀ ୧୪ ପର୍ଯ୍ୟନ୍ତ ଚାଳିବ । ୧୨ଟି ରାଜ୍ୟର ୧୨୨ଟି ହସ୍ତଶିଳ୍ପୀ ଏହି ମେଳାରେ ଯୋଗ ଦେଇଛନ୍ତି । ୧୨ତମ କଟନଫ୍ୟାବ୍ ର ଆୟୋଜକ ଜାଭେଦ ଆଲାମ୍ ସହିତ ଅନେକ ବିଶିଷ୍ଟ ଅତିଥିଗଣ ଉପସ୍ଥିତ ଥିଲେ

  • Share this:ଭୁବନେଶ୍ୱର : ଚଳିତ ବର୍ଷ ଓଡିଶାର ୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ଏବଂ ରଜତ କର, ନନ୍ଦ ପୃଷ୍ଟି, ଶାନ୍ତି...
  • Share this:ଭୁବନେଶ୍ୱର : ମଙ୍ଗଳବାର ପ୍ରିୟ ଭାଇ ଓ ଭଉଣୀମାନେ, ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା...
  • Share this:ଭୁବନେଶ୍ୱର : ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି । ଏହି କାର୍ଯ୍ୟର କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା...
  • Share this:ଭୁବନେଶ୍ୱର : ୧୭ ତାରିଖରେ କେନ୍ଦୁଝର ଠାରେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବାକୁ ପ୍ରଦେଶ କଂଗ୍ରେସ କମିଟି ସଭାପତି ଯାଉଥିବା ସମୟରେ ତାଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହୋଇଛି କଂଗ୍ରେସ ।...
  • Share this:ଭୁବନେଶ୍ୱର : ଗତ ୧୭ ତାରିଖରେ କେନ୍ଦୁଝର ଗସ୍ତରେ ଯାଉଥିବା ବେଳେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ କିଛି ଅସାମାଜିକ ଯୁବକ ଆକ୍ରମଣ କରିଥିଲେ । ପରବର୍ତୀ ଅବସ୍ଥାରେ ସେମାନଙ୍କ ଭିତରୁ  ସଂଜୟ ମହାନ୍ତି...

RELATED BY