ମା’ ହିଙ୍ଗୁଳାଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ

ତାଳଚେରର ଅଧିଷ୍ଠାତ୍ରୀ ଦେବୀ

Share this:

ଅନୁଗୁଳ:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ପ୍ରତ୍ୟକ୍ଷ ଦର୍ଶନ କରି ନିଜକୁ କୁତାର୍ଥ ମନେ କରୁଥିବା କହିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଲୋକମାନଙ୍କ ସହଯୋଗ କାରଣରୁ ମା’ ହିଙ୍ଗୁଳାଙ୍କ ମନ୍ଦିରର ଭବ୍ୟତା ବଢ଼ୁଛି । ଏଠାକାର ଟ୍ରଷ୍ଟ ମନ୍ଦିରର ବହୁ ଉନ୍ନୟନ କାମ ଆରମ୍ଭ କରିଥିବା ବେଳେ ଆଗାମୀ ଦିନରେ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ସହ ଆଲୋଚନା କରାଯାଇ ମନ୍ଦିରର ସୌନ୍ଦର୍ଯ୍ୟକରଣକୁ ଅଧିକ ଗୁରୁତ୍ୱ ଦିଆଯାଇ ସ୍ଥାନୀୟ ଅର୍ଥନୀତିକୁ ମଜବୁତ୍ କରାଯିବ । ମା’ଙ୍କ ପାଖରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି ।

RELATED BY

  • ଗଣତନ୍ତ୍ରକୁ କଣ୍ଠରୋଧ କରାଯାଉଛି : ନିରଞ୍ଜନ ପଟ୍ଟନାୟକ

    Share this:ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମଙ୍ଗଳବାର ଦିନ ପବିତ୍ର ସାଧାରଣତନ୍ତ୍ର ଦିବସ କଂଗ୍ରେସ ଭବନ ଭୁବନେଶ୍ୱରଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ପତାକା ଉତୋଳନ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ...
  • ଓଡିଶା ପାଇଁ ଖୁସି ଓ ଗୌରବର ବିଷୟ

    Share this:ଭୁବନେଶ୍ୱର : ଚଳିତ ବର୍ଷ ଓଡିଶାର ୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ଏବଂ ରଜତ କର, ନନ୍ଦ ପୃଷ୍ଟି, ଶାନ୍ତି...
  • ବିଧାୟକ ମୋହନ ମାଝୀ ମିଛୁଆ

    Share this:ଭୁବନେଶ୍ୱର : ଗତ ୧୭ ତାରିଖରେ କେନ୍ଦୁଝର ଗସ୍ତରେ ଯାଉଥିବା ବେଳେ ପିସିସି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ କିଛି ଅସାମାଜିକ ଯୁବକ ଆକ୍ରମଣ କରିଥିଲେ । ପରବର୍ତୀ ଅବସ୍ଥାରେ ସେମାନଙ୍କ ଭିତରୁ  ସଂଜୟ ମହାନ୍ତି...
  • ସମଲେଶ୍ବରୀ ମନ୍ଦିରର ପାରିପାର୍ଶିକ ବିକାଶ ଓ ସୌନ୍ଦର୍ଯ୍ୟକରଣ ଖୁବଶୀଘ୍ର ଆରମ୍ଭ କରାଯିବ : ୫-ଟି

    Share this:ସମ୍ବଲପୁର: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ ଓ ପାରିପାର୍ଶିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଙ୍ଗଳବାର ଦିନ...