ସବୁ କ୍ଷେତ୍ରରେ ରାଜ୍ୟ ଜାତୀୟ ସ୍ତରରେ ପଛୁଆ ଥିବାବେଳେ ନବୀନ ୧ ନମ୍ବର ହେଲେ କେମିତି ?

: ନିରଞ୍ଜନ

Share this:

https://www.facebook.com/OdishaNewsPress/videos/484634429604119

ଭୁବନେଶ୍ୱର : ରାଜ୍ୟରେ ଦଣ୍ଡହାର ୪ ପ୍ରତିଶତ ଥିବା ବେଳେ ଗୁଡ଼ଗଭର୍ନାନ୍ସ ତଳ ଆଡ଼ୁ ୪ ନମ୍ବର, ନିଖୋଜ ଶିଶୁଙ୍କୁ ଉଦ୍ଧାର କରିବାରେ ରାଜ୍ୟ ପୋଲିସ୍‌କୁ ମାତ୍ର ୨୭ ପ୍ରତିଶତ ସଫଳତା ମିଳିଛି, ବେକାରି ବୃଦ୍ଧିରେ ୧ ନମ୍ବର, ସେହିପରି ଚାଷୀମାନଙ୍କ ପ୍ରତି ଯାହା ପ୍ରତିଶୃତି ଦେଇଥିଲେ ତାହା କରିପାରି ନାହାଁନ୍ତି । ରାଜ୍ୟରେ ଶ୍ରମିକମାନେ ହତାସ ହୋଇ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି । ରାଜ୍ୟରେ ରାଜନୈତିକ ହିଂସା ବୃଦ୍ଧି ପାଉଛି । ନାରୀ ନିର୍ଯ୍ୟାତନାରେ ରାଜ୍ୟ ଦ୍ୱିତୀୟରେ ଅଛି । ହାରାହାରି ଭାବେ ଦେଖିବାକୁ ଗଲେ ରାଜ୍ୟ ୨୫ନମ୍ବରରେ ସ୍ଥାନ ପାଇଛି । ଏହି ପରୀପ୍ରେକ୍ଷୀରେ ନବୀନ ୧ନମ୍ବର ମୁଖ୍ୟମନ୍ତ୍ରୀ ହେଲେ କେମିତି ବୋଲି ଶନିବାର ଦିନ ପ୍ରେସବାର୍ତାରେ ପ୍ରଶ୍ନ କରିଛନ୍ତି ପିସିିସି ସଭାପତି ନିରଞ୍ଜନ ପଟ୍ଟନାୟକ । କେବଳ ପ୍ରତିଶୃତି, ପ୍ରତାରଣା ଓ ପ୍ରଚାରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଚାଲିଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଜନମତକୁ ଭ୍ରମିତ କରିବା ହେଉ ବା ବିଗୁଡ଼ିଥିବା ଭାବମୂର୍ତିକୁ ସଜାଡ଼ିବା ପାଇଁ ବହୁଳ ଅର୍ଥ ବ୍ୟୟ କରି ଏଭଳି ଏକ ପୁରସ୍କାର ଯୋଗାଡ଼ କରିଛନ୍ତି ବୋଲି ଶ୍ରୀ ପଟ୍ଟନାୟକ ଆଶଙ୍କା କରିଛନ୍ତି ।

  • Share this:ପୁରୀ: ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶ୍ରୀମନ୍ଦିର ପ୍ରଶାସନକୁ ବ୍ୟକ୍ତିଗତ ଭାବରେ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ସମଗ୍ର ହିନ୍ଦୁ ସମାଜ ବିଶେଷ...
  • Share this:ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୭,୧୯୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୩୪, ୫୧୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।  ୧୯୧୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା...
  • Share this:ଭୁବନେଶ୍ୱର: ମାନବୀୟ ବେଦନାକୁ ସମ୍ବେଦନାରେ ପରିଣତ କରେ ସାହିତ୍ୟ । କ୍ରନ୍ଦନକୁ ବନ୍ଦନରେ ରୂପାନ୍ତରିତ କରେ ସାହିତ୍ୟ । ସାହିତ୍ୟିକ ହେଉଛି ବାସ୍ତବରେ ନିଷ୍କାମ କର୍ମଯୋଗୀ । କୌଣସି ପ୍ରତ୍ୟାଶା ନରଖି ସେ ସମାଜର ହିତସାଧନ କରୁଥାଏ ବୋଲି...
  • Share this:ଭୁବନେଶ୍ୱର : ନୂତନ ଭାବେ ଦାୟୀତ୍ୱ ଗ୍ରହଣ କରିଥିବା ରାଷ୍ଟ୍ରୀୟ ଅନୁସୁଚିତ ଜନଜାତି ଆୟୋଗ ସଦସ୍ୟ ତଥା ପୂର୍ବତନ ସାଂସଦଶ୍ରୀ ଅନନ୍ତ ନାୟକଙ୍କ ପ୍ରଥମ ଓଡିଶା ଗସ୍ତ ଅବସରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପୁଷ୍ପଗୁଚ୍ଛ ଦେଇ...
  • Share this:ପୁରୀ: ଶ୍ରୀକ୍ଷେତ୍ର ପୁରୀର ସର୍ବାଙ୍ଗୀନ ବିକାଶ ତଥା ଲୋକଙ୍କ ଜୀବନଜୀବିକାରେ ପରିବର୍ତନ ଓ ରୋଜଗାର ବଢ଼ାଇବା ପାଇଁ ମୋଦି ସରକାର ପୁରୀ ପାଇଁ ୧୭୫ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ବୋଲି ପୁରୀ ଠାରେ ଗେଲ ଗ୍ୟାସ ଲିମିଟେଡ୍...

RELATED BY