20/01/2021
Share this:
ଭୁବନେଶ୍ୱର : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ମୟୁରଭଞ୍ଜ ଜିଲ୍ଲା (ରାଇରଙ୍ଗପୁର ସାଂଗଠନିକ ଜିଲ୍ଲା) କରଞ୍ଜିଆ (ବିଜ୍ଞାପିତ) ନଗର ସଭାପତି ଶ୍ରୀ ରୋହିତ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଗିରିଧାରୀ ପୃଷ୍ଟିଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।