ନଗର ସଭାପତି ରୋହିତ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଗିରିଧାରୀ ପୃଷ୍ଟି ନିଲମ୍ବିତ

ଦଳବିରୋଧୀ କାର୍ଯ୍ୟ ଯୋଗୁଁ

Share this:

ଭୁବନେଶ୍ୱର : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ମୟୁରଭଞ୍ଜ ଜିଲ୍ଲା (ରାଇରଙ୍ଗପୁର ସାଂଗଠନିକ ଜିଲ୍ଲା) କରଞ୍ଜିଆ (ବିଜ୍ଞାପିତ) ନଗର ସଭାପତି ଶ୍ରୀ ରୋହିତ ପୃଷ୍ଟି ଏବଂ ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଗିରିଧାରୀ ପୃଷ୍ଟିଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଗଲା ବୋଲି ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।

  • Share this:ପୁରୀ: ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଶ୍ରୀମନ୍ଦିର ପ୍ରଶାସନକୁ ବ୍ୟକ୍ତିଗତ ଭାବରେ ନିଜ ଦରମାରୁ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପ୍ରଦାନ କରିଛନ୍ତି । ଏହି ଅବସରରେ ସମଗ୍ର ହିନ୍ଦୁ ସମାଜ ବିଶେଷ...
  • Share this:ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ସମୁଦାୟ ୩,୩୭,୧୯୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୩,୩୪, ୫୧୯ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତି ।  ୧୯୧୬ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତ୍ୟୁ ହୋଇଛି । ସକ୍ରିୟ ଥିବା...
  • Share this:ଭୁବନେଶ୍ୱର: ମାନବୀୟ ବେଦନାକୁ ସମ୍ବେଦନାରେ ପରିଣତ କରେ ସାହିତ୍ୟ । କ୍ରନ୍ଦନକୁ ବନ୍ଦନରେ ରୂପାନ୍ତରିତ କରେ ସାହିତ୍ୟ । ସାହିତ୍ୟିକ ହେଉଛି ବାସ୍ତବରେ ନିଷ୍କାମ କର୍ମଯୋଗୀ । କୌଣସି ପ୍ରତ୍ୟାଶା ନରଖି ସେ ସମାଜର ହିତସାଧନ କରୁଥାଏ ବୋଲି...
  • Share this:ଭୁବନେଶ୍ୱର : ନୂତନ ଭାବେ ଦାୟୀତ୍ୱ ଗ୍ରହଣ କରିଥିବା ରାଷ୍ଟ୍ରୀୟ ଅନୁସୁଚିତ ଜନଜାତି ଆୟୋଗ ସଦସ୍ୟ ତଥା ପୂର୍ବତନ ସାଂସଦଶ୍ରୀ ଅନନ୍ତ ନାୟକଙ୍କ ପ୍ରଥମ ଓଡିଶା ଗସ୍ତ ଅବସରରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ପୁଷ୍ପଗୁଚ୍ଛ ଦେଇ...
  • Share this:ପୁରୀ: ଶ୍ରୀକ୍ଷେତ୍ର ପୁରୀର ସର୍ବାଙ୍ଗୀନ ବିକାଶ ତଥା ଲୋକଙ୍କ ଜୀବନଜୀବିକାରେ ପରିବର୍ତନ ଓ ରୋଜଗାର ବଢ଼ାଇବା ପାଇଁ ମୋଦି ସରକାର ପୁରୀ ପାଇଁ ୧୭୫ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ବୋଲି ପୁରୀ ଠାରେ ଗେଲ ଗ୍ୟାସ ଲିମିଟେଡ୍...

RELATED BY