ବିଏମସିକୁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର

କୋଭିଡ଼ ପରିଚାଳନା ପାଇଁ

Share this:

ଭୁବନେଶ୍ୱର : ଭୁବନେଶ୍ୱର ରେ କୋଭିଡ଼ ମହାମାରୀ ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଆଉ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟଯେ ପୂର୍ବରୁ ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ କୁ 77 କୋଟି ଟଙ୍କା ଦିଆଯାଇଛି । ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ କୋଭିଡ଼ ହସ୍ପିଟାଲ ରହିଛି ଏବଂ ଚିକିତ୍ସିତ ରୋଗୀଙ୍କ ସଂଖ୍ୟା ମଧ୍ୟ ଏଠାରେ ସର୍ବାଧିକ । ଚିକିତ୍ସା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ କୋଭିଡ଼ ରୋଗୀ ଭୁବନେଶ୍ୱରକୁ ଆସିଥାନ୍ତି । ତେଣୁ ଭୁବନେଶ୍ୱରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅର୍ଥ ମଜୂର କରାଯାଇଛି ।

  • Share this:ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ୱାନଙ୍କ ସହ ସାଗର ବୀନା ଠାରେ ବିପିସିଏଲର ବୀନା ରିଫାଇନାରୀ ନିକଟରେ ନବନିର୍ମିତ ୨୦୦ ଅକ୍ସିଜେନ୍ ସୁବିଧା ଥିବା ଶଯ୍ୟା ବିଶିଷ୍ଟ ଅସ୍ଥାୟୀ...
  • Share this:Bhubaneswar: Chief Minister Shri Naveen Patnaik Friday released a Collection of Poems ‘Beyond Here and Other Poems’. Written by senior bureaucrat Shri Bishnupada Sethi, ‘Beyond Here and Other...
  • Share this:ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ପଶ୍ଚିମ ଓଡିଶାର ୧୧ଟି ଜିଲ୍ଲାରେ କୋଭିଡ ପରିଚାଳନା ପାଇଁ ଆହୁରି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ...
  • Share this:ଭୁବନେଶ୍ୱର:୨୦୨୦ ମସିହାରୁ  ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୩୭, ୨୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୭,୬୪, ୬୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି ।  ୩୧୬୭ ଜଣ କୋଭିଡ୍‌-୧୯ ରୋଗୀଙ୍କର  ମୃତ୍ୟୁ ହୋଇଛି...
  • Share this:ନୂଆଦିଲ୍ଲୀ/ଭୁବନେଶ୍ୱର:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ଜରିଆରେ ଛତିଶଗଡ଼ରେ ସେଲର ଭିଲାଇ ଇସ୍ପାତ୍ କାରଖାନା ପରିସରରେ ଅକ୍ସିଜେନ୍ ସଂଯୁକ୍ତ ୧୧୪ ବେଡ୍ ବିଶିଷ୍ଟ ଜୁମ୍ବୋ କୋଭିଡ୍ କେୟାର ସେଣ୍ଟରର ଲୋକାର୍ପଣ କରିଛନ୍ତି । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ...

RELATED BY