କରୋନାରେ ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୬୯,୩୩୩

ଓଡ଼ିଶାରେ

Share this:

ଭୁବନେଶ୍ୱର:୨୦୨୦ ମସିହାରୁ  ବର୍ତ୍ତମାନ ସୁଦ୍ଧା ସମୁଦାୟ ୮,୩୭, ୨୨୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୭,୬୪, ୬୭୩ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇ ଡାକ୍ତରଖାନାରୁ ଫେରିଛନ୍ତି ।  ୩୧୬୭ ଜଣ କୋଭିଡ୍‌-୧୯ ରୋଗୀଙ୍କର  ମୃତ୍ୟୁ ହୋଇଛି । ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟ ୬୯,୩୩୩ ରହିଛି

RELATED BY