ସୁରେଶ ମହାପାତ୍ର କଟକ ନଗର କଂଗ୍ରେସ କମିଟିର ସଭାପତି ହେଲେ

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଶୁକ୍ରବାର ଦିନ ବରିଷ୍ଠ କଂଗ୍ରେସ ନେତା ତଥା ପ୍ରଦେଶ କଂଗ୍ରେସ କମିଟିର ଉପସଭାପତି ଶ୍ରୀ ସୁରେଶ କୁମାର ମହାପାତ୍ରଙ୍କୁ କଟକ ନଗର କଂଗ୍ରେସ କମିଟିର ମଧ୍ୟବର୍ତିକାଳନୀ ସଭାପତି ରୂପେ ନିଯୁକ୍ତି ପ୍ରଦାନ କରିଛନ୍ତି । ଶ୍ରୀଯୁକ୍ତ ମହାପାତ୍ର ତାଙ୍କର ଦାୟୀତ୍ୱକୁ ସୂଚାରୂରୂପେ ନିର୍ବାହ କରିବେ ବୋଲି ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ଆଶା ଓ ବିଶ୍ୱାସ ରଖିଛନ୍ତି ବୋଲି ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *