ଭୁବନେଶ୍ୱର:ଓଡ଼ିଆମାନଙ୍କର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନାର କେନ୍ଦ୍ରବିନ୍ଦୁ ହେଉଛନ୍ତି ପ୍ରଭୁ ଜଗନ୍ନାଥ । ରଥଯାତ୍ରା ହେଉଛି ଓଡ଼ିଆ ଜାତିର ସବୁଠାରୁ ଶ୍ରେଷ୍ଠ ପର୍ବ । ଦେଶବିଦେଶରୁ ଭକ୍ତମାନେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରକୁ ଆସନ୍ତି । ଚଳିତ ରଥଯାତ୍ରାରେ ସୂଚନା ଓ ଲୋକସଂପର୍କ ବିଭାଗ ଉପରେ ନ୍ୟସ୍ତ ସମସ୍ତ କାର୍ଯ୍ୟକୁ ଅଧିକ ଆନ୍ତରିକତା ଓ ବ୍ୟବସ୍ଥିତ ଢଙ୍ଗରେ ନିର୍ବାହ କରି ରଥଯାତ୍ରାକୁ ଅଧିକ ସରସସୁନ୍ଦର କରିବା ପାଇଁ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ କହିଛନ୍ତି । ସୋମବାର ଦିନ ଲୋକସଂପର୍କ ଭବନସ୍ଥିତ ସମ୍ମିଳନୀ କକ୍ଷରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା-୨୦୨୩ ଉପଲକ୍ଷେ ଆୟୋଜିତ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଶ୍ରୀ ଅମାତ ବିଗତ ବର୍ଷମାନଙ୍କରେ ଦେଖଯାଇଥିବା ଅସୁବିଧାଗୁଡ଼ିକର ସମାଧାନ ଉପରେ ବିଶେଷ ଦୃଷ୍ଟି ଦେଇ ଚଳିତ ବର୍ଷର ରଥାଯାତ୍ରାକୁ ଅଧିକ ଶୃଙ୍ଖଳିତ କରିବା ପାଇଁ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ । ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ କହିଲେ ଯେ ରଥଯାତ୍ରା ହେଉଛି ଓଡ଼ିଆ ଅସ୍ମିତାର ପ୍ରତୀକ । ରଥଯାତ୍ରାରେ ନିର୍ଦ୍ଦିଷ୍ଟ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ସୂଚନା ଓ ଲୋକସଂପର୍କ ବିଭାଗକୁ ସୁଯୋଗ ଦେଇଛନ୍ତି । ଏହା ବିଭାଗ ପାଇଁ ଗର୍ବ ଓ ଗୌରବର ବିଷୟ । ବିଭାଗ ଉପରେ ନ୍ୟସ୍ତ ଦାୟିତ୍ୱଗୁଡ଼ିକୁ ଗତବର୍ଷ ତୁଳନାରେ ଅଧିକ ସୁଚାରୁ ରୂପେ ସଂପାଦିତ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ । ଉତ୍କଳ ପ୍ରସଙ୍ଗର ସଂପାଦିକା କସ୍ତୁରୀ ମହାପାତ୍ର ଉତ୍କଳ ପ୍ରସଙ୍ଗର ରଥଯାତ୍ରା ବିଶେଷାଙ୍କ ତଥା ଜଗନ୍ନାଥ ଜଣାଣ ଆଦି ପୁସ୍ତିକାର ପ୍ରକାଶନ ଏବଂ ଭକ୍ତମାନଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ପୁରୀଠାରେ ଏହାର ବିକ୍ରୟ ଉପରେ ମତ ରଖିଥିଲେ । ବିଭାଗୀୟ ନିର୍ଦ୍ଦେଶକ ସରୋଜ କୁମାର ସାମଲ ସ୍ୱାଗତ ଭାଷଣ ଦେବା ସହ ଆଲେ।ଚନା ନିମେନ୍ତେ ବିଭିନ୍ନ ବିଷୟ ଉପସ୍ଥାପନ କରିଥିଲେ । ଆଲୋଚନାରୁ ଜଣାପଡ଼ିଛି ଯେ ଚଳିତ ବର୍ଷ ରଥଯାତ୍ରାର ସିଧା ପ୍ରସାରଣ କରାଯିବ ଓ
ବିଭିନ୍ନ ଗଣମାଧ୍ୟମକୁ ଲାଇଭ୍ କମନ୍ ଫିଡ୍ ଯୋଗାଇ ଦିଆଯିବ । ଭକ୍ତମାନଙ୍କ ସୁବିଧା ନିମନ୍ତେ ପୁରୀର ୧୧ଟି ପ୍ରମୁଖ ସ୍ଥାନରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ କରାଯିବ । ବିଭାଗ ପକ୍ଷରୁ ସମସ୍ତ ସୂଚନା କେନ୍ଦ୍ରରେ ପାଲା, ଦାସକାଠିଆ, ଘୋଡ଼ାନାଚ ଇତ୍ୟାଦି ଲୋକକଳା ଏବଂ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ପ୍ରତ୍ୟେକ ସନ୍ଧ୍ୟାରେ ଗୁଣ୍ଡିଚା ମନ୍ଦିର ମୁକ୍ତାକାଶ ରଙ୍ଗମଞ୍ଚରେ ଭଜନ ସମାରୋହ ଆୟୋଜିତ ହେବ । ମହାନ ଜଗନ୍ନାଥ ସଂସ୍କୃତି ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଉପରେ ଆଧାରିତ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ ଆୟୋଜନ କରାଯିବ । ରଥଯାତ୍ରା ସଂପର୍କିତ ଖବର ସଂଗ୍ରହ ପାଇଁ ରାଜ୍ୟସ୍ତରୀୟ ସାମ୍ବାଦିକମାନଙ୍କ ପୁରୀ ଗସ୍ତ ଉପରେ ଆଲୋଚନା ହୋଇଥିଲା । ସରକାରଙ୍କ ବିଭିନ୍ନ ଲୋକକଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ନେଇ ସାମାଜିକ ଗଣମାଧ୍ୟମ, ଖବରକାଗଜ, ରେଡ଼ିଓ ଜିଙ୍ଗିଲ୍ ଓ ଗଣମାଧ୍ୟମରେ ବିଜ୍ଞାପନ ପ୍ରସାରଣ କରାଯିବ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ତଥା ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସଂପର୍କିତ ବିବରଣୀ ହୋଡିଙ୍ଗ୍ ମାଧ୍ୟମରେ ପ୍ରଦର୍ଶିତ ହେବ । ଏହି ଅବସରରେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଡ. ପ୍ରଦୀପ କୁମାର ରାଉତ, ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ) ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ବି.ପ୍ରିୟା ସାହୁ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସଙ୍କ ସମେତ ବିଭାଗର ବହୁ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ ।
In einigen Online Casinos ist diese Verifizierung
bereits direkt nach der Registrierung nötig, wenn Sie ein kostenloses Startguthaben erhalten möchten. Nicht für die Verifizierung relevante Daten wie beispielsweise den Kontostand dürfen Sie unkenntlich machen, bevor Sie ein Foto oder
eine Kopie online an den Kundenservice des Casinos senden. Spätestens bevor Ihnen zum
ersten Mal vom Casino Echtgeld ausgezahlt wird, fordert jede seriöse Glücksspielportal ohnehin die gesetzlich vorgeschriebene Verifizierung
der Identität. Dass es sich dabei wirklich um Ihre eigene Nummer handelt, müssen Sie belegen, indem Sie einen Code im Casino eingeben den Sie per SMS oder Anruf
erhalten haben.
Für die Spieler bedeutet dies, dass sie weniger warten und mehr spielen müssen, so dass sie ohne Verzögerung in das Spielerlebnis eintauchen können. Dieser Vorgang erfordert in der Regel keine
finanzielle Verpflichtung von Seiten des Spielers, was ihn zu einer risikofreien Gelegenheit macht, mit echtem
Geld zu spielen. Diese Boni dienen neuen Spielern als
risikofreier Test, der es ihnen ermöglicht, das Angebot des Casinos zu erkunden, mit echtem Geld zu spielen und ein Gefühl für die Spielumgebung zu
bekommen. Spielen Sie Echtgeld-Slots in unseren besten Casinos
um groß zu gewinnen. Egal, welches Echtgeld Bonuscasino Sie wählen, stellen Sie sicher, dass
es in Deutschland über die GGL lizenziert ist.
References:
https://online-spielhallen.de/playfina-casino-bonus-code-alle-wichtigen-informationen-im-uberblick/
Simply navigate to our website, log in, and enjoy instant play without installation. Open the installed application Tap the download button for instant access to the official app
Player2 couldn’t believe their eyes when a casual evening gaming session resulted
in a $43,500 windfall. ✨ The satisfying sound of the puck dropping
through the pegs has become the soundtrack to success for many of our most celebrated winners.
Pretty fair compared to many games, right? Your choice of pin density and betting style can influence this experience significantly
in Plinko. The 98% RTP of Plinko casino is quite generous in the gambling world, but remember – Lady Luck doesn’t care about statistics during your two-hour gaming session! Anything can happen – that’s the thrill of
the game!
References:
https://blackcoin.co/candy96-casino-in-australia-real-money-play-for-cash/
From massages to full-day rituals, each experience is tailored to your body’s
rhythm and needs. Crown Sydney’s shopping precinct sets a new standard in luxury retail in Australia.
Enjoy one-on-one styling sessions, concierge assistance, private lounges, and white-glove delivery services.
Shopping at Crown Sydney is about more than brands — it’s about experience.
Crown Sydney hosts a selection of the world’s most iconic fashion houses
and luxury brands.
Whether you’re playing on the casino floor, dining
in our award-winning restaurants, or booking a suite — you’re earning
status and value. Earn and redeem points across hotel stays, dining, shopping, and gaming both online
and on-site with Crown’s integrated loyalty program.
From state-of-the-art gaming to panoramic luxury suites,
it’s the most elite entertainment complex in the Southern Hemisphere.
References:
https://blackcoin.co/what-is-free-play/
casino sites that accept paypal
References:
itheadhunter.vn
online australian casino paypal
References:
quickfixinterim.fr