ଭୁବନେଶ୍ବର:ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଭଞ୍ଜକଳା ମଣ୍ତପ ଠାରେ ଦୁଇ ଦିନିଆ ରାଜ୍ୟସ୍ତରୀୟ ଲୋକକଳା ଦିବସ ଓ ରଜ ମହୋତ୍ସବ ଉଦଘାଟିତ ହୋଇଛି । ମାନ୍ୟବର ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ବିନୀ କୁମାର ପାତ୍ର ଏହାକୁ ଉଦଘାଟନ କରିବା ସହ ଲୋକକଳାର ପରମ୍ପରା ଏବେ ମଧ୍ୟ ଅକ୍ଷୁର୍ଣ୍ଣ ରହିଛି ବୋଲି କହିଥିଲେ । ଓଡିଶାର ଭାଷା,ସାହିତ୍ୟ ସଂସ୍କୃତି ଓ ପରମ୍ପରା ସହ ରାଜ୍ୟର ଲୋକକଳା ଓତଃପ୍ରୋତ ଭାବେ ଜଡିତ। ଏହାର ଲୋକପ୍ରିୟତା ବଜାୟ ରଖିବାର ସମୟ ଆସିଛି । ସେହିଭଳି ଗଣପର୍ବ ରଜ ମଧ୍ୟ ମୌଳିକତା ହରେଇ ନଥିବା ମନ୍ତ୍ରୀ ଶ୍ରୀ ପାତ୍ର ମତବ୍ୟକ୍ତ କରିଥିଲେ । ଏହି ଅବସରରେ ଯୋଗଦେଇ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନା କହିଲେ ଯେ ଆଧୁନିକତାର ଚାକଚକ୍ୟରେ ଲୋକକଳା ଏହାର ମୌଳିକତା ଅକ୍ଷୁର୍ଣ୍ଣ ରଖିବାରେ ସଫଳ ହୋଇଛି । ଲୋକକଳାର ସୁରକ୍ଷା ଓ ଏହାକୁ ଲୋକାଭିମୁଖୀ କରିବା ପାଇଁ ଭବିଷ୍ୟତ ପିଢି ପ୍ରୟାସୀ ହେବା ଆବଶ୍ୟକତା ରହିଛି । କଳାକାର ମାନଙ୍କ ପ୍ରତିଭା ଚିହ୍ନଟ କରି ସେମାନଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ଗ୍ରାମାଞ୍ଚଳ ଓ ବ୍ଲକ ସ୍ତରରୁ ଆରମ୍ଭ କରି ରାଜ୍ୟସ୍ତରରେ ଲୋକକଳା ଦିବସ ପାଳନ ନିମନ୍ତେ ପ୍ରୋତ୍ସାହିତ କରିବାରେ ସଂସ୍କୃତି ବିଭାଗର ଭୂମିକା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ସେ ମତବ୍ୟକ୍ତ କରିଥିଲେ । ସେହିଭଳି ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ବିଭାଗର ବିଭିନ୍ନ କାର୍ଯ୍ୟଶୈଳୀ ଉପରେ ଆଲୋକପାତ କରିଥିଲେ । କଳାକାର ମାନଙ୍କ ସ୍ବାର୍ଥ ରକ୍ଷାକରିବା ନିମନ୍ତେ ବିଭାଗ କାର୍ଯ୍ୟ କରୁଥିବା ସେ ମତବ୍ୟକ୍ତ କରିଥିଲେ । ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଲେନିନ ମହାନ୍ତି ନିଜର ମତାମତ ପ୍ରଦାନ କରିଥିଲେ । ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଭାଗୀୟ ଉପ ନିର୍ଦ୍ଦେଶିକା ଶ୍ରୀମତୀ ସୁଚିସ୍ମିତା ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ । ଲୁପ୍ତପ୍ରାୟ ଲୋକକଳାକୁ ପୁନଃ ଉଜ୍ବୀବିତ କରିବା ସହ ସଂପୃକ୍ତ କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୧୯ ମସିହାରୁ ଆଜିର ଦିନକୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ଦିବସ ଭାବେ ପାଳନ କରାଯାଉଛି । ସଂସ୍କୃତି ଭବନ ପରିସରରେ ବିଭିନ୍ନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି । ରଜ ଉପଲକ୍ଷେ ବିଭିନ୍ନ ପାରମ୍ପରିକ ଓଡିଆ ଖାଦ୍ୟ ସାମଗ୍ରୀ ଓ ବିଭିନ୍ନ ହସ୍ତତନ୍ତ ସାମଗ୍ରୀ ଗ୍ରାହକ ମାନଙ୍କ ନିମନ୍ତେ ଉପଲବ୍ଧ ରହିଛି । କାର୍ଯ୍ୟକ୍ରମ ଶେଷରେ ସମ୍ବଲପୁରର ଲହରୀ ଅନୁଷ୍ଠାନ ପକ୍ଷରୁ ସମ୍ବଲପୁରୀ ଲୋକନୃତ୍ୟ, କଟକର ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଦ୍ବାରା ଘୋଡାନାଚ ପରିବେଷଣ କରାଯାଇଥିଲା । ଏହି ଅବସରରେ ବିଭାଗୀୟ ବରିଷ୍ଠ ଅଧିକାରୀ, ପ୍ରମୁଖ ଅଧିକାରୀ, ବୁଦ୍ଧିଜିବୀ ପ୍ରମୁଖ ଉପସ୍ଥିତ ଥିଲେ । ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
Prompt befördert man ihn zum Geheimagenten mit Lizenz zum Töten und verleiht ihm den begehrten Titel mit der
Doppelnull. Deshalb beschließt Bond auf eigene Faust zu ermitteln,
ohne die Hilfe des MI6, um die Terrorzelle ausfindig zu machen und zur
Strecke zu… Wer wissen will, warum 007 mit den Frauen so umgeht, wie er es später tat,
wer wissen will, warum aus ihm dieser harte Kerl wurde, der
muss zweifellos diesen Film sehen.
Über eine Kurznachricht auf Mollakas Mobiltelefon kann Bond die Spur auf die Bahamas zu Dimitrios verfolgen, den er bis nach Miami beschattet und letztlich tötet.
Le Chiffre engagiert den Mittelsmann Alex Dimitrios, der wiederum den Attentäter
Mollaka anwirbt. Dies geschieht unter Vermittlung von Mr.
White, dem Repräsentanten eines internationalen Terrornetzwerks.
November 2006 Weltpremiere in London und startete neun Tage später in den deutschen Kinos.
White“ und die tragische Liebe zu Vesper Lynd werden in den vier direkten Nachfolgern immer wieder prominent aufgegriffen.
References:
https://online-spielhallen.de/umfassende-bwin-casino-bewertung-meine-10-jahrige-erfahrung/
Every detail of the Woodcut experience has been deeply considered and every seat at Woodcut is “the best seat in the house”.
This restaurant cooks high-quality meat on hotplates in front of
customers. Whether or not you’ve heard of Japanese ‘teppanyaki’, you’ll appreciate this immersive experience.
Rockpool Bar & Grill has a strong focus on meat, with a menu
that features locally sourced beef. This institution is a must for anyone wanting to experience a true Southbank icon.
It’s the perfect place to relax, de-stress, and reconnect with family
and friends over comforting home-cooked style Thai food and a glass or two of their
enticing cocktails. Who can resist the vibrant
aromatics, the deep and complex flavours, and eye-catching aesthetics that this Thai restaurant has to offer?
Ging Thai offers fresh traditional Thai cuisine with a twist.
Nobu is the most well-known Japanese restaurant in the world,
renowned for its inventive new-style Japanese cuisine and outstanding service.
Each restaurant in this food court is quite average,
or even below average. At Crown Melbourne,
casino dining is more than just a meal–it’s a celebration of taste,
atmosphere, and unforgettable moments. Explore what’s on at Crown Sydney across dining, stays, casino and more.
From the freshest seafood to prime cuts of
meat, Woodcut’s menu is set to continuously entice
and delight. Make a booking today and enjoy exquisite tasting menus
or selected À la carte options. Feast with your eyes on the stunning views and
indulge in exquisite foods at Crown Sydney, the home of fine dining.
References:
https://blackcoin.co/welcome-to-crown-hotels-your-ultimate-casino-experience/
While Gmail’s features are secure enough for most users, some accounts may require additional
layers of safety. Collaborate faster, from any device,
anytime, all in one place. We never use your Gmail content to personalize ads.
Gentle nudges help you stay on top of everything.
Start a Chat, jump into a video call with Meet, or collaborate in a Doc, all
right from Gmail. Gmail blocks 99.9% of spam, malware, and dangerous links from ever reaching your inbox.
Gmail uses industry-leading encryption for all messages you receive and send.
Gemini in Gmail can compose well-written drafts or replies
for you to edit, personalize and quickly hit send.
References:
https://blackcoin.co/velvet-spin-casino-a-comprehensive-review/
paypal casino sites
References:
jobstaffs.com
paypal casino usa
References:
divyangrojgar.com