ଓଡିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପ/ओडि़शा के विकास के लिए समर्पित भाव से काम करने का हमारा संकल्‍प

आज एक और अहम पढ़ाव पर पहुंचा है।

Share this:

 ଓଡିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ସଂକଳ୍ପ

 ୧୪,୫୨୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଆଧାରଶିଳା ଓ ଲୋକାର୍ପଣ କଲେ ଶ୍ରୀ ନରେନ୍ଦ୍ର ମୋଦୀ

ଓଡିଶାର ବିକାଶ ଓ ପ୍ରଗତି ପାଇଁ କେନ୍ଦ୍ର ସରକାର ସଂକଳ୍ପବଦ୍ଧ । ଏହାର ନିଦର୍ଶନ ସ୍ୱରୂପ ଆଜି ରାଜ୍ୟରେ ୧୪,୫୨୩ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଆଧାରଶଳି । ରଖାଯିବା ସହ ଆଉ କେତେକ ପ୍ରକଳ୍ପର ଉଦ୍ଘାଟନ କରାଯାଇଛି । ଏହି ପ୍ରକଳ୍ପ ମଧ୍ୟରେ ରହିଛି ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟ, ଗ୍ୟାସ ଯୋଗାଣ, ସଡକ ଓ ସାଂସ୍କୃତିକ ଐତିହ୍ୟ ପରିଯୋଜନା । ଏହିସବୁ ଯୋଜନା ଓଡିଶାର ପ୍ରଗତି ଓ ଜନଜୀବନକ ସୁଗମ କରିବାରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ତା’ସହିତ ବିକାଶ ପ୍ରକ୍ରିୟାରେ ରାଜ୍ୟବାସୀଙ୍କ ସକ୍ରିୟ ଯୋଗଦାନ ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହଛିନ୍ତି ।

ଆଜି ଭୁବନେଶ୍ୱର ନିକଟସ୍ଥ ଅରଗୁଳଠାରେ ଆଇଆଇଟି ଭୁବନେଶ୍ୱରର ପୂର୍ଣ୍ଣାଙ୍ଗ କ୍ୟାମ୍ପସକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିବା ଅବସରରେ ସେ ଏହି ସୂଚନା ଦେଇଛନ୍ତି । ସେ କହଛିନ୍ତି ଯେ, ବର୍ତମାନ ସୁଦ୍ଧା ପ୍ରାୟ ୧୨୬୦ କୋଟି ଟଙ୍କା ଏହି ଶିକ୍ଷା ପ୍ରକଳ୍ପରେ ଖର୍ଚ୍ଚ କରାଯାଇଛି । କେନ୍ଦ୍ର ସରକାର ଓଡିଶା ସମେତ ପୂର୍ବ ଭାରତର ବିକାଶକୁ ଅଗ୍ରପ୍ରାଧାନ୍ୟ ଦେଇଛନ୍ତି । ଏହି ଅଂଚଳର ଜରୁରୀ ସୁବିଧା ଓ ସଂରଚନା କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଉଛି । ପୂର୍ବ ଭାରତକୁ ଦକ୍ଷଣି ଏସିଆର ପ୍ରବେଶ ଦ୍ୱାର ରୂପେ ଗଢ଼ି ତୋଳିବା ଲାଗି ଉଦ୍ୟମ ହେଉଛି । ଆଇଆଇଟି ଭଳି ପ୍ରତିଷ୍ଠାନ ଓଡିଶାର ଜଙ୍ଗଲ ଓ ପ୍ରାକୃତିକ ସମ୍ପଦର ଉପଯୋଗ ଦିଗରେ ଉଚ୍ଚତର ଗବେଷଣା କରିବ ଏବଂ ଯୁବଛାତ୍ର ଗୋଷ୍ଠୀକ ନବସୃଜନ ଦିଗରେ ଅନୁପ୍ରାଣିତ କରିବ । ଏହି ଅନୁଷ୍ଠାନ ନୂଆ ନୂଆ ଉଦ୍ୟମୀ ଓ ଷ୍ଟାର୍ଟ ଅପ ସୃଷ୍ଟି କରିବାରେ ମଧ୍ୟ ସହାୟକ ହେବ । ଆଜି ପ୍ରଧାନମନ୍ତ୍ରୀ ସଭାସ୍ଥଳରୁ ୧୬୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଆଇଜର, ବ୍ରହ୍ମପୁର କ୍ୟାମ୍ପସର ଆଧାରଶିଳା ରଖିଥିଲେ । ସେ କହଥିଲେ ଯେ, ଆଧନୁିକ ଟେକ୍ନୋଲଜି ଉଦ୍ଭାବନ କରିବାରେ ଆଇଆଇଟି, ନାଇଜର ଏବଂ ଆଇଜର ରାଜ୍ୟରେ ପ୍ରମୁଖ ଭୂମିକା ଗ୍ରହଣ କରିବ । ଓଡିଶାରେ ନିଯୁକ୍ତ ସୁଯୋଗ ସୃଷ୍ଟି ଦିଗରେ ମଧ୍ୟ ମହତ୍ୱପୂର୍ଣ୍ଣ ଭୂମିକା ନେବ ।

ସେ କହିଥିଲେ ଯେ, ଆଜି ଇଏସଆଇ ହସ୍ପିଟାଲର ମଧ୍ୟ ଉଦ୍ଘାଟନ କରାଯାଇଛି । ଭୁବନେଶ୍ୱରସ୍ଥିତ ଏହି ହସ୍ପିଟାଲକ  ୧୦୦ ଶଯ୍ୟା ବିଶିଷ୍ଟ କରାଯାଇଛି । ଏହାଛଡା ଆଧନୁିକ ଭିତିଭୂମି ମଧ୍ୟ ହସ୍ପିଟାଲରେ ସ୍ଥାପନ କରାଯାଇଛି । ଏବେ ସାରା ଦେଶରେ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା – ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ ହେଉଛି । ଏହା ଅଧିନରେ ଓଡିଶାରେ ୧୧୫୦ଟି ସ୍ୱାସ୍ଥ୍ୟ କଲ୍ୟାଣ କେନ୍ଦ୍ର

ଖୋଲାଯିବ । ରାଜ୍ୟର ଦୁର୍ଗମ ଅଂଚଳକୁ ବ୍ୟାପକ ସଡକ ନେଟୱାର୍କ ଯୋଗେ ଯୋଡାଯିବ । ଆଜି ପ୍ରାୟ ୪୫୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଆଧାରଶିଳା ରଖାଯାଇଛି । କେନ୍ଦ୍ର ସରକାର ଓଡିଶାରେ ସଡକ ନେଟୱାର୍କ ୧୦ ହଜାର କିଲୋମିଟରକ ସମ୍ପ୍ରସାରିତ କରିବା ଲାଗି ଲକ୍ଷ୍ୟ ରଖିଛନ୍ତି । ଏହା ରାଜ୍ୟରେ ଉଦ୍ୟୋଗ ବିକାଶ ତଥା ପରିବହନ ସୁବିଧାକୁ ସୁଗମ କରିବ ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଓଡିଶାରେ ତୈଳ ଓ ପ୍ରାକୃତିକ ବାଷ୍ପ ଉଦ୍ୟୋଗର ଉଜଳ୍ୱ ଭବିଷ୍ୟତ ରହିଛି । ଆଜି ଶଳିାନ୍ୟାସ କରାଯାଇଥିବା ପାରାଦୀପ-ହାଇଦ୍ରାବାଦ ପାଇପ ଲାଇନ ବ୍ରହ୍ମପୁର, ବିଶାଖାପାଟଣା, ବିଜୟୱାଡା, ରାଜମହେନ୍ଦ୍ରୀ ଦେଇ ହାଇଦ୍ରାବାଦରେ ପହଂଚିବ । ଫଳରେ ପାଇପ ଲାଇନ ସଂଲଗ୍ନ ଅଂଚଳର ଲୋକେ ତଥା ଉଦ୍ୟୋଗ ଜଗତ ପେଟ୍ରୋଲ, ଡିଜେଲ, କିରୋସିନ ଓ ଉଡାଜାହାଜ ଇନ୍ଧନ ସୁବିଧାରେ ପାଇପାରିବେ । ଓଡିଶା କ୍ରମେ ପେଟ୍ରୋଲିୟମ ଶିଳ୍ପର ପ୍ରମୁଖ ହବ୍ ହେବାକୁ ଯାଉଛି । ପାରାଦୀପ ଏଥିରେ ମହତ୍ୱପୂର୍ଣ୍ଣ ଭୂମିକା ଗହ୍ରଣ କରିବ ।

ସେ କହଥିôଲେ ଯେ, ସବୁ ଘରକୁ ଏଲପିଜି ଯୋଗାଣ ଲକ୍ଷ୍ୟର ନିକଟବର୍ତୀ ହେଉଛନ୍ତି କେନ୍ଦ୍ର ସରକାର । ଏହାବାଦେ ପାଇପ ଯୋଗେ ରନ୍ଧନ ଗ୍ୟାସ ଯୋଗାଣ ଲାଗି ନିରବଚ୍ଛିନ୍ନ ପ୍ରୟାସ ଜାରୀ ରହିଛି । ପ୍ରଧାନମନ୍ତ୍ରୀ ଉର୍ଜାଗଙ୍ଗା ଯୋଜନାରେ ଉତର ପ୍ରଦେଶରୁ ଓଡିଶା ପର୍ଯ୍ୟନ୍ତ ପାଇପ ଲାଇନ ଟଣା ଯାଉଛି । ଜଗଦୀଶପୁର-ହଳଦିଆ-ବୋକାରୋ-ଧାମରା ସେକନ୍ସ ଅନ୍ତର୍ଗତ ବୋକାରୋ-ଅନୁଗୁଳ ସେକ୍ସନ ଗ୍ୟାସ ପାଇପ ଲାଇନ ପ୍ରକଳ୍ପର ମଧ୍ୟ ଆଜି ଶଳିାନ୍ୟାସ କରାଯାଇଛି । ଏହାଦ୍ୱାରା ଓଡିଶାର ୫ଟି ଏବଂ ଝାଡଖଣ୍ଡର ୬ଟି ଜିଲ୍ଲା ଉପକତୃ ହେବେ ।

ଆଜିର ସମାରୋହରେ ପ୍ରଥମ ସ୍ୱାଧତ୍ନତା ସଂଗ୍ରାମ ରୂପେ ଅଭିହିତ ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତି ଉପଲକ୍ଷେ ଡାକ ଟିକଟ ଓ ସ୍ୱତନ୍ତ୍ର ସ୍ମାରକୀ ମୁଦ୍ରାକୁ ଉନ୍ମୋଚନ କରି ପ୍ରଧାନମନ୍ତ୍ରୀ ପାଇକ ବୀରମାନଙ୍କୁ ସମ୍ମାନ ଜଣାଇଥିଲେ । ପାଇକ ବିଦ୍ରୋହର ନାୟକ ରୂପେ ପରିଚିତ ବକ୍ସି ଜଗବନ୍ଧୁଙ୍କ ଅବଦାନକୁ ମଧ୍ୟ ସେ ସ୍ମରଣ କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ସ୍ୱତନ୍ତ୍ର ଚେୟାର ପ୍ରତିଷ୍ଠା କରାଯିବ । ଏଥିଲାଗି କେନ୍ଦ୍ର ସରକାର ୫ କୋଟି ଟଙ୍କା ଯୋଗଇ ଦେଇଛନ୍ତି । ଏହି ଚେୟାର ମାଧ୍ୟମରେ ରାଷ୍ଟ୍ରବାଦୀ ଆନ୍ଦୋଳନ ଏବଂ ଓଡିଶାର ଆଦିବାସୀମାନଙ୍କ ସାମାଜିକ-ଆର୍ଥିକ ପରିବର୍ତନ ଉପରେ ଗବେଷଣା କରାଯିବ । ସେହିପରି ଲଳିତଗିରି ସଂଗ୍ରହାଳୟକୁ ମଧ୍ୟ ପ୍ରଧାନମନ୍ତ୍ରୀ ଉଦ୍ଘାଟନ କରିଥିଲେ । ୯.୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରତ୍ନତତ୍ୱ ମ୍ୟୁଜିୟମ ଦେଶ ବିଦେଶରୁ ଗବେଷକ ଓ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବ । ତା’ଛଡା ରୋଜଗାର ସୁଯୋଗ ସୃଷ୍ଟି କରିବ ।

ଆଇଆଇଟି ସମାରୋହରେ ପ୍ରଧାନମନ୍ତ୍ରୀ ରିମୋଟ ଜରିଆରେ ଏନଏଚ-୧୬ ଜାତୀୟ ରାଜପଥର ଚଣ୍ଡିଖୋଲ-ଭଦ୍ରକ ସେକ୍ସନକୁ ୬ ଲେନ କରିବା, ଖଣ୍ଡଗିରି ଫ୍ଲାଏଓଭର, ଏନଏଚ-୫ ଅନ୍ତର୍ଗତ କଟକ-ଅନୁଗୁଳ ସେକନ୍ସର ୪ ଲେନ କାର୍ଯ୍ୟ ଏବଂ ଟାଙ୍ଗି-ପୁଇଁତଳା ସେକନ୍ସର ନିର୍ମାଣ କାର୍ଯ୍ୟର ଆଧାରଶିଳା ରଖିଥିଲେ । ପ୍ରଧାନମନ୍ତ୍ରୀ କହିଲେ ଯେ, ଏହିସବୁ ଭିତିଭୂମି ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ନିଉ ଇଣ୍ଡିଆର ଅଭ୍ୟୁଦୟ ହେବ । ଓଡିଶା ନିଉ ଇଣ୍ଡିଆ ବିକାଶର ଇଞ୍ଜିନ ସାଜିବ ବୋଲି କହିଥିଲେ । ସମାରୋହରେ ସ୍ୱାଗତ ଭାଷଣ ଦେଇଥିଲେ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ବାଷ୍ପ ତଥା ଦକ୍ଷତା ବିକାଶ ଓ ଉଦ୍ୟମୀତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହଥିôଲେ ଯେ, ଆଜି ହେଉଛି ଏକ ଐତିହାସିକ ଦିନ । ପାଇକ ଆନ୍ଦୋଳନର ସ୍ମୃତି ବହନ କରୁଥିବା ଏକ ସ୍ମାରକୀ ଡାକ ଟିକଟ ଓ ସ୍ୱତନ୍ତ୍ର ମୁଦ୍ରା ପ୍ରଧାନମନ୍ତ୍ରୀଙ୍କ କରକମଳରେ ଉନ୍ମୋଚିତ ହୋଇଛି । ସିପାହୀ ବେିଦ୍ରାହର ୪୦ ବର୍ଷ ପୂର୍ବରୁ ୧୮୧୭ ମସିହାରେ ପାଇକମାନଙ୍କ ଦ୍ୱାରା ପ୍ରକୃତ ମୁକ୍ତି ସଂଗ୍ରାମ ବରୁଣେଇ ପାହାଡ ପାଖରୁ ଆରମ୍ଭ ହୋଇଥôଲା । ଏହି ସ୍ମାରକୀର ୨୦୦ ବର୍ଷ ପୂର୍ତି ପାଳନ କରାଯାଉଛି । ଏହି ମାଟିରୁ ଓଡିଶା ବିକାଶର ନୂତନ ଅଧ୍ୟାୟ ଆରମ୍ଭ ହେବାକୁ ଯାଉଛି । ଏହାର ଅଂଶ ସ୍ୱରୂପ ପ୍ରଧାନମନ୍ତ୍ରୀ ୧୪ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର

ପ୍ରକଳ୍ପମାନ ଶଭୁାରମ୍ଭ କରୁଛନ୍ତି । କେନ୍ଦ୍ର ସରକାର ୪ର୍ଥ ଶିଳ୍ପ ବିପ୍ଳବରୁ ପଂଚମ ପିଢ଼ି ଆଡକୁ ଅଗ୍ରସର ହେଉଛନ୍ତି । ଆଇଆଇଟି ଭୁବନେଶ୍ଵର  ଜ୍ଞାନ ଓ ଗବେଷଣାର ନୂତନ କେନ୍ଦ୍ର ହେବାକୁ ଯାଉଛି । ନାଇଜର ଓ ଆଇଜର ଏହି ଅଭ୍ୟୁଦୟକୁ ଆହୁରି ବଳ ଦେବ । ଓଡିଶାର ବିକାଶରେ ପ୍ରଧାନମନ୍ତ୍ରୀଙ୍କ ଭବିଷ୍ୟଦୃଷ୍ଟି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବ ବୋଲି କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କହିଥିଲେ ।

ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜଏୁଲ ଓରାମ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

Hon’ble Prime Minister at the IIIT, Argul on the occasion of inauguration/ laying foundation stone of various projects in Odisha with Hon’ble Governor, Prof Ganeshilal & Hon’ble Chief Minister Shri Naveen Patnaik on 24.12.2018.

यहां पधारे भाई-बहनों और युवा मित्रों।

ओडि़शा के विकास के लिए समर्पित भाव से काम करने का हमारा संकल्‍प आज एक और अहम पढ़ाव पर पहुंचा है। थोड़ी देर पहले 14 हजार करोड़ रुपये से अधिक के अनेक प्रोजेक्‍ट्स काशिलान्‍यास और लोकार्पण किया गया है। इन योजनाओं में उच्‍च शिक्षा, स्‍वास्‍थ्‍य, गैस, रोडऔर सांस्‍कृतिक महत्‍व की तमाम परियोजनाएं है। यह सारे प्रोजेक्‍ट्स ओडि़शा के विकास यहां के जन-जन के जीवन को आसान और सुगम बनाने में महत्‍वपूर्ण भूमिका निभाने वाले हैं। विकास के इन सभी प्रोजेक्‍ट्स के लिए आप सभी को ओडि़शा के प्रत्‍येक व्‍यक्ति को बहुत-बहुत बधाई देता हूं।

साथियों, देश के इतिहास में यह पहली बार हैजब किसी केंद्र सरकार द्वारा ओडि़शा समेत पूरे पूर्वी भारत के विकास पर इतना ध्‍यान दिया जा रहा है। देश के संतुलित विकास को प्राथमिकता देते हुए बीते चार  वर्षों से निरंतर यहां infrastructureसे जुड़े,जरूरी सुविधाओं से जुड़ेअनेक प्रोजेक्‍ट्स का विस्‍तार हुआ है। केंद्र सरकार पूर्वी भारत को पूर्वी एशिया और दक्षिण एशिया के गेटवे के तौर पर विकसित करने की तरफ आगे बढ़ रही है। सबका साथ, सबका विकास के मंत्र पर चलते हुए ओडि़शा के जन-जन, ओडि़शा के कौने-कौने का विकास यहसंकल्‍प ले करके केंद्र सरकार आगे बढ़ रही है।

साथियों, आज आईआईटी भुवनेश्‍वर को ओडि़शाकीप्रतिभावों के लिए, युवाओं के लिए समर्पित करने का मुझे सौभाग्‍य मिला है। इसके निर्माण में 1260 करोड़ रुपये खर्च किए गएहै। यह भव्‍य कैंपस आने वाले समय में ओडि़शा के नौजवानों के सपनों को.. इन सपनों का सेंटर तो बनेगा ही। यहां के युवाओं के लिए रोजगार का नया माध्‍यम भी सिद्ध होगा। आईआईटी के इस कैंपस में ओडि़शा के स्‍थानीय उद्योगों यहां के जंगलों में मौजूद संपदा से जुड़ी रिसर्च होगी। यहां के आदिवासी बहन-भाईयों के जीवन को बेहतर बनाने के लिए नई तकनीक पर शोध होगा। यह संस्‍थान देश और दुनिया के लिए उच्‍च स्‍तर के इंजीनियर और उद्य‍मी तो पैदा करेगा ही ओडि़शा को भी high-tech औद्योगिक विकास के रास्‍ते पर आगे ले जाने में अहम भूमिका निभाएगा। इसके अलावा आने वाले दिनों में बरहामपुर में करीब 1600 करोड़ रुपये की लागत से Indian Institute of Science Education & Research इसका भी काम शुरू होने वाला है।

साथियों! शिक्षा, विज्ञान और टेक्‍नोलॉजी से जुड़े ऐसे अनेक संस्‍थान बीते साढ़े चार वर्षों में केंद्र सरकार ने देशभर में स्‍वीकृत किए हैं। यह सरकार के उस विजन को ही आगे बढ़ाता है। जिसके तहत New India नया भारत उसको दुनिया के लिए आधुनिक टेक्‍नोलॉजी और स्‍टार्टअप का hub बनाने का प्रयास किया जा रहा है। मुझे उम्‍मीद है कि ओडि़शा के यह नये संस्‍थान knowledge और innovation की ओडि़शा की अपनी पुरातन पहचान को और मजबूत करेंगे। साथियों, शिक्षा के साथ-साथ जनता के स्‍वास्‍थ्‍य पर भी केंद्र सरकार पूरी गंभीरता से ध्‍यान दे रही है। इसी भावना के साथ खोरदा भुवनेश्‍वर में बने ईएसआईसी अस्‍पताल में हुए विस्‍तारीकरण का काम भी पूरा किया जा चुका है।

आज आधुनिक सुविधाओं से युक्‍त इस अस्‍पताल को भी जनता के लिए समर्पित किया गया है, जो पुराना अस्‍पताल था उसकी क्षमता अब दोगुनी हो गई है। अब यह सौ बेड का बड़ा अस्‍पताल हो गया है। केंद्र सरकार का लक्ष्‍य है कि दूर-दराज के गांवों में जंगलों में रहने वाले मेरे आदिवासी परिवारों को इलाज के लिए भटकना न पड़े। इसी लक्ष्‍य को ध्‍यान में रखते हुए आयुष्‍मान भारत योजना के तहत Health and wellness Centre बनाने का काम तेज गति से चल रहा है। ओडि़शो में भी लगभग साढ़े ग्‍यारह सौ Health and wellness Centre स्‍वीकृत किए गए हैं। आने वाले एक दो वर्षों में जब यह तमाम सेंटर बनकर तैयार हो जाएंगे तो ओडि़शा और देश में स्‍वास्‍थ्‍य सुविधाओं में क्रांतिकारी परिवर्तन आएगा।

साथियों, ओडि़शा में स्‍वास्‍थ्‍य सुविधाओं बढ़ाने के साथ ही सड़क संपर्क connectivity को मजबूत करने का काम भी केंद्र सरकार द्वारा तेजी से किया जा रहा है। राज्‍य के तमाम दुर्गम क्षेत्रों को सड़कों से जोड़ने के लिए योजनाओं को गति दी जा रही है। गांवों और शहरों में सड़कों का जाल बिछाया जा रहा है। ओडि़शा में नेशनल हाईवे की लंबाई 10 हजार किलोमीटर तक करने की तरफ केंद्र सरकार तेजी से आगे बढ़ रही है। इसी लक्ष्‍य के तहत आज सड़कों, हाईवे से जुड़े चार प्रोजेक्‍ट का शिलान्‍यास किया गया है। चांदीखोले-भद्रक सेक्‍शन और टांगी-पोईटोला सेक्‍शन की six laning हो, कटक-आंगुल सेक्‍शन का चौड़ीकरण होया फिर खांडागिरि फ्लाईओवर का निर्माण,करीब साढ़े चार हजार करोड़ रुपये के यह तमाम प्रोजेक्‍ट ओडि़शा के विकास में अहम भूमिका निभाने वाले हैं। इन सुविधा से लोगों का आना-जाना आसान होगा।व्‍यापार-कारोबार करना भी आसान होगा।

साथियों, ओडि़शा के infrastructure में जैसे-जैसे विस्‍तार हो रहा है वैसे-वैसे यहां उद्योगधंधों के लिए भी नये रास्‍ते, नये अवसर खुल रहे हैं। विशेषतौर तेल और गैस के क्षेत्र में ओडि़शा का भविष्‍य बड़ा उज्‍जवल है। पारादीप हैदराबाद पाइपलाइन ओडि़शा को नई पहचान देने वाली है। यहां के युवाओं के लिए रोजगार के नये अनेक अवसर पैदा करने वाली है। करीब 1200 किलोमीटर की यह पाइपलाइन ओडि़शा के साथ-साथ आंध्र प्रदेश और तेलंगाना के पेट्रोलियम पदार्थों की जरूरत को भी पूरा करेगी। पारादीप रिफाइंडरी से निकला पेट्रोल, डीजल, केरोसीन और हवाई जहाज का ईंधन अनेक शहरों और गांवों की जरूरत को पूरा करेगा। करीब चार हजार करोड़ रुपये की लागत से तैयार होने वाला इस प्रोजेक्‍ट के तहत बहरामपुर, विशाखापट्टनम, राजमुंद्री और विजयवाड़ा में delivery cum pumping station बनने  इस पाइप लाइन के बन जाने के बाद ओडि़शा एक प्रकार से पूर्वी भारत का पेट्रोलियम hub बनने जा रहा है।

साथियों, देश के गरीब से गरीब परिवार तक साफ-सुथरा धुआँ मुक्‍त ईंधन देने के लिए सरकार पूरी तरह से समर्पित है। देश के हर घर तक एलपीजी सेलेंडर पहुंचाने में तो हम सफलता के बहुत करीब ही हैं। अब पाइप से रसौई गैस देने का भी एक व्‍यापक अभियान सरकार ने आरंभ किया है। विशेषतौर पर पूर्वी भारत को पाइप से गैस पहुंचाने की दिशा में प्रधानमंत्री ऊर्जा गंगा योजना तेज गति से चल रही है। यूपी से लेकर ओडि़शा तक पीएनजी की लाइन बिछाने के लिए हजारों करोड़ रुपये खर्च किए जा रहे हैं। इसी के तहत आज जगदीशपुर, हलदिया, बोकारो, धामरा पाइप लाइन प्रोजेक्‍ट के बोकारो-आंगुल सेक्‍शन का शिलान्‍यास आज किया गया है। करीब साढ़े तीन हजार करोड़ रुपये की लागत से बनने वाला यह प्रोजेक्‍ट जब पूरा हो जाएगा तो इससे ओडि़शा के पांच जिलों के साथ-साथ झारखंड के छह जिले भी पाइप वाली गैस से जुड़ जाएंगे।

साथियों, साधनों, संसाधनों का विकास तब तक अपूर्ण है, जब तक सांस्कृतिक विकास का आयाम उससे नहीं जुड़ता देश के पहले स्‍वातंत्रता संग्राम में अहम भूमिका निभाने वाली पायकाक्रांति के 200 वर्ष पूरे होने पर एक विशेष डाक टिकट और सिक्‍का भी आज जारी किया गया है। इसके अतिरिक्‍त पायका क्रांति के नायक बक्‍शी जगबंधु के नाम से उत्‍कल युनिवर्सिटी में एक चेयरभी सरकार ने शुरू की है। यह चेयर पायका और आदिवासी आंदोलन समेत तमाम राष्‍ट्रवादी आंदोलन की रिसर्च से जुड़े विषयों पर रिसर्च का सेंटर तो होगी ही। साथ में यह ओडि़शा के आदिवासी समाज में आए सामाजिक और आर्थिक बदलावों को समझने की दिशा में भी अहम भूमिका निभाएगी।

साथियों, पायका के नायकों को सम्‍मान देने के साथ-साथ ओडि़शा की समृद्ध अध्‍यात्मिक विरासत को दुनिया के सामने लाने का ध्‍यान भी दिया जा रहा है। कटक जिले के ललितगिरी में archeology museum का उद्घाटन भी आज करने का मुझे अवसर मिला है। इसमें बौद्ध काल के आर‍ंभिक समय से जुड़े अहम अवशेष रखे गए हैं। यह museum दुनियाभर के बौद्ध मत से जुड़े लोगों,research scholar को तो आकर्षित करेगा ही, दूसरे लोगों के लिए भी टूरिस्‍टों के लिए भी यह आकर्षण का केंद्र होगा। ओडि़शा की tourism industry से इसको और शक्ति मिलने वाली है। जिससे यहां के नौजवानों के लिए रोजगार के नये अवसर पैदा होंगे।

साथियों, केंद्र सरकार ओडि़शा के सम्‍पूर्ण विकास के लिए समर्पित है। ओडि़शा के infrastructure से लेकर जन-जन के विकास के लिए तमाम कदम उठाए जा रहे हैं। मैं आपको विश्‍वास दिलाता हूं कि यह काम निरंतर जारी रहेगा। ओडि़शा New India के विकास का एक महत्‍वपूर्ण engine बनें। इसके लिए हम सभी को साथ मिलकर आगे बढ़ना है, आगे बढ़ेंगे, मिलकर प्रयास करे। इसी कामना के साथ एक बार फिर इन तमाम विकास परियोजनाओं के लिए ओडि़शा के जन-जन को हृदय पूर्वक बधाई देता हूं। और जय जगन्‍नाथ का स्‍मरण करते हुएआप सबका बहुत-बहुत धन्‍यवाद।

RELATED BY