ନୂଆଁଖାଇ ଅବସରରେ ପିସିସିି ସଭାପତିଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଶରତ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ପବିତ୍ର ଗଣପର୍ବ ନୂଆଁଖାଇ ଅବସରରେ ପଶ୍ଚିମ ଓଡ଼ିଶାର ସମସ୍ତ ଭାଇ, ଭଉଣୀ ଓ ଗୁରୁଜନମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ଏବଂ ମା’ ସମଲେଶ୍ୱରୀଙ୍କ ନିକଟରେ ସେମାନଙ୍କର ସୁଖ ସମୃଦ୍ଧି ପାଇଁ ଶ୍ରୀ ପଟ୍ଟନାୟକ ପ୍ରାର୍ଥନା କରିଛନ୍ତି ।

Leave a Reply

Your email address will not be published. Required fields are marked *