ଭୁବନେଶ୍ୱର :ଶୁକ୍ରବାର ଦିନ ଏଆଇସିସି ସଭାପତି ପଦ ପାଇଁ ପ୍ରତିଦ୍ୱନ୍ଦିତା କରୁଥିବା ସାଂସଦ ଶ୍ରୀ ମଲ୍ଲିକାର୍ଜୁନ ଖଡ଼ଗେ ଓଡ଼ିଶା ଗସ୍ତରେ ଆସି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପିସିସି ସଭ୍ୟମାନଙ୍କ ବୈଠକରେ ନିଜର ପ୍ରାର୍ଥିତ୍ୱ ସଂପର୍କରେ ଅବତାରଣା କରିବା ସହ ସମସ୍ତଙ୍କୁ ଭୋଟ ଦେବାପାଇଁ ନିବେଦନ କରିଥିଲେ । ଏହି ବୈଠକପରେ ସେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ତାଙ୍କର ଗସ୍ତ ସଂପର୍କରେ କହିଥିଲେ । ଶ୍ରୀ ଖଡ଼ଗେଙ୍କ ସହ ଅଖିଳ ଭାରତ କଂଗ୍ରେସ କମିଟିର ପୂର୍ବତନ ମୁଖପାତ୍ର ଡଃ ଗୌରବ ବଲ୍ଲଭ ମଧ୍ୟ ଏହି ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ରହିଥିଲେ । ସେ ପ୍ରଥମେ ଶ୍ରୀ ଖଡ଼ଗେଙ୍କର ଦୀର୍ଘ ରାଜନୈତିକ ଜୀବନ, କଂଗ୍ରେସ ଦଳ ପ୍ରତି ତାଙ୍କର ପ୍ରତିବଦ୍ଧତା ଏବଂ ରାଜନୀତି କ୍ଷେତ୍ରରେ ବିଶାଳ ଅଭିଜ୍ଞତା ସଂପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ କହିଥିଲେ । ଶ୍ରୀ ବଲ୍ଲଭ ସୂଚନା ଦେଇଥିଲେ ଯେ ଇନ୍ଦିରା ଗାନ୍ଧୀଙ୍କ ସମୟରୁ ସେ କଂଗ୍ରେସ ଦଳରେ ସକ୍ରୀୟ ଭାବେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଆସୁଛନ୍ତି । ପ୍ରାୟ ୫୫ ବର୍ଷ ଧରି ଶୃଙ୍ଖଳା ଓ ନିଷ୍ଠାର ସହ ଦଳର ସେବା କରିଆସୁଛନ୍ତି । ସେ ପ୍ରଥମେ ବ୍ଲକ କଂଗ୍ରେସ ସଭାପତି, ଜିଲ୍ଲା କଂଗ୍ରେସ ଉପସଭାପତି ଓ ସଭାପତି, ପ୍ରଦେଶ କଂଗ୍ରେସ ଉପସଭାପତି ଓ ସଭାପତି, ବିରୋଧି ଦଳ ନେତା ଭାବରେ କାର୍ଯ୍ୟକରି ଆସିଛନ୍ତି । କର୍ଣ୍ଣାଟକ ପ୍ରଦେଶରେ ବହୁବାର ମନ୍ତ୍ରୀ ଏବଂ ନିରବଚ୍ଛିନ୍ନ ଭାବରେ ୯ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ଲୋକସଭାକୁ ଦୁଇଥର ଏବଂ ରାଜ୍ୟ ସଭାକୁ ଥରେ ନିର୍ବାଚିତ ହୋଇଛନ୍ତି । ସେ ଲୋକସଭାରେ କଂଗ୍ରେସ ସଂସଦୀୟ ଦଳର ନେତା ଏବଂ ରାଜ୍ୟ ସଭାରେ ବିରୋଧି ଦଳ ନେତା ଭାବରେ ସୂଚାରୁରୂପେ ଦାୟୀତ୍ୱ ନିର୍ବାହ କରିଛନ୍ତି । ଶ୍ରୀ ଖଡ଼ଗେ କହିଥିଲେ ଯେ ସେ ଦୀର୍ଘ ୫୫ ବର୍ଷଧରି ନିଷ୍ଠା ଓ ଶୃଙ୍ଖଳା ସହ ଉତ୍ସର୍ଗୀକୃତ ଭାବେ ଦଳରେ କାର୍ଯ୍ୟ କରିଆସୁଛନ୍ତି । ସେ ତାଙ୍କର ଇସ୍ତାହାର ସଂପର୍କରେ ସୂଚନା ଦେଇ କହିଲେ ଯେ ତାଙ୍କର କିଛି ନୂତନ ଇସ୍ତାହାର ନାହିଁ । ରାଜସ୍ଥାନର ଉଦୟପୁର ଚିନ୍ତନ ଶିବିବରରେ ଏଆଇସିସିର ବିଭିନ୍ନ ବିଶେଷଜ୍ଞ କମିଟିର ଘୋଷଣା ହିଁ ତାଙ୍କର ଇସ୍ତାହାର ବୋଲି ସେ କହିଥିଲେ । ସେହି ଘୋଷଣା ନାମା ଅନୁସାରେ ସାମାଜିକ ନ୍ୟାୟ, କୃଷକ ଓ ଯୁବକମାନଙ୍କର ଅଧିକାର, ଅର୍ଥନୈତିକ ଓ ବୈଦଶିକ ନୀତି ଏବଂ ବିଶେଷ କରି କଂଗ୍ରେସ ସାଂଗଠନିକ କାର୍ଯ୍ୟକ୍ରମ ପ୍ରସ୍ତୁତ ହେବ । ସେ ତାଙ୍କର ଆଗାମୀ ସଂଗ୍ରାମ ସଂପର୍କରେ ଏକ ଝଲକ ଦେଇ କହିଲେ ଯେ ଆମକୁ ଦେଶକୁ ରସାତଳଗାମୀ କରୁଥିବା ମୋଦି ସରକାର ବିରୁଦ୍ଧରେ ଆନ୍ଦୋଳନ କରିବାକୁ ହେବ । ଦରଦାମ ବୃଦ୍ଧି, ଜାତି, ଧର୍ମ ଓ ବର୍ଣ୍ଣକୁ ନେଇ ଦେଶରେ ହିଂସା, ଇର୍ଷା ଓ ଭେଦଭାବ ସୃଷ୍ଟି କରୁଥିବା ମୋଦି, ବିଜେପି ଓ ଆରଏସଏସକୁ ମୁକାବିଲା କରି ଦେଶରେ ଅଖଣ୍ଡତା, ଭାତୃଭାବ, ଶାନ୍ତି, ପ୍ରିତି ଓ ମୈତ୍ରି ବଜାୟ ରଖିବା ହେଉଛି ଆମର କର୍ତବ୍ୟ । ଗଣତନ୍ତ୍ର ଏବଂ ସମ୍ବିଧାନ ଏବେ ବିପଦ ଗ୍ରସ୍ତ । ସାମ୍ବିଧାନିକ ଅନୁଷ୍ଠାନ ଗୁଡ଼ିକ ମୋଦି ସରକାରଙ୍କ ଦ୍ୱାରା କବଳିତ । ମୋଦି ସରକାର ଗଣତନ୍ତ୍ରଙ୍କୁ ହତ୍ୟା କରୁଛନ୍ତି । କଂଗ୍ରେସର ନିର୍ବାଚିତ ସରକାର ଯଥା କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଆଦିକୁ ସରକାରୀ କଳର ଅପବ୍ୟବହାର ଓ ଅର୍ଥବଳ ପ୍ରୟୋଗ କରି ମୋଦି ସରକାର ଭାଙ୍ଗି ଦେଇଛନ୍ତି । ଗୋଆ ଓ ମଣିପୁରରେ ମଧ୍ୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଅବମାନନା କରିଛନ୍ତି । ସାରା ଦେଶରେ ଯେଉଁମାନେ ଅଣବିଜେପି ସରକାର ଗଠନ କରିଛନ୍ତି ସେମାନଙ୍କୁ ଭୀତସ୍ତତ କରାଉଛନ୍ତି । ବିଧାୟକ କିଣି ସରକାର ଗଢ଼ିବା ଏବଂ ନିର୍ବାଚିତ ସରକାରକୁ ଭାଙ୍ଗିବା ମୋଦି ସରକାର ଓ ବିଜେପିର ପ୍ରଧାନ ଲକ୍ଷ୍ୟ । ଦେଶର ସଂପତି ଯାହାକି ଦୀର୍ଘ ଅର୍ଦ୍ଧ ଶତାବ୍ଦି ଧରି କଂଗ୍ରେସ ସରକାର ସୃଷ୍ଟି କରିଥିଲା ଏବେ ସେ ସବୁକୁ ମୋଦି ତାଙ୍କ କିଛି ନିର୍ଦ୍ଦିଷ୍ଟ ଶିଳ୍ପପତି ବନ୍ଧୁମାନଙ୍କ ହାତରେ ଟେକି ଦେଉଛନ୍ତି । ଯେଉଁମାନେ ମୋଦି ସରକାରଙ୍କ ଭ୍ରଷ୍ଟାଚାର ଓ ଦୁର୍ନୀତି ବିରୁଦ୍ଧରେ ପ୍ରତିବାଦ କରୁଛନ୍ତି ସେମାନଙ୍କୁ ସିବିଆଇ, ଇଡି ଓ ଆୟକର ବିଭାଗକୁ ଲଗାଇ ହଇରାଣ ହରକତ କରାଯାଉଛି । ଶ୍ରୀ ଖଡ଼ଗେ କହିଥିଲେ ଯେ ଦେଶ ସ୍ୱାଧୀନତା ପାଇଁ ଆରଏସଏସ ବା ବିଜେପି ଦଳର କୌଣସି ଅବଦାନ ନାହିଁ । କଂଗ୍ରେସ ଦଳ ଦେଶକୁ ସ୍ୱାଧୀନତା ଦେଇଛି । ଦେଶ ଗଠନ କରିଛି । ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ବଲ୍ଲଭଭାଇ ପଟେଲ ଏବଂ ସୁଭାଷ ବୋଷଙ୍କ ତ୍ୟାଗ ଓ ତିତୀକ୍ଷାର ପଟାନ୍ତର ନାହିଁ । ଆରଏସଏସ ବ୍ରିଟିଶର ବୋଲକରା ଥିଲା । ବିଜେପି ବା ଆରଏସଏସର କେଉଁମାନେ ସ୍ୱାଧୀନତା ସଂଗ୍ରାମରେ ଅଂଶଗ୍ରହଣ କରିଛନ୍ତି ବା କାରାବରଣ କରିଛନ୍ତି ତାହା ବିଜେପି ପ୍ରକାଶ କରୁ । ଗଣତନ୍ତ୍ର ଓ ସମ୍ବିଧାନର ସୁରକ୍ଷା ହିଁ ମୋର ପ୍ରଧାନ କର୍ତବ୍ୟ ଓ ଲକ୍ଷ୍ୟ । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ଶ୍ରୀ ରାହୁଲ ଗାନ୍ଧୀଙ୍କର ଭାରତ ଯୋଡ଼ ଯାତ୍ରା ଦେଶରେ ବୈପ୍ଳବିକ ପରିବର୍ତନ ଆଣିବ ବୋଲି ସେ କହିଥିଲେ । ବିଜେପି ଦେଶକୁ ଭାଙ୍ଗୁଥିବା ବେଳେ ସମ୍ମାନୀୟ ରାହୁଲ ଗାନ୍ଧୀ ଦେଶକୁ ଯୋଡ଼ି ରଖିବା ପାଇଁ ପ୍ରଚେଷ୍ଟାରତ । ମହଙ୍ଗା ମାଡ଼, ଦୁର୍ନୀତି, ବେରୋଜଗାର, ଦାରିଦ୍ର୍ୟ, ଅର୍ଥନୈତିକ ବୈଷମ ଓ କ୍ଷୁଧା ବିରୁଦ୍ଧରେ ତାଙ୍କର ଏହି ମହାସଂଗ୍ରାମ । ପରିଶେଷରେ ସେ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଜଗନ୍ନାଥ ପଟ୍ଟନାୟକ, ବିଧାୟକ ସୁରେଶ କୁମାର ରାଉତରାୟ, ତାରା ପ୍ରସାଦ ବାହିନୀପତି, ନ୍ତୋଷ ସିଂ ସାଲୁଜା, ଦାଶରଥି ଗମାଙ୍ଗୋ, ଅଧିରାଜ ମୋହନ ପାଣିଗ୍ରାହୀ, ପଞ୍ଚାନନ କାନୁନଗୋ, ଗଣେଶ୍ୱର ବେହେରା, ଦେବାଶିଷ ପଟ୍ଟନାୟକ, ରବିନ୍ଦ୍ର ସେଠୀ, ବିଶ୍ୱ ରଞ୍ଜନ ମହାନ୍ତି, ଶିବାନନ୍ଦ ରାୟ, ବିଶ୍ୱଜିତ ଦାଶ, ଶୁଭେନ୍ଦୁ ମହାନ୍ତି, ବିଜୟଲକ୍ଷ୍ମି ସାହୁ, ଅଭିଷେକ ମହାନନ୍ଦ, ଜାନକୀ ବଲ୍ଲଭ, ପଟ୍ଟନାୟକ, ରଶ୍ମି ମହାପାତ୍ର, ରଣଜିତ ପାତ୍ର, ସୁରେଶ ମହାପାତ୍ର, ଯଞ୍ଜେଶ୍ଵର ବାବୁ, ଭୁଜବଳ ମାଝୀ, ନବଜ୍ୟୋତି ପଟ୍ଟନାୟକ, ମାନସ ଚୌଧୁରୀ, ବଟକୃଷ୍ଣ ରାଉତରାୟ, ସମୀର କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ଯୋଗିନାଥ ବାହୁବଳେନ୍ଦ୍ର, ପଦ୍ମାକର ଗୁରୁ, ପ୍ରଦୀପ ମହାପାତ୍ର, ସୁବ୍ରତ ମହାପାତ୍ର, ମିହିର ଆଚାର୍ଯ୍ୟ, ସୁଭାଷ ପ୍ରଧାନ, ପ୍ରକାଶ ମିଶ୍ର, ଲିଙ୍କରାଜ ସାହୁ, ନିରଞ୍ଜନ ନାୟକ, ଚିନ୍ମୟ ପ୍ରସାଦ ବେଉରା, ଯୁଧିଷ୍ଠୀର ଜେନା, ସୁଦର୍ଶନ ଦାସ, ରଜନୀ ମହାନ୍ତି, ପ୍ରଶାନ୍ତ ଶତପଥି, ଅମୀୟ ପାଣ୍ଡବ, ଲିଙ୍ଗରାଜ ଚୌଧୁରୀ, ଶ୍ରୀମତୀ ସନ୍ଧ୍ୟାରାଣି ମହାପାତ୍ର, ସ୍ମୃତି ରଞ୍ଜନ ଲେଙ୍କା, ଅମୀୟ ପଟ୍ଟନାୟକ, ଶ୍ରୀମତୀ ବନ୍ଦିତା ପରିଡ଼ା, ଲୋକନାଥ ମହାରଥି, ଦୀପକ ସାହୁ, କୁସୁମ ପ୍ରଧାନ, ଶ୍ରୀୟା ମହାନ୍ତି, ଜ୍ଞାନ ରଞ୍ଜନ ପଟ୍ଟନାୟକ, ରବିନ୍ଦ୍ର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।
Glücksspielbetreiber verlangen normalerweise eine Identifikation, um das Alter des Spielers zu überprüfen. Spieler aus Niederlande sind für ihre Begeisterung und
Liebe zum Glücksspiel bekannt. Glücksspiel in Niederlande wird streng von der Nationalen Glücksspielkommission reguliert.
Auch die Holland Casino Amsterdam Centrum sind so gestaltet, dass Besucher sowohl tagsüber als auch abends bequem
spielen können. Um die Vorteile zu nutzen, müssen Besucher vor dem Verlassen des Casinos ihre Eintrittskarte zusammen mit dem Entwertungsgutschein scannen.
Gamblingngo.com befürwortet oder unterstützt keine Form von Wetten oder Glücksspielen durch Benutzer
unter 18 Jahren. Gamblingngo.com verwendet Affiliate-Links zu bestimmten Buchmachern/Casinos,
von deren Anzeigen und Bewertungen wir in einigen Fällen möglicherweise
eine Vergütung erhalten. Um einen Willkommensbonus zu erhalten, müssen Online-Casino-Spieler aus den Niederlanden ein Konto auf einer Online-Casino-Website erstellen, Geld auf ihr Konto überweisen und eine Einzahlung tätigen. Niederländische Glücksspielliebhaber können Spaß
haben, während sie viele Arten von Online-Casinospielen wie Online-Spielautomaten, Blackjack, Roulette,
Baccarat, Poker usw.
References:
https://online-spielhallen.de/die-venlo-casino-mobile-app-spielspas-fur-unterwegs/
These games feature engaging themes, high payout rates (RTPs reaching
up to 98%), and exciting bonus features like free spins and multipliers.
Players can explore a diverse range of gaming categories, including slots, table games, live dealer games, and high-intensity crash games.
Sky Crown Casino’s promotional section is packed with exciting bonuses designed to elevate your gaming experience.
Skycrown features over 6,000 titles, covering everything from
pokies to live dealer tables. High rollers have
their own custom offers — bigger reloads, cashback, and
faster payouts. There’s a weekend reload bonus that kicks
in every Friday and Saturday, giving you bonus cash and
spins to keep things rolling.
References:
https://blackcoin.co/online-roulette-casinos-2022/
It’s a fun way to explore the crypto casino and get a feel for Fruit Million by BGaming.
But remember, they’re not “free money.” You’ll need to meet wagering requirements and stick to
the rules before cashing out. Popular choices
include Ruby Slots Casino ($120 free chip), Lucky Creek Casino ($99 free bonus), and Brango Casino
($50 free chip). For more tips and ways to maximize your chances of winning, read our article on 12 common mistakes to avoid when using a no-depoist
bonus.
Please register a new account using our exclusive link and verify your email address to claim
this no-deposit bonus. To claim this free spins offer, create a new
account using our exclusive link and enter the CBFS10 code
in the “Voucher Code” section. Create your new account today and enter the exclusive no-deposit bonus code in the “Promo code”
section of the registration page. Sign up at Trino Casino from
Australia today and claim a 30 free spins no deposit bonus on Gates
of Olympus 1000 using promo code NFSND.
New players simply need to sign up for an account with Netbet Casino, have a
valid mobile number on their accounts, and enter the
Netbet bonus code SBXXXTREME when prompted. Online casinos usually impose payout limitations on no-deposit bonuses.
No-deposit bonuses often restrict the type of games you can play using the bonus funds.
References:
https://blackcoin.co/casino-rocket-australia-your-next-favourite-online-spot/
online casino accepts paypal us
References:
healthjobslounge.com
online betting with paypal winnersbet
References:
ayurjobs.net