ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନରେ ବୃଦ୍ଧି

ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ । ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ ।