ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧ ଦିବସ ପାଳିତ

ପ୍ରଦେଶ କଂଗ୍ରେସ ପକ୍ଷରୁ

ଭୁବନେଶ୍ୱର: ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଭାରତରତ୍ନ ପଣ୍ଡିତ ଜବାହରଲାଲ ନେହେରୁଙ୍କର ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି ।

ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ମାଷ୍ଟରକ୍ୟାଂଟିନ ଛକସ୍ଥିତ ନେହେରୁ ପାର୍କରେ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଗୁରୁପଦ ନନ୍ଦ, ସମୀର କୁମାର ରାଉତରାୟ, ବିଜୟଲକ୍ଷ୍ମୀ ସାହୁ, ମନୋରଞ୍ଜନ ଦାଶ, ବଟକୃଷ୍ଣ ତ୍ରିପାଠୀ, ଜେ. ବାବୁ, ଚିନ୍ମୟ ସୁନ୍ଦର ଦାସ, ପଦ୍ମାକର ଗୁରୁ, ବିକ୍ରମ ସାହୁ, ମନୋରଞ୍ଜନ ରାଉତରାୟ, ବିଣାପାଣି ସାମଲ, ଲିଙ୍ଗରାଜ ସାହୁ, ସ୍ୱାଧିନବାଳା ଦାସ, ବିସ୍ମୟ ମହାପାତ୍ର, ପ୍ରକାଶ ମିଶ୍ର, ନିହାର ବଳ, କୈଳାସ ସାହୁ, ଜୟକୃଷ୍ଣ ମଲିଆ,ସଂଜୟ ମିଶ୍ର, ନରେନ୍ଦ୍ର କୁମାର ସେଠୀ, ସୁଶାନ୍ତ ତ୍ରିପାଠୀ, ରଜନୀ ମହାନ୍ତି, ପ୍ରକାଶ ମହାନ୍ତି ପ୍ରମୁଖ ବହୁ କଂଗ୍ରେସ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

Categories
LIFE

RELATED BY

  • ସ୍ୱର୍ଗତଃ ମୁଖାର୍ଜୀଙ୍କ ବିଚାରଧାରାକୁ ନେଇ ବିଜେପି ଦେଶବାସୀଙ୍କ ସେବା କରୁଛି : ଧର୍ମେନ୍ଦ୍ର

    ଭୁବନେଶ୍ୱର: ଆଜି ସ୍ୱର୍ଗତଃ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପୂଣ୍ୟତିଥୀ । ଏହି ଅବସରରେ ରାଜ୍ୟ ସଭାପତି ବସନ୍ତ ପଣ୍ଡା, ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ବିଜେପି ନେତୃବୃନ୍ଦ ସତସଙ୍ଗ ବିହାରସ୍ଥିତ ଡ. ଶ୍ୟାମ...
  • ଟ୍ରିପଲ ତଲାକକୁ ନିଷେଧ କରି ମୁସଲିମ୍ ମହିଳାଙ୍କ ଅଧିକାର ସୁରକ୍ଷା ପ୍ରୟାସ

    ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ଏନଡିଏ ସରକାରଙ୍କ ମୂଳ ଲକ୍ଷ୍ୟ ହେଉଛି “ସବକା ସାଥ, ସବକା ବିକାଶ, ସବକା ବିଶ୍ୱାସ’ । ଏହି ନୀତି ତଥା ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଯାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର...
  • ଅଭୟାରଣ୍ୟକୁ ଫେରିଲେ ହରିଣ

    କୁହାଯାଏ ଯେ ପ୍ରାକୃତିକ ଦୁର୍ବିପାକର ସୂଚନା ଜୀବଜନ୍ତୁମାନେ ଆଗୁଆ ପାଇଥାନ୍ତି । ଯାହାକି ବାଲୁଖଣ୍ଡ ଅଭୟାରଣ୍ୟର ହରିଣମାନଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି । ସେଠାରେ ପ୍ରାକୃତିକ ପରିବେଶ ମଧ୍ୟରେ ପ୍ରାୟ ୪ ହଜାରରୁ ଅଧିକ ହରିଣ ଥିଲେ । ଯେଉଁଥିପାଇଁ...
  • ଓଡ଼ିଆ ସ୍ୱାଭିମାନ ଓ ଅସ୍ମିତାର ଅନନ୍ୟ ଅଗ୍ରଦୂତ: ଉତ୍କଳଗୌରବ ମଧୁସୂଦନ

    ଓଡ଼ିଆ ଆତ୍ମପରିଚିତି, ଅସ୍ମିତା ଓ ସ୍ୱାଭିମାନକୁ ପ୍ରତିଷ୍ଠିତ କରିବାରେ ଉତ୍କଳଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ସମର୍ପିତ ଜୀବନ ପ୍ରତ୍ୟେକ ଓଡ଼ିଆଙ୍କର ପ୍ରେରଣାସ୍ରୋତ ହୋଇ ରହିବ ବୋଲି ଆଜି ୧୭୨ତମ ମଧୁଜୟନ୍ତୀରେ ସ୍ମୃତିଚାରଣ ହୋଇଛି । ସୂଚନା ଓ ଲୋକସଂପର୍କ ବିଭାଗ...
WhatsApp chat