ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ

ବିଭିନ୍ନ ବିଷୟରେ ଆଲୋଚନା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି । ଏହି ସମୟରେ ରାଷ୍ଟ୍ରପତିଙ୍କ ସହ ବସି ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ।

Categories
NATIONAL

RELATED BY

  • ଏହି ଉତ୍ସାହ ଚମତ୍କାର

    ସଂସଦରେ ରାଷ୍ଟପ୍ରତିଙ୍କ ଅଭିଭାଷଣ ଲାଗି ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଜି ଲୋକସଭାରେ ବକ୍ତବ୍ୟ ରଖିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ବିତର୍କରେ ଅଂଶଗ୍ରହଣ କରିଥିବା କାରଣରୁ ସେ ସାଂସଦମାନଙ୍କୁ, ବିଶେଷ କରି ପ୍ରଥମ ଥର ପାଇଁ ଲୋକସଭାକୁ...
  • ରାଜ୍ୟ ବିଜେପି ପକ୍ଷରୁ ମହାମହିମ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ

    ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପରିଚାଳିତ କେନ୍ଦ୍ର ସରକାରଙ୍କ ସହଯୋଗରେ ଗତ ୫ ବର୍ଷରେ ରାଜ୍ୟରେ ଅନେକ ବିକାଶ ମୂଳକ କାର୍ଯ୍ୟ ହୋଇଛି ଏବଂ ଆଗାମୀ ଦିନରେ ଅନେକ ବିକାଶମୂଳକ କାର୍ଯ୍ୟ ହେବାର ସମ୍ଭାବନା ରହିଛି...
  • ଓମ ବିର୍ଲାଙ୍କ ନିର୍ବାଚନକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ

    ସଦନର ଉଚ୍ଚତମ ପରମ୍ପରା ଅନୁଯାୟୀ ସର୍ବସମ୍ମତି କ୍ରମେ ସପ୍ତଦଶ ଲୋକସଭାକୁ ବାଚସ୍ପତି ଭାବେ ଶ୍ରୀ ଓମ ବିର୍ଲାଙ୍କ ନିର୍ବାଚନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି । ଲୋକସଭାରେ ତାଙ୍କ ସମ୍ବୋଧନରେ ଶ୍ରୀ ଓମ ବିର୍ଲାଙ୍କୁ ଅଭିନନ୍ଦନ ଜଣାଇ...
  • ପୁରୀରେ ଦେବସ୍ନାନ ପୂର୍ଣ୍ଣିମା ଓ ଗଜାନନ ବେଶ

    ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ମହାସ୍ନାନ( ୧୦୮ ଗରା ପାଣିରେ ଗାଧୋଇବା) ପର୍ବ ଶେଷ,ଅଣସରରେ ରହିବେ୧୪ ଦିନ, ଜୁଲାଇ ୦୨ ତାରିଖ ଦିନ ମହାପ୍ରଭୁ ସୁସ୍ଥ ହୋଇ ଭକ୍ତଙ୍କୁ ଦେବେ ନବଯୌବନ ଦର୍ଶନ । ଶ୍ରୀ ଶ୍ରୀ...
WhatsApp chat