ବିଜୁ ଜନତା ଦଳର ବିଧାୟକମାନଙ୍କ ବୈଠକ

ଅଧିବେଶନ ବସିବା ପୂର୍ବରୁ

୨୫ ତାରିଖ, ମଙ୍ଗଳବାର ଦିନ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ଏହି ଉପଲକ୍ଷେ ଶାସକ ଦଳ ତଥା ବିଜୁ ଜନତା ଦଳର ବିଧାୟକମାନଙ୍କ ବୈଠକ ଆଜି ବିଧାନସଭାର ୫୪ ନମ୍ବର ରୁମ୍ ଵସିଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ଦଳର ସଭାପତି/ମୁଖ୍ୟ ଅଧ୍ୟକ୍ଷତା କରିଥିଲେ । ବିଭିନ୍ନ ବିଷୟକୁ ନେଇ ଆଲୋଚନା ହୋଇଥିଲା ।

Categories
STATE

RELATED BY

  • ହାରାହାରି ପରମାୟୁ କମାଇ ଦେଉଛି କି?

    ଢେଙ୍କାନାଳ: ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା AQLI ତଥ୍ୟ ଅନୁସାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସୁସ୍ଥ ବାୟୁ ମାନକ ପାଳନ କରାଯାଇ ପାରିଲେ ଢେଙ୍କାନାଳର ଅଧିବାସୀ ମାନଙ୍କ ହାରାହାରି ପରମାୟୁ ଦୁଇ ବର୍ଷ ନଅ ମାସ...
  • ଗଣଦୁଷ୍କର୍ମ ଏବଂ ହତ୍ୟାକୁ ଲୁଚାଇବା ପାଇଁ ଯାଜପୁର ଏସପି ସାଜିଛନ୍ତି ଅପରାଧୀଙ୍କ ପ୍ରବକ୍ତା

    ଭୁବନେଶ୍ୱର: ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ପ୍ରସଙ୍ଗରେ ଯାଜପୁର ଏସପି ଚରଣଜିତ ସିଂହ ମୀନାଙ୍କର ବୟାନ ହେଉଛି ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର ଓରଫ ନାଣ୍ଡୁକୁ ଖସାଇଦେବା ପାଇଁ ଚାଲିଥିବା ଷଡଯନ୍ତ୍ରର ଏକ...
  • କାହା ଚାପରେ ସ୍ୱର୍ଗତା ମହିଳାଙ୍କର ଚରିତ୍ର ପ୍ରତି ଯେଉଁ ଅଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି

    ଭୁବନେଶ୍ୱର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ହରିଦାସପୁର ଗ୍ରାମ ପଞ୍ଚାୟତର ଭିଏଲ୍ଡବ୍ଲୁ ୰ ସ୍ମିତାରାଣୀ ବିଶ୍ୱାଳଙ୍କ ରହସ୍ୟମୟ ସନ୍ଦେହଜନକ ମୃତ୍ୟୁ ସଂପ୍ରତି ରାଜ୍ୟରେ ଗଭୀର ଆଲୋଡନ ସୃଷ୍ଟି କରିଛି । ଓଡିଶା ରାଜ୍ୟ ସରକାର ଓ ଯାଜପୁର ଜିଲ୍ଲା ପ୍ରଶାସନ...
  • ଟୁର ଅପରେଟରମାନଙ୍କ ସହ ବ୍ୟବସାୟିକ ଆଲୋଚନା ଆରମ୍ଭ

    ଭୁବନେଶ୍ୱର: ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଆଜି ‘ଓଡ଼ିଶା ଟ୍ରାଭେଲ୍‌ ବଜାର’ ଆନୁକୂଲ୍ୟରେ ଆୟୋଜିତ ଷ୍ଟଲ୍‌ଗୁଡ଼ିକୁ ଉଦ୍‌ଘାଟନ କରିଛନ୍ତି । ଓଡ଼ିଶା ପର୍ଯ୍ୟଟନ ପକ୍ଷରୁ ସ୍ଥାନୀୟ ହୋଟେଲ୍‌ ସ୍ୱସ୍ତି ପ୍ରିମିୟମ୍  ଖୋଲିଥିବା...