ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବ

ଅଭିଯୋଗ ପ୍ରକୋଷ୍ଠ ସ୍ୱାଭାବିକ ଭାବରେ ପ୍ରତି ସୋମବାର ଦିନ କାର୍ଯ୍ୟ କରିବ

ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ବିଭିନ୍ନ ଜିଲ୍ଲା ସ୍ତରରେ ଜିଲ୍ଲାପାଳ ମାନଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା ।
ବର୍ତ୍ତମାନ ଗ୍ରୀଷ୍ମପ୍ରବାହ ଜନିତ ପରିସ୍ଥିତି ଦୂର ହୋଇ ଯାଇଥିବାରୁ ଜୁଲାଇ ୧ ତାରିଖରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ମୁଖ୍ୟଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲ୍ଲାସ୍ତରୀୟ ସବୁ ଅଭିଯୋଗ ପ୍ରକୋଷ୍ଠ ସ୍ୱାଭାବିକ ଭାବରେ ପ୍ରତି ସୋମବାର ଦିନ କାର୍ଯ୍ୟ କରିବ ।

Categories
STATE

RELATED BY

  • ରସଗୋଲା ଦିବସ ପାଳିତ

    ଭୁବନେଶ୍ୱର:ସଂସ୍କୃତି ଓ ପରମ୍ପରାକୁ ସଦାସର୍ବଦା ବଜାୟ ରଖି ଆସିବା ସହ ଏହାକୁ ସବୁବେଳେ ପ୍ରାଥମିକତା ଦେଇଆସୁଥିବା ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ପବିତ୍ର ନୀଳାଦ୍ରିବିଜେ ଅବସରରେ ରସଗୋଲା ଦିବସ...
  • ମନ୍ତ୍ରୀ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀମାନଙ୍କୁ କଣ କହିଲେ ଜାଣନ୍ତୁ

    ଆପଣଙ୍କ ବିଭାଗ କାମ ବିଷୟରେ Monthly Report ମୁଁ ପାଇଛି । ଠିକ୍ ସମୟରେ ରିପୋର୍ଟ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ । ମୁଁ ଆଜି ଆପଣମାନଙ୍କୁ ପାଞ୍ଚୋଟି ବିଷୟରେ କହିବାକୁ ଚାହେଁ ।  ଆପଣମାନେ extensive tour କରନ୍ତୁ ।...
  • ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀଙ୍କ ଢ଼େଙ୍କାନାଳ ସରକାରୀ ପଲିଟେକ୍‌ନିକ୍‌ ପରିଦର୍ଶନ

    ଭୁବନେଶ୍ୱର:ରାଜ୍ୟ ଦକ୍ଷତା ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଇଂ.ପ୍ରେମାନନ୍ଦ ନାୟକ ବୁଧବାର ଅପରାହ୍ନରେ ଢ଼େଙ୍କାନାଳ ସରକାରୀ ପଲିଟେକ୍‌ନିକ୍‌ ପରିଦର୍ଶନରେ ଯାଇଥିଲେ । ଏହି ଅବସରରେ ବିଭିନ୍ନ ଟ୍ରେଡ଼୍‌ରେ ଥିବା କର୍ମଶାଳା ଓ ୱାର୍କସପ୍‌, ସ୍ମାର୍ଟ କ୍ଲାସରୁମ୍‌ ଓ ଟୁଲ୍‌ରୁମ୍‌ ବୁଲି...
  • ପ୍ରକୃତି ମିତ୍ର ଓ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରୋତ୍ସାହନ ରାଶିକୁ ବୃଦ୍ଧି କରିବା ପାଇଁ ଗୁରୁତ୍ୱାରୋପ

    ଭୁବନେଶ୍ୱର: ପରିବେଶ କେବଳ ଏକ ରାଜ୍ୟ ପ୍ରସଙ୍ଗ ନୁହେଁ ବରଂ ଏକ ଅନ୍ତର୍ଜାତୀୟ ପ୍ରସଙ୍ଗ । ମାନବ ସଭ୍ୟତାର ଏବଂ ସମ୍ପୂର୍ଣ୍ଣ ଜୀବଜଗତର ଏହା ସ୍ଥିତିର ପ୍ରସଙ୍ଗ । ଜଙ୍ଗଲ ହେଉଛି ପରିବେଶର ଏକ ପ୍ରମୁଖ ଅଙ୍ଗ । ପରୋକ୍ଷଭାବେ...
WhatsApp chat