ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କଲେ ରାଷ୍ଟ୍ରପତି

ଶ୍ରୀ ରାମନାଥ କୋବିନ୍ଦ

ଆଜି ରାଷ୍ଟ୍ରପତି ଭବନ ପରିସରରେ ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଭାରତ ରତ୍ନ ପୁରସ୍କାର ପ୍ରଦାନ କରିଛନ୍ତି ।

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଅଳଙ୍କରଣ ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ମରୋଣୋତର ଭାବେ ଶ୍ରୀ ନାନାଜୀ ଦେଶମୁଖ ଏବଂ ଡ. ଭୂପେନ୍ଦ୍ର କୁମାର ହଜାରିକାଙ୍କୁ ଭାରତ ରତ୍ନ ଦିଆଯାଇଥିଲା

Categories
KNOWLEDGE
Newsroll

RELATED BY

  • ଜେ.ଏନ୍.ୟୁ ବିଶ୍ୱବିଦ୍ୟାଳୟରୁ ପି.ଏଚ୍.ଡ଼ି ପାଇଲେ ଓଡ଼ିଆ ଝିଅ

    ନୂଆଦିଲ୍ଲୀ, (ଓ.ଏନ୍‍.ବ୍ୟୁରୋ) : ଓଡ଼ିଆ ଝିଅ ସୌମ୍ୟା ଶର୍ମିଷ୍ଠା ମଲ୍ଲିକ ଇତିମଧ୍ୟରେ ବିଶ୍ୱ ବିଖ୍ୟାତ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ, ନୂଆଦିଲ୍ଲୀରୁ ସମାଜ ବିଜ୍ଞାନରେ ଡ଼କ୍ଟର ଅଫ ପିଲୋସଫି ଡ଼ିଗ୍ରୀ ହାସଲ କରିଛନ୍ତି । ପି.ଏଚ୍.ଡ଼ି ରେ ତାଙ୍କର ସନ୍ଦର୍ଭଟି ହେଉଛି...
  • ଟଙ୍କାକୁ ଯେମିତି ସମସ୍ତେ ଭଲ ପାଅ,ସେହିପରି ଗାନ୍ଧୀଙ୍କ ବାଣୀ ଓ ଉପଦେଶକୁ ପାଳନ କର

    ମହାତ୍ମା ଗାନ୍ଧୀ ଆମର ଶକ୍ତି । ଗାନ୍ଧୀ ବିନା ଆମ ଦୈନନ୍ଦିନ ଜୀବନରେ ବଞ୍ଚିବା, ଚଳିବା କଷ୍ଟକର କହିଲେ ଅତ୍ୟୁକ୍ତି ହେବ ନାହିଁ । ଗାନ୍ଧୀ ଏହି ପରି ଜଣେ ମହାପୁରୁଷ ଭାରତ ବର୍ଷର ପ୍ରତ୍ୟେକ ବ୍ୟକ୍ତିଙ୍କ ପାଖରେ ଚିତ୍ର...
  • ଆରକେଏସ ଭଦୌରିଆ ପରବର୍ତୀ ବାୟୁ ସେନା ମୁଖ୍ୟ ହେବେ

    ଭାରତ ସରକାର ପରବର୍ତୀ ବାୟୁ ସେନା ମୁଖ୍ୟ ଭାବେ ବର୍ତମାନର ବାୟୁସେନା ଉପ ମୁଖ୍ୟ ଏୟାର ମାର୍ଶାଲ ଆରକେଏସ ଭଦୌରିଆ, ପିଭିଏସଏମ, ଏଭିଏସଏମ, ଭିଏମ, ଏଡିସିଙ୍କୁ ନିଯୁକ୍ତି ଦେଇଛନ୍ତି । ତାଙ୍କୁ ବର୍ତମାନର ବାୟୁ ସେନା ମୁଖ୍ୟ ଚିଫ ଏୟାର...
  • ବିଶ୍ୱ ନିର୍ବାଚନ ସଂସ୍ଥାନ ସଂଘର ଅଧ୍ୟକ୍ଷ ଦାୟିତ୍ୱ ନେଲେ ସୁନୀଲ ଆରୋରା

    ମୁଖ୍ୟ ନିର୍ବାଚନ ଆୟୁକ୍ତ  ସୁନୀଲ ଆରୋରା ଆଜି ବିଶ୍ୱ ନିର୍ବାଚନ ସଂସ୍ଥାନ ସଂଘ (ଏଡବ୍ଲୁଇବି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ୨୦୧୯ରୁ ୨୦୨୧ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ । ଏଥି ସହିତ ରୋମାନିଆ ନିକଟରୁ...