ଆଲୋକ କୁମାର ପଣ୍ଡାଙ୍କୁ ବହିଷ୍କାର କରାଗଲା

ଗୋଲକ ମହାପାତ୍ର

ଭୁବନେଶ୍ୱର: ଅନୁଶାସନ ଭଙ୍ଗ, ବିଶୃଙ୍ଖଳିତ ଓ ଦଳବିରୋଧୀ କାର୍ଯ୍ୟ କାରଣରୁ ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ଅନୁମୋଦନକ୍ରମେ ଜଗତସିଂହପୁର ଜିଲ୍ଲା ପୁରଣ ମଣ୍ଡଳ ସଭାପତି  ଆଲୋକ କୁମାର ପଣ୍ଡାଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ ବହିଷ୍କାର କରାଗଲା ବୋଲି ଏକ ପ୍ରେସ ବିବୃତି ଜରିଆରେ ରାଜ୍ୟ ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।

Categories
STATE

RELATED BY

  • ର‌୍ୟାଗିଂ ମୁକ୍ତ କ୍ୟାମ୍ପସ୍ ଅଭିଯାନ

    ଭୁବନେଶ୍ୱର : ଉତ୍ତରପ୍ରଦେଶ ମେଡ଼ିକାଲ କଲେଜ ଓ ଓଡ଼ିଶାର ବୁର୍ଲାସ୍ଥିତ VSSUT ରେ ନବାଗତ ଛାତ୍ରମାନଙ୍କ ଉପରେ ଅତ୍ୟନ୍ତ ଅମାନୁଷିକ ଓ ବର୍ବରୋଚିତ ଶାରୀରିକ ଓ ମାନସିକ ନିର୍ଯ୍ୟାତନା ଘଟଣା ସାମ୍ନାକୁ ଆସିବା ପରେ ଓଡ଼ିଶାରେ “ର‌୍ୟାଗିଂ ମୁକ୍ତ କ୍ୟାମ୍ପସ୍...
  • ସମୂହ ବୃକ୍ଷରୋପଣ

    ଭୁବନେଶ୍ୱର : ପାଠାଗାର, ୟୁନିଟ୍-୯ ଦ୍ୱାରା ଏବଂ ଜଙ୍ଗଲ ଓ ପରିବେଶ ବିଭାଗ ଓ ଭାରତ ସ୍କାଉଟ୍ ଆଣ୍ଡ ଗାଇଡ୍ ସହାୟତାରେ କ୍ୟାପିଟାଲ୍ ହାଇସ୍କୁଲ, ୟୁନିଟ୍-୩, ୟୁନିଟ୍-୯ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, ଗୋପବନ୍ଧୁ ପ୍ରାଥମିକ ବିଦ୍ୟାଳୟ ଏବଂ ହିନ୍ଦି ସ୍କୁଲ ପ୍ରାଙ୍ଗଣରେ...
  • ଅର୍ଥନୈତିକ ମାନ୍ଦାବସ୍ଥା ଆଶଙ୍କାକୁ ଏଡ଼ାଇ ଦିଆଯାଇପାରିବ

    ଭୁବନେଶ୍ୱର:କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ୬୦ ପ୍ରତିଶତରୁ ଉର୍ଦ୍ଧ୍ଵ ଲୋକ ଜଡ଼ିତ ଥିବାରୁ କୃଷିର ଉନ୍ନତି କରି କୃଷକଙ୍କ ଆୟ ବହୁଗୁଣିତ କରିବା ଦିଗରେ ସରକାର ସର୍ବାଧିକ ଗୁରୁତ୍ୱ ଦେଉଥିବାବେଳେ କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ଏ ଦିଗରେ...
  • ବସନ୍ତ ପଣ୍ଡା ଏବଂ ପ୍ରଦୀପ୍ତ ନାୟକ ଗଭୀର ଶୋକ ପ୍ରକାଶ କଲେ

    ଭୁବନେଶ୍ୱର : ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ବିୟୋଗରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତଃ...