ଭୂଟାନରେ ରୂପେ କାର୍ଡର ଶୁଭାରମ୍ଭ

ମାଙ୍ଗଦେଚ୍ଛୁ ଜଳବିଦ୍ୟୁତ ପ୍ରକଳ୍ପର ଉଦଘାଟନ

ଭୂଟାନ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସବୁ କାର୍ଯ୍ୟ ଓ ଘୋଷଣା କଲେ ।

 ଦକ୍ଷିଣ ଏସିଆ ଉପଗ୍ରହ ଆର୍ଥ ଷ୍ଟେସନ ଉଦଘାଟିତ ।

 ଭୂଟାନରେ ରୂପେ କାର୍ଡର ଶୁଭାରମ୍ଭ ।

 ମାସିକ ଏଲପିଜି ଯୋଗାଣ ୭୦୦ରୁ ବଢ଼ି ୧ହଜାର ମେଟ୍ରିକ ଟନ ହେଲା ।

 ଭୂଟାନରେ ବହୁମୁଖୀ ସୁପର ସ୍ପେଶାଲିଟି ହସପିଟାଲ ପ୍ରତିଷ୍ଠା ଲାଗି ସହଯୋଗ କରିବ ଭାରତ ।

 ନାଳନ୍ଦା ବିଶ୍ୱବିଦ୍ୟାଳୟରେ ଭୂଟାନ ଲାଗି ସ୍ନାତୋକୋତର ବୃତି ୨ରୁ ୫କୁ ବୃଦ୍ଧି । 

ମାଙ୍ଗଦେଚ୍ଛୁ ଜଳବିଦ୍ୟୁତ ପ୍ରକଳ୍ପର ଉଦଘାଟନ ।

Categories
INTERNATIONAL
Newsroll

RELATED BY

  • ଭାରତର ଗ୍ୟାସ ଭିତିଭୂମି କାମରେ କତାରର ପୁଞ୍ଜିନିବେଶ ନେଇ ଆଲୋଚନା

    ଭୁବନେଶ୍ୱର: ବିଭିନ୍ନ କ୍ଷେତ୍ର ବିଶେଷ ଭାବରେ ହାଇଡ୍ରୋକାର୍ବନ କ୍ଷେତ୍ରରେ ଭାରତ ଓ କତାର ମଧ୍ୟରେ ପାରସ୍ପରିକ ସହଯୋଗକୁ ମଜବୁତ୍ କରିବା ପାଇଁ କତାରର ପ୍ରଧାନମନ୍ତ୍ରୀ ସମ୍ମତି ଜଣାଇବା ଫଳରେ ଏବେ ଭାରତ ଓ କତାର ମଧ୍ୟରେ ହାଇଡ୍ରୋକାର୍ବନ ସମ୍ପର୍କ ଆହୁରି...
  • ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତର ଚତୁର୍ଥ ଦିନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବି/ଭୁବନେଶ୍ୱର : ପାଞ୍ଚ ଦିନିଆ ତ୍ରିରାଷ୍ଟ୍ରୀୟ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ଆବୁଧାବି ସ୍ଥିତ ଭାରତୀୟ ତୈଳ ମନ୍ତ୍ରାଳୟର ରାଷ୍ଟ୍ରାୟତ ଉଦ୍ୟୋଗ କମ୍ପାନୀ ଇଞ୍ଜିନିୟର ଇଣ୍ଡିଆ ଲିମିଟେଡ୍ (ଇଆଇଏଲ୍)କୁ ପରିଦର୍ଶନ କରିବା ସହ ବିଭିନ୍ନ ବୈଦେଶିକ...
  • ଭାରତ ଉର୍ଜା ନ୍ୟାୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଛି – ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବୀ/ଭୁବନେଶ୍ୱର : ଭାରତରେ ଉର୍ଜା ନ୍ୟାୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବୋଚ୍ଚ ପ୍ରଧାନ୍ୟ ଦେଉଛନ୍ତି ବୋଲି ସୋମବାର ଆବୁଧାବୀରେ ଅନ୍ତର୍ଜାତୀୟ ଶକ୍ତି ଫୋରମର ୮ତମ ଏସୀୟ ଶକ୍ତି ମନ୍ତ୍ରୀସ୍ତରୀୟ ଗୋଲଟେବୁଲ ବୈଠକରେ ଯୋଗ ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...
  • ୟୁଏଇର ପ୍ରମୁଖ ତୈଳ, ଗ୍ୟାସ ଓ ପେଟ୍ରୋଲିୟମ ଏବଂ ଇସ୍ପାତ୍ କମ୍ପାନୀଙ୍କ ସହ ବୈଠକ

    ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇର ରାଷ୍ଟ୍ରପତି ଏଚ୍ଇ ଶିଖ୍ ଖଲିଫା ବିନ୍ ଜାୟଦ୍ ଅଲ୍ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ ଗ୍ୟାସ କ୍ଷେତ୍ରରେ ଭାରତ ଏବଂ ୟୁଏଇ ମିଶି ଅନେକ ଐତିହାସିକ ମାଇଲଖୁଣ୍ଟକୁ ପୂରଣ କରିଛନ୍ତି ।...