ସୌଜନ୍ୟ ମୂଳକ ସାକ୍ଷାତ

ଭୁବନେଶ୍ୱର : ନୂତନ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟ ଠାରେ ସୌଜନ୍ୟ ମୂଳକ ସାକ୍ଷାତ କରୁଛନ୍ତି ।