ବିଜୟ କୁମାର ନାୟକ ଦାୟିତ୍ଵ ଗ୍ରହଣ କଲେ

ଡ଼ିଶା ରାଜ୍ୟ ଯୁବ କଲ୍ୟାଣ ପରିଷଦର ନୂତନ ଅଧ୍ୟକ୍ଷ ଭାବେ

 

ଭୁବନେଶ୍ଵର: ଆଜି ଓଡ଼ିଶା ରାଜ୍ୟ ଯୁବ କଲ୍ୟାଣ ପରିଷଦର ନୂତନ ଅଧ୍ୟକ୍ଷ ଭାବେ ବିଜୟ କୁମାର ନାୟକ ଦାୟିତ୍ଵ ଗ୍ରହଣ କରିଛନ୍ତି । ଆଜିର ଦାୟିତ୍ଵ ଗ୍ରହଣ ଅବସରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ଵର ମଧ୍ୟମ ବିଧାୟକ ଅନନ୍ତ ନାରୟଣ ଜେନା, ଭୁବନେଶ୍ଵର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମା, ପୂର୍ବତନ ବିଧାୟକ ପ୍ରଫୁଲ ପାଙ୍ଗୀ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ସୁଶ୍ରୀ ଶ୍ରୀମୟୀ ମିଶ୍ର ସହିତ ଓଡ଼ିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଅମରେଶ ପତ୍ରୀ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ନାୟକଙ୍କୁ ଶୁଭେଛା ଜଣାଇଥିଲେ ।

Categories
STATE
Newsroll

RELATED BY

  • ପେନସନ ଯୋଜନାରେ ୩୩ ଲକ୍ଷ ଅସଂଗଠିତ ଶ୍ରମିକ ସାମିଲ:କେନ୍ଦ୍ର ଶ୍ରମ ମନ୍ତ୍ରୀ

    ଆଜି ଭୁବନେଶ୍ୱର ଠାରେ ଆଂଚଳିକ ଶ୍ରମ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉଦବୋଧନ ଦେଇ କେନ୍ଦ୍ର ଶ୍ରମ ଏବଂ ନିୟୋଜନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସନ୍ତୋଷ କୁମାର ଗଙ୍ଗୱାର କହିଛନ୍ତି ଯେ ‘ଶ୍ରମିକ’ମାନେ ଯୁଗ୍ମ ତାଲିକାରେ ଆସୁଛନ୍ତି ଏବଂ ଉଭୟ...
  • ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

    କଟକ:ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ବ୍ୟୁରୋ ଅଫ୍ ଆଉଟରିଚ୍ କମ୍ୟୁନିକେସନ ପକ୍ଷରୁ ଆୟୋଜିତ ମଲ୍ଟିମିଡିଆ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି । କଟକ ଲୋକସଭା ସାଂସଦ ଶ୍ରୀ ଭର୍ତୃହରି ମହତାବ ମୁଖ୍ୟ ଅତିଥି ଭାବେ...
  • ହାରାହାରି ପରମାୟୁ କମାଇ ଦେଉଛି କି?

    ଢେଙ୍କାନାଳ: ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା AQLI ତଥ୍ୟ ଅନୁସାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସୁସ୍ଥ ବାୟୁ ମାନକ ପାଳନ କରାଯାଇ ପାରିଲେ ଢେଙ୍କାନାଳର ଅଧିବାସୀ ମାନଙ୍କ ହାରାହାରି ପରମାୟୁ ଦୁଇ ବର୍ଷ ନଅ ମାସ...
  • ଗଣଦୁଷ୍କର୍ମ ଏବଂ ହତ୍ୟାକୁ ଲୁଚାଇବା ପାଇଁ ଯାଜପୁର ଏସପି ସାଜିଛନ୍ତି ଅପରାଧୀଙ୍କ ପ୍ରବକ୍ତା

    ଭୁବନେଶ୍ୱର: ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ପ୍ରସଙ୍ଗରେ ଯାଜପୁର ଏସପି ଚରଣଜିତ ସିଂହ ମୀନାଙ୍କର ବୟାନ ହେଉଛି ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର ଓରଫ ନାଣ୍ଡୁକୁ ଖସାଇଦେବା ପାଇଁ ଚାଲିଥିବା ଷଡଯନ୍ତ୍ରର ଏକ...